କିଷାନ ମୋର୍ଚ୍ଚା ପକ୍ଷରୁ ବିଭିନ୍ନ ଦାବିରେ ବିକ୍ଷୋଭ

କେନ୍ଦୁଝର,୨୬।୧୧ (ସ୍ବ.ପ୍ର): ସଂଯୁକ୍ତ କିଷାନ ମୋର୍ଚ୍ଚା ଓ ଟ୍ରେଡ ୟୁନିଅନ ପକ୍ଷରୁ ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ତୁରନ୍ତ ପ୍ରଧାନ ମନ୍ତ୍ରୀ ଘୋଷିତ ପ୍ରତ୍ୟାହୃତ କୃଷି ଆଇନକୁ ସଂସଦରେ ପାରିତ , ଚାରୋଟି ଶ୍ରମ କୋଡକୁ ପ୍ରତ୍ୟାହୃତ ,ଏମ ଏସ ପି ଲାଗୁ ପାଇଁ ଆଇନ ଆଣିବା, ଉତ୍ତରପ୍ରଦେଶରେ କୃଷକ ଗଣହତ୍ୟା ଘଟଣାରେ ମନ୍ତ୍ରୀଙ୍କ ବହିଷ୍କାର, ଆନ୍ଦୋଳନ ସମୟରେ ମୃତ୍ୟୁବରଣ କରିଥିବା ୭ ଶହଙ୍କୁ ନ୍ୟାୟ ପ୍ରଦାନ, ଜାତୀୟ ସମ୍ପଦ ଓ ସମ୍ପତ୍ତି ବିକ୍ରି ବନ୍ଦ, ଅଦିନିଆ ବର୍ଷାରେ କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ ଦେବା ସହ ସବୁ ଧାନ କିଣିବା ବ୍ୟବସ୍ଥା, ଭାଗଚାଷୀ ସୁରକ୍ଷା ଆଇନ ପ୍ରଣୟନ , ଆଦିବାସୀଙ୍କୁ ଜମି ପଟ୍ଟା ଦେବା ସହ ସେମାନଙ୍କ ଜଙ୍ଗଲ ଜାତ ଦ୍ରବ୍ୟର ଏମ ଏସ ପି ଦେବା, ତୈଳ ଦର ବୃଦ୍ଧି ରୋକିବା, ଖରିଫ ଚାଷ ପାଇଁ ମଣ୍ତି ଖୋଲିବା ଆଦି ଦାବିରେ ଏହି ଆନ୍ଦୋଳନ କରିବା ସହ ପ୍ରଧାନଟ୍‌ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ପକ୍ଷରୁ ଫ୍ଲାଗମାର୍ଚ୍ଚ

ଭଦ୍ରକ ଅଫିସ, ୧୧।୮ – ଭଦ୍ରକ ପୁରୁଣାବଜାର ଥାନା ପୋଲିସ ପକ୍ଷରୁ ଶନିବାର ଅପରାହ୍ନରେ ବିଭିନ୍ନ ଅଞ୍ଚଳରେ ଫ୍ଲାଗମାର୍ଚ୍ଚ କରାଯାଇଛି। ଆସନ୍ତା ସୋମବାର ପବିତ୍ର ଇଦ୍‌-ଉଲ୍‌-ଜୁହା...

ଶେଷରେ ଶେଷ ଅସ୍ତ୍ର

ଅନୁଗୋଳ ଅଫିସ, ୩ା୫:  କରୋନା ସଂକ୍ରମଣ ରୋକିବାକୁ ସରକାର କଟକଣା କଡ଼ାକଡ଼ି କରିଛନ୍ତି। ମାସ୍କ, ସାମାଜିକ ଦୂରତ୍ୱ ନିୟମ ପାଳନ କରୁ ନ ଥିବା ଲୋକଙ୍କ ଠାରୁ...

ନିଖୋଜ ବ୍ଲକ ଉପାଧ୍ୟକ୍ଷା ସୋନପୁରରୁ ଉଦ୍ଧାର

ବଣାଇ,୨୮।୧(ସ୍ବ.ପ୍ର): ନିଖୋଜ ହୋଇଯାଇଥିବା ସୁନ୍ଦରଗଡ଼ ଜିଲା ବଣାଇ ବ୍ଲକ ଉପାଧ୍ୟକ୍ଷା ବିନତି ବେହେରା ଶୁକ୍ରବାର ସୋନପୁରରୁ ଉଦ୍ଧାର ହୋଇଛନ୍ତି। ଗତ ଜାନୁୟାରୀ ୪ରୁ ନିଖୋଜ ଥିବା...

କରୋନା ଯୋଦ୍ଧା ସମ୍ମାନିତ

ହାଟଡିହୀ, ୨୯ା୪(ଡ଼ି.ଏନ.ଏ.)-ବର୍ତ୍ତମାନ ପରିସ୍ଥିତିରେ ଦିନ ରାତି ଏକାଠି କରି କାମ କରୁଥିବା କରୋନା ଯୋଦ୍ଧାଙ୍କୁ କେନ୍ଦୁଝର ଜିଲା ଆନନ୍ଦପୁର ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ପ୍ରାର୍ଥୀ ଆଲୋକ...

ବୈତରଣୀ ପାର୍ଶ୍ୱରୁ ଭଙ୍ଗାଗଲା ଉଠାଦୋକାନ

ଚାନ୍ଦବାଲି,୧୯।୩(ଡି.ଏନ.ଏ.)-ବୈତରଣୀ ନଦୀ କୂଳରେ ପଥର ବିଛା କାମ ପାଇଁ ଚାନ୍ଦବାଲି ସହର ନିକଟ ନଦୀ କୂଳରୁ ଉଠାଦୋକାନଗୁଡ଼ିକୁ ଗୁରୁବାର ଉଚ୍ଛେଦ କରାଯାଇଛି। ପୋଲିସ ଉପସ୍ଥିତିରେ ମେଶିନ...

ଗାଡ଼ି ଧକ୍କାରେ ବୃଦ୍ଧା, ମୃତଉତ୍ତ୍ୟକ୍ତ ଲୋକଙ୍କ ରାସ୍ତାରୋକୋ

ଦିଗପହଣ୍ଡି/ ପାଟପୁର,୧।୭(ଡି.ଏନ.ଏ.)-ଦିଗପହଣ୍ଡି-ରାୟଗଡ଼ା ମୁଖ୍ୟରାସ୍ତା ଡେଙ୍ଗାଓସ୍ତା ଛକ ନିକଟରେ ସୋମବାର ଏକ ଗାଡ଼ି ଧକ୍କାରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ହୋଇଛି। ସେ ଜଣକ ହେଲେ ପାଟପୁର ଥାନା...

ଅସ୍ଥାୟୀ ପୋଲରେ ବାଲି ଚାଲାଣ

ବାରିପଦା ଅଫିସ,୨ ।୪ ମୟୂରଭଞ୍ଜ ଜିଲାରେ ଲଘୁ ଖଣିଜ ଦ୍ରବ୍ୟର ଚୋରା ଚାଲାଣ ଓ ନିୟମ ଉଲ୍ଲଂଘନକୁ ନେଇ ନ୍ୟାସନାଲ ଗ୍ରୀନ ଟ୍ରିବ୍ୟୁନାଲ(ଏନ୍‌ଜିଟ)ରେ ମାମଲା ରୁଜୁ...

ଚିକିତ୍ସାରେ ଅର୍ଥ ସାଜିଛି ବାଧକ: ସରକାରୀ ସହାୟତା ଅପେକ୍ଷାରେ ହରିହର

ଖଣ୍ଡପଡ଼ା,୨୪।୧୦(ସ୍ବ.ପ୍ର.): ଅର୍ଥ ଅଭାବରୁ ଆବଶ୍ୟକ ଚିକିତ୍ସା ପାଇପାରୁ ନାହାନ୍ତି। ଘରେ ରୋଗଶଯ୍ୟାରେ ପଡ଼ି ଯନ୍ତ୍ରଣାରେ ଛଟପଟ ହେଉଛନ୍ତି। ଏପରିସ୍ଥଳେ ସରକାରୀ ସହାୟତାକୁ ଆଶାକରି ରହିଛନ୍ତି ନୟାଗଡ...

Advertisement
Archives

Model This Week