କିଲୋ ୬ ଟଙ୍କାରେ ସ୍କୁଲ ବହି ବିକ୍ରି ଘଟଣା: ନିଲମ୍ବିତ ହେଲେ ଶିକ୍ଷୟିତ୍ରୀ

ପାଟପୁର,୨୪ା୧୨-ଗଞ୍ଜାମ ଜିଲା ପାଟପୁର ଗ୍ରାମ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ବହିକୁ ଜଣେ ଶିକ୍ଷୟିତ୍ରୀ ୬ଟଙ୍କା କିଲୋରେ ବିକ୍ରି କରିଥିବା ଅଭିଯୋଗ ହୋଇଥିଲା। ଏହାର ପ୍ରମାଣ ମିଳିବା ପରେ ଶିକ୍ଷୟିତ୍ରୀ ସାବିତ୍ରୀ ଦେବୀଙ୍କୁ ବ୍ଲକ ଶିକ୍ଷାଧିକାରୀ ମୁକୁନ୍ଦ ଚନ୍ଦ୍ର ପାଢ଼ୀ ସୋମବାର ଚାକିରିରୁ ନିଲମ୍ବିତ କରିଛନ୍ତି। ପ୍ରକାଶ ଯେ, ଗତ ଶନିବାର ଶିକ୍ଷୟିତ୍ରୀ ଜଣକ ୨ କୁଇଣ୍ଟାଲ ବହିକୁ କବାଡି ବ୍ୟବସାୟୀଙ୍କୁ ବିକ୍ରି କରିଦେଇଥିଲେ। ଏ ନେଇ ଗ୍ରାମବାସୀ ବିରୋଧ କରିବା ସହ ସେଠାରେ ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଥିଲା। ଖବର ପାଇ ଉପ ଜିଲାପାଳ ଓ ଜିଲା ଶିକ୍ଷା ଅଧିକାରୀଙ୍କ ନିର୍ଦ୍ଦେଶରେ ବିଇଓ ପାଢ଼ୀ ତଦନ୍ତ କରିଥିଲେ। ତଦନ୍ତ ରିପୋର୍ଟ ପାଇ ଶିକ୍ଷୟିତ୍ରୀ ସାବିତ୍ରୀଙ୍କୁ ନିଲମ୍ବିତ କରାଯାଇ ତାଙ୍କୁ ଭାଲିଆଝୋଳା ପ୍ରାଥମିକ ବିଦ୍ୟାଳୟରେ ଅବସ୍ଥାପିତ କରାଯାଇଛି ବୋଲି ନିର୍ଦ୍ଦେଶ ଜାରି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଭ୍ୟନ୍ତରୀଣ ଓଡ଼ିଶାକୁ ନାହିଁ ନିସ୍ତାର: ୪୦ ଡିଗ୍ରୀ ଉପରେ ୧୫ ସହର

ଭୁବନେଶ୍ୱର,୨ା୪(ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ତତଲା ତାଓ୍ବାରେ ସାରା ଓଡ଼ିଶା ସିଝୁଛି। ପାରଦ ଉପରମୁହାଁ ହୋଇଛି। ଅଧିକାଂଶ ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା...

ବିଡିଓଙ୍କୁ ବିଧାୟକଙ୍କ ଆକ୍ରମଣ ଅଭିଯୋଗ

ଦେବଗଡ଼, ୧।୫ (ଡି.ଏନ୍‌.ଏ.): ଦେବଗଡ଼ ଜିଲା ତିଲେଇବଣି ବିଡିଓ କୃଷ୍ଣଚନ୍ଦ୍ର ଦଳପତିଙ୍କୁ ଶନିବାର ଦେବଗଡ଼ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀ ସମର୍ଥକଙ୍କ ସହିତ ମିଶି ସଂଘବଦ୍ଧ...

୨ କନିଷ୍ଠ ଯନ୍ତ୍ରୀ, ସୁପରଭାଇଜର ଗିରଫ

ବ୍ରହ୍ମପୁର ଅଫିସ,୩୦ା୫: ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ବ୍ଲକରେ ଏକ ବନ୍ଧକାମ ଟେଣ୍ଡର ଫାଇଲ୍‌ ପ୍ରୋସେସିଂ ଏବଂ ବନ୍ଧ ନିର୍ମାଣ କାର୍ଯ୍ୟ ଆରମ୍ଭ ପାଇଁ ଏଗ୍ରିମେଣ୍ଟ କରିବାକୁ...

କାଳୀ ମନ୍ଦିର ଆଗରେ ତଣ୍ଟି ଚିପି ହତ୍ୟା: ବନ୍ଧାହେଲେ ଅଭିଯୁକ୍ତ

ଛତ୍ରପୁର,୧୭ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅଧୀନ ଜାତୀୟ ରାଜପଥ ନିକଟ ଢାବା- କୁମାରବେଗପଲ୍ଳୀ ରାସ୍ତା କାଳୀ ମନ୍ଦିର ଆଗରେ ବାବୁଲା ବେହେରାଙ୍କୁ ତଣ୍ଟିଚିପି ହତ୍ୟା...

ଟ୍ରକ୍‌ ପଛରେ ପିଟିହେଲା ପିସିଆର ଭ୍ୟାନ୍‌

ସମ୍ବଲପୁର ଅଫିସ,୧ା୧: ନୂଆବର୍ଷରେ ଅଘଟଣ। ସମ୍ବଲପୁର ସହରର ଅଇଁଠାପାଲି ଛକରେ ରବିବାର ଟ୍ରକ୍‌ ପଛରେ ପିସିଆର୍‌ ଭ୍ୟାନ ପିଟି ହେବାରୁ ୩ ପୋଲିସ କର୍ମଚାରୀ ଗୁରୁତର...

ସ୍ବଚ୍ଛ ଭାରତ ମିଶନ ଯୋଜନାରୁ ବଞ୍ଚତ୍ତ କୁନ୍ତଳା

ନୟାଗଡ଼ ଅଫିସ,୨୦ା୬: ନୟାଗଡ଼ର ଅଧିକାଂଶ ସହରବାସୀଙ୍କ ପାଇଁ ରହିଛି ଚକଚକ୍‌ ମାର୍ବଲ ସାଙ୍ଗକୁ ଇଟାଲିଆନ୍‌ ପ୍ୟାନ୍‌ ଥିବା ପାଇଖାନା। କେନ୍ଦ୍ର ସରକାରଙ୍କ ସ୍ବଚ୍ଛ ଭାରତ ମିଶନ...

୨୦୨୦ ମାର୍ଚ୍ଚ ସୁଦ୍ଧା ସବୁ ପୌରାଞ୍ଚଳକୁ ବିଶୁଦ୍ଧ ପାନୀୟ ଜଳ

ଭୁବନେଶ୍ୱର, ୨୦-୯(ବ୍ୟୁରୋ):୨୦୨୦ ମାର୍ଚ୍ଚ ସୁଦ୍ଧା ରାଜ୍ୟର ୧୧୪ ପୌରାଞ୍ଚଳର ପ୍ରତ୍ୟେକ ଘରକୁ ବିଶୁଦ୍ଧ ପାନୀୟ ଜଳ ପାଇପ ଯୋଗେ ଯୋଗାଇ ଦିଆଯିବ। ଲୋକସେବା ଭବନରେ ଆୟୋଜିତ...

କମିଶନରେଟ ପୋଲିସରେ ଅଦଳବଦଳ: ଜାଣନ୍ତୁ କିଏ କେଉଁଠିକୁ ଗଲେ…

ଭୁବନେଶ୍ୱର,୧୭।୮(ବ୍ୟୁରୋ):କଟକ-ଭୁବନେଶ୍ୱର କମିଶନରେଟ ପୋଲିସରେ ବଡ଼ଧରଣର ବଦଳି ହୋଇଛି। ୨ ଡିସିପିଙ୍କ ସମେତ ୧୭ ଥାନା ଅଧିକାରୀ ଓ ୫ ଏସ୍‌ଆଇଙ୍କୁ ବଦଳି କରାଯାଇଥିବା ନେଇ ସୋମବାର...

Advertisement
Archives

Model This Week