କିମ୍‌ ଜୋଙ୍ଗ୍‌ ଉନ୍‌ଙ୍କ ବ୍ରେନ୍‌ ଡେଡ୍‌: ଗଣମାଧ୍ୟମ ରିପୋର୍ଟ !

ଓ୍ବାଶିଂଟନ,୨୧।୪: ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ୍‌ ଉନ୍‌ଙ୍କ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ତାଙ୍କର ବ୍ରେନ୍‌ ଡେଡ୍‌ ହୋଇଯାଇଥିବା କେତେକ ବିଦେଶୀ ଗଣମାଧ୍ୟମ ପକ୍ଷରୁ କୁହାଯାଇଛି। ତେବେ ଏନେଇ ଅଧିକ ତଥ୍ୟ ସଂଗ୍ରହ କରାଯାଉଛି। ଗଣମାଧ୍ୟମ ସଂସ୍ଥା ଗୁଡ଼ିକର ଏଭଳି ରିପୋର୍ଟ ଉପରେ ଅଧିକ ତଦନ୍ତ ଜାରି ରହିଥିବା ଉତ୍ତର କୋରିଆର ପଡ଼ୋଶୀ ଦକ୍ଷିଣ କୋରିଆ କହିଛି। ଏକ ଅପରେଶନ୍‌ ପରେ କିମ୍‌ଙ୍କର ସ୍ଥିତି ଗୁରୁତର ହୋଇଥିବା ଆକଳନ କରାଯାଉଛି। ତେବେ ଉତ୍ତର କୋରିଆ ପକ୍ଷରୁ ଏନେଇ କୌଣସି ମତାମତ ଦିଆଯାଇନାହିଁ। ଅତ୍ୟଧିକ କାର୍ଯ୍ୟ, ମେଦବହୁଳତା ଏବଂ ମାତ୍ରାଧିକ ଧୂମପାନ କରିବା ଯୋଗୁ କିମ୍‌ଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କାର୍ଡିଓଭାସକୁଲାର ସିଷ୍ଟମ୍‌ ମଧ୍ୟରେ ରଖାଯାଇଥିବା ଗଣମାଧ୍ୟମ ପକ୍ଷରୁ କୁହାଯାଇଛି। ଏହି ଖବର ଉପରେ ତୀକ୍ଷଣ୍‌ ନଜର ରଖାଯାଇଛି। ଖୁବ୍‌ ଶୀଘ୍ର ସତ୍ୟାସତ୍ୟ ଜଣାପଡ଼ିବ ବୋଲି କେତେକ ଗଣମାଧ୍ୟମ ସଂସ୍ଥା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଇର ମୃତ୍ୟୁ ଖବର ଶୁଣି ଟଳିପଡିଲେ ବଡ଼ ଭାଇ, ଜଳିବ ଦୁଇ ଭାଇଙ୍କ ଜୁଇ, ଦୁଃଖରେ ଭାଙ୍ଗିପଡିଛି ପରିବାର

ମୋରଡା,୧୧।୨(ସ୍ମାରକ ମାଜୀ): ଜଳିବ ଦୁଇ ଭାଇଙ୍କ ଜୁଇ। ଦିନେ ହାତ ଧରା ଧରି ଛୋଟରୁ ବଡ଼ ହୋଇଥିଲେ। ଦୁହେଁ ଦୁହିଁଙ୍କୁ ନ ଦେଖିଲେ ରହି ପାରୁନଥିଲେ। ଦୁଇ…

୧୫ ଦିନ ତଳେ କିଣିଥିଲେ ବ୍ୟାଟେରୀ ସ୍କୁଟି, ରାତିରେ ହୁତୁହୁତୁ ହୋଇ ଜଳିଗଲା…

ରାୟଗଡ଼ା,୧୧।୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ମହକୁମା ଠାରୁ ମାତ୍ର ୩ କିମି ଦୂରରେ ଅବସ୍ଥିତ ପିତାମହଲ ଗ୍ରାମ ବାସିନ୍ଦା ତଥା ବରିଷ୍ଠ ଆଇନଜୀବୀ ବିଭୁ ପ୍ରଧାନଙ୍କ…

ପିଲା ଏବେ ଭାବପ୍ରବଣ

ଗୋଟିଏ ସପ୍ତାହ ଭିତରେ ଦୁଇଟି ଆତ୍ମହତ୍ୟାଜନିତ ଘଟଣା ଏବେ ଦେଶର ବିବେକକୁ ଦୋହଲାଇ ଦେଇଛି। ୪ ଫେବୃଆରୀରେ ଉତ୍ତରପ୍ରଦେଶର ଗାଜିଆବାଦରେ ଏକ ବହୁତଳ ପ୍ରାସାଦର ୯ମ ମହଲାରୁ…

ନ୍ୟୁଜିଲାଣ୍ଡକୁ ବଡ଼ ଝଟକା: ଟି-୨୦ ବିଶ୍ୱକପରୁ ବାହାରିଲେ ଏହି ବଡ଼ ଖେଳାଳି

ନୂଆଦିଲ୍ଲୀ,୧୧।୨: ନ୍ୟୁଜିଲାଣ୍ଡ ICC ଟି-୨୦ ବିଶ୍ୱକପ ୨୦୨୬ରେ ଲଗାତାର ଦୁଇଟି ମ୍ୟାଚ ଜିତି ଏକ ଦୃଢ଼ ଆରମ୍ଭ କରିଥିଲା, କିନ୍ତୁ କିୱି ଦଳ ଚଳିତ ଟୁର୍ନାମେଣ୍ଟରେ ଏକ…

ବାଜି ମାରିଲା ପାକିସ୍ତାନ, ଭାରତକୁ ପକାଇଲା ପଛରେ…

ନୂଆଦିଲ୍ଲୀ,୧୧।୨: ଫେବୃଆରୀ ୧୦ ତାରିଖରେ ଖେଳାଯାଇଥିବା ରୋମାଞ୍ଚକର ମ୍ୟାଚ ପରେ, ଟୁର୍ନାମେଣ୍ଟର ପଏଣ୍ଟ ଟେବୁଲ ସମ୍ପୂର୍ଣ୍ଣ ବଦଳି ଯାଇଛି। ଗ୍ରୁପ A ରେ, ପାକିସ୍ତାନ କେବଳ ଯୁକ୍ତରାଷ୍ଟ୍ରକୁ…

ଡେଡ୍‌ଲାଇନ୍‌ ଘୋଷଣା: ୨୭ ପରେ ଅନୁଦାନ ମନା

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଚଳିତ ମାସ ୧୭ରୁ ଆରମ୍ଭ ହେବାକୁଥିବା ବଜେଟ ଅଧିବେଶନକୁ ଦୃଷ୍ଟିରେ ରଖାଯାଇ ଅର୍ଥ ବିଭାଗ ପକ୍ଷରୁ ସବୁ ବିଭାଗ ପାଇଁ ଅର୍ଥ…

ବାଚସ୍ପତିଙ୍କ ବିରୋଧରେ ଅନାସ୍ଥା ନୋଟିସ

ନୂଆଦିଲ୍ଲୀ,୧୧ା୨: ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲାଙ୍କୁ ପଦବୀରୁ ହଟାଇବା ପାଇଁ ବିରୋଧୀ ଦଳଗୁଡ଼ିକ ମଙ୍ଗଳବାର ଅନାସ୍ଥା ପ୍ରସ୍ତାବ ନୋଟିସ ଦାଖଲ କରିଛନ୍ତି। ବିର୍ଲା ଗୃହକାର୍ଯ୍ୟ ପରିଚାଳନାରେ…

୧୩ରେ ରାଜ୍ୟ କ୍ୟାବିନେଟ୍‌: ସରକାରଙ୍କ କସରତ

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୬-୨୭ ଆର୍ଥିକବର୍ଷ ପାଇଁ ବିଧାନସଭାରେ ବଜେଟ ଅଧିବେଶନ ୧୭ରୁ ଆରମ୍ଭ ହେବ। ଏଥିପାଇଁ ସରକାରଙ୍କ ପକ୍ଷରୁ ବ୍ୟାପକ କସରତ ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri