କିରଣ କୁମାରଙ୍କ ତୃତୀୟ କରୋନା ରିପୋର୍ଟ ନେଗେଟିଭ୍‌

ମୁମ୍ବାଇ,୨୭।୫: ଅଭିନେତା କିରଣ କୁମାର ମେ ୧୪ରେ କରୋନା ପଜିଟିଭ୍‌ ଭାବେ ଚିହ୍ନଟ ହୋଇଥିଲେ। ଏହାପରେ ସେ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିଲେ। ସୁରକ୍ଷା ଦୃଷ୍ଟିରୁ ତାଙ୍କ ପରିବାର ଲୋକଙ୍କୁ ମଧ୍ୟ ଯାଞ୍ଚ କରାଯାଇ ହୋମ୍‌ ଆଇସୋଲେଶନ୍‌ରେ ରଖାଯାଇଥିଲା। ତେବେ କିଛି ଦିନର ଚିକିତ୍ସା ପରେ ଏବେ କିରଣଙ୍କ ତୃତୀୟ ରିପୋର୍ଟରେ କରୋନା ନେଗେଟିଭ୍‌ ଆସିଥିବା ଜଣାପଡ଼ିଛି। ରିପୋର୍ଟ ଆସିବା ପରେ କିରଣ ଡାକ୍ତର, ପରିବାର ଓ ସମ୍ପର୍କୀୟଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏଥିସହ ସେ କହିଛନ୍ତି, ଡାକ୍ତର ଓ ମେଡିକାଲ ଷ୍ଟାଫ୍‌ ହେଉଛନ୍ତି ରିଅଲ ହିରୋ। କେବଳ ପ୍ରଶଂସା ତାଙ୍କ ସେବାକୁ ନ୍ୟାୟ ଦେଇପାରିବ ନାହିଁ। ସୂଚନାଯୋଗ୍ୟ, ଗତ କିଛି ଦିନ ତଳେ ରୁଟିନ ମେଡିକାଲ ଚେକଅପ୍‌ ପାଇଁ ସେ ହସ୍ପିଟାଲ ଯାଇଥିଲେ। କିରଣଙ୍କ ନିକଟରେ କରୋନାର କୌଣସି ଲକ୍ଷଣ ନ ଥିବା ବେଳେ ସରକାରଙ୍କ ଗାଇଡ୍‌ଲାଇନ ଅନୁସାରେ ତାଙ୍କର କରୋନା ଯାଞ୍ଚ କରାଯାଇଥିଲା। ପରେ ରିପୋର୍ଟରେ ତାଙ୍କର କରୋନା ପଜିଟିଭ୍‌ ବାହାରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଲିଆଙ୍କୁ ଉପହାର ଦେଲେ ଦୀପିକା

ମୁମ୍ବାଇ:ଆଲିଆ ଭଟ୍ଟ ଏବଂ ରଣବୀର ସିଂହଙ୍କ ଫିଲ୍ମ ରକି ଔର ରାନୀକି ପ୍ରେମ କାହାନୀ ଖୁବ୍‌ ଶୀଘ୍ର ରିଲିଜ୍‌ ହେବାକୁ ଯାଉଛି। ତେବେ ଏହା ପୂର୍ବରୁ...

ଶହୀଦ ଘୋଷିତ ହୋଇଥିବା ଯବାନ ଜୀବିତ ହେଲେ: ଫୋନ୍‌ କରି ସ୍ତ୍ରୀଙ୍କୁ କହିଲେ ଠିକ ଅଛି

ନୂଆଦିଲ୍ଲୀ, ୧୭।୬: ଲଦାଖଠାରେ ଭାରତ ଚାଇନା ସୀମାରେ ଥିବା ଗଲଓ୍ବାନ ଘାଟିରେ ଦୁଇପକ୍ଷଙ୍କ ମଧ୍ୟରେ ହୋଇଥିବା ହିଂସକ ସଂଘର୍ଷରେ ବିହାର ସାରଣ ଜିଲାର ଯବାନ ସୁନୀଲ...

ଜୁଲାଇ ଶେଷ ବେଳକୁ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ଅତିକ୍ରମ କରିବ !

ନୂଆଦିଲ୍ଲୀ,୩।୭: ଦେଶରେ ଏବେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢି ଚାଲିଛି। ୨୪ ଘଣ୍ଟାରେ ସଂକ୍ରମିତଙ୍କ ସଂଖ୍ୟା ୨୦ ହଜାର ପାର କରି ଯାଇଥିବା...

ଟଙ୍କା ପାଇଁ ୧୫୦ କୁକୁରଙ୍କୁ ଜିଅନ୍ତା ପୋତିଦେଲେ

ଶିବାମୋଗା,୮।୯: କର୍ନାଟକର ଶିବାମୋଗା ଜିଲାରେ କିଛି ଦୁର୍ବୃତ୍ତ ୧୫୦ କୁକୁରଙ୍କୁ ଜିଅନ୍ତା ପୋତିଦେଇଛନ୍ତି। ସେପ୍ଟେମ୍ବର ୪ରେ ଭଦ୍ରାବତୀ ସହର ନିକଟ ରଙ୍ଗନାଥପୁରାରେ ଏଭଳି ଘଟଣା ଘଟିଥିବା...

ସନ୍ଧ୍ୟାରେ ଦଳୀୟ କର୍ମକର୍ତ୍ତାଙ୍କୁ ସମ୍ବୋଧିତ କରିବେ ମୋଦି

ନୂଆଦିଲ୍ଲୀ,୧୦।୩: ଉତ୍ତରପ୍ରଦେଶ ସମେତ ୫ ରାଜ୍ୟରେ ଭୋଟ ଗଣତି ଜାରି ରହିଛି। ବର୍ତ୍ତମାନ ସୁଦ୍ଧା ହୋଇଥିବା ଗଣତିରେ ଉତ୍ତର ପ୍ରଦେଶରେ ପୂର୍ଣ୍ଣ ବହୁମତ ସହ ପୁଣି...

୧୪୩ ସାମଗ୍ରୀର ଦାମ୍‌ ବଢ଼ିବା ଆଶଙ୍କା, ପାମ୍ପଡ଼-ଗୁଡ଼-ଚକୋଲେଟ ହୋଇପାରେ ମହଙ୍ଗା…

ନୂଆଦିଲ୍ଲୀ, ୨୪।୪ : ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଆସନ୍ତା ମାସରେ ହେବାକୁ ଥିବା ଜିଏସଟି ବୈଠକରେ ସରକାର ଜିଏସଟି ଦରରେ ପରିବର୍ତ୍ତନ କରିବାର ଯଥେଷ୍ଟ ସମ୍ଭାବନା।...

ଯୁଦ୍ଧ ସଙ୍କଟରେ ମାନବତାର ଉଦାହରଣ, ପୋଷା ବିଲେଇକୁ ନେଇ ସ୍ବଦେଶ ଫେରୁଛନ୍ତି ଭାରତୀୟ ଛାତ୍ର…

ନୂଆଦିଲ୍ଲୀ, ୫।୩ : ୟୁକ୍ରେନ୍‌ରେ ଯୁଦ୍ଧ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ଭାରତ ସରକାରଙ୍କ ପକ୍ଷରୁ ସେଠାରେ ଥିବା ଭାରତୀୟଙ୍କୁ ସ୍ବଦେଶ ଫେରାଇ ଆଣିବା...

ହେମନ୍ତ ସୋରେନ ଜଣେ ‘ମିଥ୍ୟା ମକଦମା ମନ୍ତ୍ରୀ’: ବାବୁଲାଲ ମରାଣ୍ଡି…

ରାଞ୍ଚି,୨୪।୬ : ବିରୋଧୀ ଦଳର ବୈଠକରେ ଯୋଗ ଦେଇଥିବାରୁ ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ବାବୁଲାଲ ମାରାଣ୍ଡି ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ କଡ଼ା ସମାଲୋଚନା କରିଛନ୍ତି। ସେ...

Advertisement
Archives

Model This Week