କିମ୍‌ଙ୍କ କ୍ରୁରତା ମାନବିକତା ଲଂଘିଲା: ଜେନେରାଲଙ୍କୁ ପିରାନ୍ନା ମାଛ ଟ୍ୟାଙ୍କ୍‌ରେ ପିଙ୍ଗିଲେ

ପୋୟଙ୍ଗ୍‌ୟାଙ୍ଗ୍‌,୧୨।୬: ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ୍‌ ଉନ୍‌ଙ୍କ କ୍ରୁରତା ମାନବିକତା ଲଂଘିଛି। ସେ ତାଙ୍କ ଜେନେରାଲଙ୍କୁ ମଣିଷକୁ ମାରି ଖାଉଥିବା ପିରାନ୍ନା ମାଛ ଟ୍ୟାଙ୍କରେ ଫିଙ୍ଗିଦେଇଛନ୍ତି। ଜେନେରାଲଙ୍କ ବିରୋଧରେ କ୍ଷମତା ଦଖଲ ଷଡ଼ଯନ୍ତ୍ର ଅଭିଯୋଗ ହୋଇଥିଲା। ଜେନେରାଲଙ୍କୁ ପିରାନ୍ନା ମାଛଙ୍କ ଖାଦ୍ୟ କରାଯିବା ପୂର୍ବରୁ ତାଙ୍କର ଦୁଇ ହାତ କାଟି ଦିଆଯାଇଥିଲା। ତେବେ ଜେନେରାଲଙ୍କ ନାମ ପ୍ରକାଶ କରାଯାଇନାହିଁ। ସୂଚନାଯୋଗ୍ୟ, ଅନ୍ୟ ପ୍ରାଣୀକୁ ମାରି ଖାଉଥିବା ଏହି ମାଛକୁ ସଇତାନ୍‌ ମାଛ କୁହାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟକୁମାରଙ୍କୁ ଲାଗିଲା ଝଟକା: ସବୁଠୁ ବିଦା, ଅନ୍ଧାରରେ କ୍ୟାରିୟର

ମୁମ୍ବାଇ,୬।୧୦: ଭାରତର ଟି-୨୦ ବିଶ୍ୱକପ ବିଜୟୀ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ପାଇଁ ଏବେ ଚିନ୍ତା ବଢ଼ିଛି। ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ଏବେ ମୁମ୍ବାଇର ରଣଜୀ…

୫୦୦୦ ବର୍ଷ ପରେ ଖୋଲିଲା ଭୟଙ୍କର ରହସ୍ୟ, ରାଜାଙ୍କ ମୃତ୍ୟୁ ପରେ ସେବକ….

କାଏରୋ,୬।୧୦: ପ୍ରାଚୀନ ଇଜିପ୍ଟରେ ମୃତ ରାଜାଙ୍କ ସହିତ ସେବକମାନଙ୍କୁ ମଧ୍ୟ ଜିଅନ୍ତା ପୋତି ଦିଆଯାଉଥିବା କଥାକୁ ନେଇ ବିଭିନ୍ନ ପ୍ରକାରର ଆଲୋଚନା ହୋଇଥାଏ। ଶତାବ୍ଦୀ ଧରି ପ୍ରତ୍ନତତ୍ତ୍ୱବିତମାନଙ୍କୁ…

ୱାଇଡ ବଲ୍‌ରେ ସିଧା ଛକା! କ୍ରିକେଟ୍‌ରେ ଘଟିଲା ଅଜବ ଘଟଣା, ଦେଖନ୍ତୁ Video

ନୂଆଦିଲ୍ଲୀ,୫।୧୦: କ୍ରିକେଟ୍‌ରେ ୱାଇଡ ବଲ ବାଉଣ୍ଡାରୀ ପାର କରିବା ଦୃଶ୍ୟ ଦର୍ଶକମାନେ ଅନେକ ଥର ଦେଖିଛନ୍ତି। ବିଶେଷକରି ଉଇକେଟକିପରଙ୍କ ପହଞ୍ଚରୁ ଦୂରକୁ ଯାଇଥିବା ୱାଇଡ ବଲ ବାଉଣ୍ଡାରୀ…

ପାଣ୍ଡିଆନ୍‌ଙ୍କ ବୟାନ୍‌ ରେକର୍ଡ: ଫାଇଲ୍‌ ରିସିଭ୍‌ ହୋଇଛି, କୁଆଡ଼େ ଗଲା ଜାଣିନାହାନ୍ତି

ଭୁବନେଶ୍ୱର,୬।୧୦(ତ୍ରିନାଥ ମହାନ୍ତି):ସିଏମ୍‌ଓରୁ ସ୍ବାମୀ ଲକ୍ଷ୍ମଣାନନ୍ଦ ହତ୍ୟାକାଣ୍ଡ ଏବଂ କନ୍ଧମାଳ ଦଙ୍ଗା ସମ୍ପର୍କିତ ନାଇଡୁ କମିଶନ ଫାଇଲ ହଜିବା ଘଟଣାରେ ୩ ଜଣଙ୍କ ବୟାନ ରେକର୍ଡ କରାଯାଇଛି। ଭି.କେ.…

୫୩ ବର୍ଷ ପରେ ଏକାଠି ହେଲେ ୫ ଶିକ୍ଷକ ବନ୍ଧୁ: ମିଶିକି କଲେ ଏମିତି କାମ

ତାଳଚେର,୬ା୧୦(ମନୋଜ ନନ୍ଦ): ଶିକ୍ଷକତା ଜୀବନର ପ୍ରାରମ୍ଭରେ ପରସ୍ପର ସଂସ୍ପର୍ଶରେ ଆସିଥିଲେ। ତାଲିମ କେନ୍ଦ୍ରରେ ଚିହ୍ନା ପରିଚୟ ପରେ ସେମାନଙ୍କ ଭିତରେ ଗଢ଼ି ଉଠିଥିଲା ବନ୍ଧୁତା। ହେଲେ ସ୍କୁଲକୁ…

ବଡ଼ ଦୁର୍ଘଟଣା; କ୍ରାଶ ହେଲା ସାମରିକ ବିମାନ, ୩୨ ମୃତ

ଆବୁଜା,୬।୧୦: ଦକ୍ଷିଣ ନାଇଜେରିଆରେ ସୋମବାର ଏକ ସାମରିକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଯେଉଁଥିରେ ୨୫ ଜଣ ଯାତ୍ରୀ ଏବଂ ୭ ଜଣ କ୍ରୁ ମେମ୍ବର ସମେତ…

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

ସେଣ୍ଟ୍ରାଲ ମୁମ୍ବାଇର ବସ୍‌ ଡିପୋରେ ଭୟଙ୍କର ଅଗ୍ନିକାଣ୍ଡ

ମୁମ୍ବାଇ,୧୦।୫: ସେଣ୍ଟ୍ରାଲ ମୁମ୍ବାଇର ଏକ ବସ୍‌ ଡିପୋରେ ସୋମବାର ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡlରେ ଗୋଟିଏ କି ଦୁଇଟି ନୁହେଁ, ୧୦ଟି ବସ୍‌ ପୋଡ଼ି ପାଉଁଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?