କିମ୍‌ଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର: ଉତ୍ତରାଧିକାରୀ ଦୌଡ଼ରେ ଭଉଣୀ ଆଗରେ

ସିଓଲ୍‌,୨୩।୪: ଉତ୍ତରକୋରିଆର ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ ଉନ୍‌ଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ଥିବା କୁହାଯାଉଛି। ତାଙ୍କର ହୋଇଥିବା ଏକ ଅପରେଶନ୍‌ ଅସଫଳ ହୋଇଥିବାରୁ ଏଭଳି ସ୍ଥିତି ସୃଷ୍ଟି ହୋଇଥିବା ଚର୍ଚ୍ଚା ହେଉଛି। କିମ୍‌ଙ୍କୁ ନେଇ ଖବର ପ୍ରଚାର ହେବାପରେ ଏବେ ତାଙ୍କ ଉତ୍ତରାଧିକାରୀ କିଏ ହେବ ସେନେଇ ଅନ୍ତର୍ଜାତୀୟସ୍ତରରେ ଆଲୋଚନା ହୋଉଛି। ଉତ୍ତରାଧିକାରୀ ଦୌଡ଼ରେ କିମ୍‌ଙ୍କ ଭଉଣୀ କିମ୍‌ ୟୋ ଜୋଙ୍ଗ୍‌ ଆଗରେ ରହିଛନ୍ତି। ପ୍ରତିଟି ସରକାରୀ ବୈଠକରେ କିମ୍‌ଙ୍କ ସହିତ ୟୋ ଜୋଙ୍ଗ୍‌ ଯୋଗ ଦେଉଥିବାର ଦେଖିବାକୁ ମିଳୁଥିଲା। ତେଣୁ ୟୋ ଜୋଙ୍ଗ୍‌ ଦେଶର ପରବର୍ତ୍ତୀ ଶାସକ ହେବାର ସମ୍ଭାବନା ଥିବା କୁହାଯାଉଛି। ସୂଚନାଯୋଗ୍ୟ, ହାର୍ଟ ଅପରେଶନ୍‌ ପରେ କିମ୍‌ଙ୍କ ଅବସ୍ଥା ଗୁରୁତର ହୋଇପଡ଼ିଥିବା ଦୁଇଦିନ ତଳେ ଆମେରିକା ଗଣମାଧ୍ୟମ ପକ୍ଷରୁ ସୂଚନା ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୫୦ ନିରୀହ ଲୋକଙ୍କ ଉପରେ ଆଖିବୁଜା ଗୁଳି ବର୍ଷା

ମ୍ୟାନମାର୍‌,୨୭।୩: ମ୍ୟାନମାର୍‌ରେ ସୈନ୍ୟବାହିନୀ କ୍ଷମତା ଦଖଲ କରିବା ପରେ ସଙ୍କଟ ଧୀରେଧୀରେ ବଢ଼ିବାରେ ଲାଗିଛି। ଶନିବାର ସୈନ୍ୟ ବାହିନୀଙ୍କ ଆଖିବୁଜା ଗୁଳିମାଡ଼ରେ ୫୦ ଜଣ ନିରୀହ...

ଆମେରିକାର ଡ୍ରୋନ ଆକ୍ରମଣକୁ ନିନ୍ଦା କଲା ତାଲିବାନ

କାବୁଲ,୩୦ ।୮: ଆଫଗାନିସ୍ତାନରେ ତାଲିବାନ ପ୍ରବକ୍ତା ଜବିହୁଲ୍ଲା ମୁଜାହିଦ ରବିବାର କାବୁଲରେ ହୋଇଥିବା ଆମେରିକାର ଡ୍ରୋନ୍ ଆକ୍ରମଣକୁ ନିନ୍ଦା କରିଛନ୍ତି । ସେ କହିଛନ୍ତି ଅନ୍ୟ...

ଇଟାଲୀରେ ଲକ୍‌ଡାଉନ୍‌ ଅବଧି ମେ’ ୩କୁ ବୃଦ୍ଧି

ରୋମ,୧୧।୪: ଇଟାଲୀରେ କରୋନା ଭାଇରସ୍‌ ବେଲଗାମ୍‌ ହୋଇପଡ଼ିଛି। ଦିନକୁ ଦିନ କରୋନାଜନିତ ମୃତ୍ୟୁ ଓ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଇଟାଲୀରେ ଏପର୍ଯ୍ୟନ୍ତ କରୋନାରେ...

ହଂକଂକୁ ସ୍ବତନ୍ତ୍ର ସୁବିଧା ବାତିଲ

ଓ୍ବାଶିଂଟନ,୧୬ା୭(ପି.ଟି.): ହଂକଂରେ ଚାଇନା ନୂଆ ଆଇନ ଲାଗୁ କରିବା ପରେ ଏବେ ଆମେରିକା ଏହି ସହରର ସ୍ବତନ୍ତ୍ର ମାନ୍ୟତାକୁ ଶେଷ କରିଦେଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ...

ମହିଳା ଅନ୍‌ଲାଇନ୍‌ରେ ଅର୍ଡର କରିଥିଲେ ଚିକେନ ନଗେଟ୍‌ : ପ୍ୟାକେଟରେ ଥିଲା ଏମିତି କିଛି…

ଯଦି ଅନ୍‌ଲାଇନ୍ରେ‌ କିଛି ଖାଇବା ଅର୍ଡର କରୁଛନ୍ତି ତେବେ ସାବଧାନ ହୋଇଯାଆନ୍ତୁ। କାରଣ ଲିଡ୍‌ସ୍‌, ଇଂଲଣ୍ଡର ଲିଲି ଡେଣ୍ଟନ ନାମକ ମହିଳା ଅନ୍‌ଲାଇରେ ଏକ ସାଇଡ୍‌ରୁ...

ଘରେ ସୁରକ୍ଷିତ ରହୁଥିଲେ ବି ହେବ କରୋନା! ଜାଣନ୍ତୁ କେମିତି

ଘରେ ବସି ମଧ୍ୟ ଜଣେ କରୋନା ଭାଇରସ ସଂକ୍ରମିତ ହେବାର ସମ୍ଭାବନା ରହିଛି। ଦକ୍ଷିଣ କୋରିଆର ବୈଜ୍ଞାନିକମାନେ ଏହା ପ୍ରକାଶ କରିଛନ୍ତି। ଦକ୍ଷିଣ କୋରିଆର ବୈଜ୍ଞାନିକମାନେ...

ଏହି ପଶୁର କ୍ଷୀରରୁ ତିଆରି ହେଉଛି ବିଶ୍ୱର ସବୁଠାରୁ ମହଙ୍ଗା ପନିର:ଏହି ଦାମ୍‌ରେ କିଣାଯାଇ ପାରିବ ସୁନା

ସାଧାରଣତଃ ଆମେ ଗାଈ କିମ୍ବା ମଇଁଷି କ୍ଷୀରରୁ ପନିର ତିଆରି କରିଥାଉ। ଯାହାର କିଲୋପ୍ରତି ଦାମ୍‌ ୩ଶହରୁ ୬ଶହ ଟଙ୍କା । ହେଲେ ଏମିତି ଏକ...

୧.୧ କୋଟି ଲୋକଙ୍କ ସ୍ବପ୍ନ ପୂରଣ କରିବେ ରାଷ୍ଟ୍ରପତି

ଓ୍ବାଶିଂଟନ୍‌,୨୦।୧:ଆମେରିକାର ନୂଆ ରାଷ୍ଟ୍ରପତି ଭାବେ ପଦ ସମ୍ଭାଳିବାକୁ ଯାଉଥିବା ଜୋ ବାଇଡେନ୍‌ ଆପ୍ରବାସୀଙ୍କ ପାଇଁ ବ୍ୟାପକ ପଦକ୍ଷେପ ନେବାକୁ ଯାଉଛନ୍ତି। ବାଇଡେନ୍‌ ନିଜ ପ୍ରଥମ କାର୍ଯ୍ୟକାଳର...

Advertisement
Archives

Model This Week