କିଶୋରନଗରରେ ଝଡ଼ତୋଫାନ: ଉଡିଗଲା ଚାଳ ଛପର, ଆଜବେଷ୍ଟସ

ବଇଣ୍ଡା,୬ା୫(ଡି.ଏନ୍‌.ଏ)-ଅନୁଗୋଳ ଜିଲା କିଶୋରନଗର ବ୍ଲକର ବିଭିନ୍ନ ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଝଡ଼ତୋଫାନ ସହ ବର୍ଷା ହୋଇଛି। ପ୍ରବଳ ବର୍ଷା ସହ ପବନ ହୋଇଥିବା ଯୋଗୁ ଡାଳପକା ଗ୍ରାମର ରଘୁନାଥ ବେହେରାଙ୍କ ୩ ବଖରା ଆଜବେଷ୍ଟସ ଉଡି ଯାଇଛି। ରଘୁନାଥଙ୍କ ସପରିବାର ଘରେ ଶୋଇଥିବାବେଳେ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ସେହିପରି ଅଁଳାବେରେଣୀ ଗ୍ରାମର କୁମର ସାହୁଙ୍କ ୨ ବଖରା, ଅନାମ ସାହୁଙ୍କ ୨ ବଖରା, ଟକବା ଗ୍ରାମର କୁଞ୍ଜ ବେହେରାଙ୍କ ୨ ବଖରା ଚାଳ ଛପର ଉଡ଼ି ଯାଇଛି। ଏଥିସହିତ ବହୁ ଗଛ ଗୁଡ଼ିକ ଭାଙ୍ଗିଯାଇ ରାସ୍ତାରେ ପଡ଼ିବାସହ ବିଦ୍ୟୁତ ଯୋଗାଣରେ ବ୍ୟାଘାତ ଦେଖାଦେଇଛି। ତୁରନ୍ତ କ୍ଷତିଗ୍ରସ୍ତଙ୍କୁ ଚିହ୍ନଟ କରାଯାଇ କ୍ଷତିପୂରଣ ଯୋଗାଇ ଦେବା ପାଇଁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିଳ୍ପ ବନ୍ଦ କଥା ସରକାରଙ୍କୁ ଅଜଣା

ଯାଜପୁର ଅଫିସ/ବାଲେଶ୍ୱର ଅଫିସ୍‌/ଅନୁଗୋଳ ଅଫିସ୍‌/ବଲାଙ୍ଗୀର ଅଫିସ୍‌/କେନ୍ଦୁଝର ସ୍ବ.ପ୍ର./ ସୁନ୍ଦରଗଡ଼/ଓଡ଼ାପଡ଼ା, ୫।୧୧(ଡି.ଏନ.ଏ.): ଦ୍ରୁତ ଶିଳ୍ପାୟନ ରାଜ୍ୟର ଆର୍ଥିକ ଅଭିବୃଦ୍ଧି ସହ ଅଧିକରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି...

ବୈଠକ ବିଫଳ, କୋଲ୍‌ ଫିଲଡ୍ସରେ ଅଚଳାବସ୍ଥା ଜାରି

ତାଳଚେର,୪ା୮(ନି.ପ୍ର.)-ଭରତପୁର ଖଣି ଦୁର୍ଘଟଣାରେ ୪ଜଣ ଶ୍ରମିକଙ୍କ ମୃତ୍ୟୁ ପରେ ତାଳଚେର କୋଲ୍‌ ଫିଲଡ୍ସରେ ଲାଗି ରହିଥିବା ଅଚଳାବସ୍ଥାର ସମାଧାନ ନିମନ୍ତେ ଶନିବାର ଗୋବରା, ଲକେଇପଶି, କୁକୁଡାଙ୍ଗ,...

ଅନୁଗୋଳରେ ନାହିଁ ପର୍ଯ୍ୟାପ୍ତ ପିପିଇ

ଅନୁଗୋଳ ଅଫିସ, ୫।୪- କରୋନା ଆକ୍ରାନ୍ତଙ୍କ ଚିକିତ୍ସା ବେଳେ ଡାକ୍ତର, ନର୍ସ ଓ ଅନ୍ୟ ସହଯୋଗୀମାନେ ପର୍ସନାଲ ପ୍ରୋଟେକ୍‌ଶନ୍‌ ଇକ୍ୟୁପମେଣ୍ଟ(ପିପିଇ) ପିନ୍ଧିବା ଜରୁରୀ। ନଚେତ ସେମାନେ...

ସିଏଏ ସମର୍ଥନରେ ବାହାରିଲା ପଦଯାତ୍ରା

ଅନୁଗୋଳ ଅଫିସ୍‌, ୬।୧: ସଂଶୋଧିତ ନାଗରିକତ୍ୱ ଆଇନ(ସିଏଏ)କୁ ସମର୍ଥନ କରି ଅନୁଗୋଳ ସଚେତନ ନାଗରିକ ମଞ୍ଚ ପକ୍ଷରୁ ଏକ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଗାନ୍ଧୀ ଛକରୁ...

ସନ୍ତୁଷ୍ଟି ଦେଉନି ସବୁଜିମା ସର୍ଭେ

ଅନୁଗୋଳ ଅଫିସ,୨୨ା୧୨ ପ୍ରତିବର୍ଷ ଅନୁଗୋଳ ଜିଲାରେ ହେଉଛି ବନୀକରଣ। ସହସ୍ରାଧିକ ହେକ୍ଟର ଜମିରେ ଲଗାଯାଉଛି ଲକ୍ଷାଧିକ ଚାରା। ଏଥିରୁ ବନ ବିଭାଗ ନିଜେ କିଛି ରୋପଣ...

ଉଦ୍‌ଘାଟନ ହୋଇପାରୁନି ବସ୍‌ଷ୍ଟାଣ୍ଡ

ଅନୁଗୋଳ ଅଫିସ, ୨୬।୮:  ଅନୁଗୋଳରେ ନିର୍ମାଣାଧୀନ ଅତ୍ୟାଧୁନିକ ସରକାରୀ ବସ୍‌ଷ୍ଟାଣ୍ଡ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଆଉ ଅଳ୍ପ କିଛି କାର୍ଯ୍ୟ ଶେଷ ହେଲେ ତାହାକୁ ଉଦ୍‌ଘାଟନ...

ଛୁଟି ସରିଲା, ମରାମତି ହେଲାନି ସ୍କୁଲ : ଛାତ୍ରାବାସ ଶୟନ କକ୍ଷରେ ପାଠପଢ଼ା

ବଇଣ୍ଡା, ୪।୭- ଜୁନ ୬ ତାରିଖ କାଳବୈଶାଖୀରେ କ୍ଷତିଗ୍ରସ୍ତ ହୋଇଥିଲା ଆଠମଲ୍ଲିକ ବ୍ଲକ ପେଡ଼ିପଥର ପଞ୍ଚାୟତ କନକେଇ ଉଚ୍ଚ ବିଦ୍ୟାପୀଠ। ସ୍କୁଲର ୨ଟି ଶ୍ରେଣୀଗୃହର ଆଜବେଷ୍ଟସ ପବନରେ...

ସହର ସାନିଟାଇଜ୍‌ରେ ପଶିଲା ପଲିଟିକ୍ସ

ଅନୁଗୋଳ ଅଫିସ, ୨୩।୪: କରୋନା ଭୂତାଣୁ ରୋକିବାକୁ ଅନୁଗୋଳ ପୌରାଞ୍ଚଳରେ ଚାଲିଥିବା ସାନିଟାଇଜ୍‌ ପ୍ରକ୍ରିୟାରେ ଏବେ ପଲିଟିକ୍ସ ପଶିଯାଇଛି। ବୁଧବାର ଏହି କାର୍ଯ୍ୟକୁ ପୌର ନିର୍ବାହୀ ଅଧିକାରୀ...

Advertisement

BGU

Archives

Model This Week

Why Dharitri