କିସ୍‌ ଡେ’: ଜାଣନ୍ତୁ କାହାକୁ କେମିତି କରିବେ କିସ୍‌

ପ୍ରେମ ପାଇଁ ଯଦିଓ ନିର୍ଦ୍ଦିଷ୍ଟ ଦିନ,ବାର, ତିଥି ନାହିଁ ତଥାପି ପ୍ରେମୀଯୁଗଳଙ୍କ ପାଇଁ ବର୍ତ୍ତମାନ ଚାଲିଛି ପ୍ରେମ ଋତୁ। ଫେବୃୟାରୀ ୭ରୁ ଏହା ଆରମ୍ଭ ହୋଇଥିବା ବେଳେ ଭାଲେଣ୍ଟାଇନ୍‌ ଡେ’ ଅର୍ଥାତ୍‌ ୧୪ରେ ଶେଷ ହେବ। ଏହାର ଗୋଟିଏ ଦିନ ପୂର୍ବରୁ ପ୍ରେମୀଯୁଗଳ କିସ୍‌ ଡେ’ ପାଳନ କରିଥାନ୍ତି। କିସ୍‌ ସମ୍ପର୍କକୁ ଆହୁରି ସୁଦୃଢ଼ କରିଥାଏ। ଏହି ଖାସ୍‌ ଦିନରେ ଜାଣନ୍ତୁ କେଉଁ କିସ୍‌ କ’ଣ ସୂଚାଇଥାଏ।

ସିମ୍ପଲ କିସ୍‌:


ହାତ ଏବଂ ଗାଲରେ କିସ୍‌ କରିବାକୁ ସିମ୍ପଲ୍‌ କିସ୍‌ କୁହାଯାଏ। ଏହି କିସ୍‌ ଆପଣ ମାଆ, ବାପା, ଭାଇ, ଭଉଣୀ, ସାଙ୍ଗସାଥୀ ଏପରିକି ଛୋଟ ପିଲାଙ୍କୁ ମଧ୍ୟ କରିପାରିବେ।

ଫୋର୍‌ହେଡ୍‌ କିସ୍‌:


ଫୋର୍‌ହେଡ୍‌ ବା ମଥାରେ କିସ୍‌ କରିବାକୁ ବିଶେଷକରି ମହିଳାମାନେ ପସନ୍ଦ କରିଥାନ୍ତି। ଏହି କିସ୍‌ ସମ୍ପର୍କକୁ ଆହୁରି ନିବିଡ଼ ତଥା ଗଭୀର କରିଥାଏ। ଫୋର୍‌ହେଡ୍‌ କିସ୍‌ କପଲଙ୍କ ବ୍ୟତୀତ ଛୋଟ ପିଲାଙ୍କୁ ମଧ୍ୟ କରାଯାଇଥାଏ।

ଲିପ୍‌ କିସ୍‌:


ଲିପ୍‌ କିସ୍‌ ପାର୍ଟନରଙ୍କ ମଧ୍ୟରେ କମନ୍‌ କିସ୍‌ ହୋଇଥାଏ। ଲିପ୍‌ କିସ୍‌ରେ ପାର୍ଟନର ଅଧିକ ରୋମାଣ୍ଟିକ୍‌ ହୋଇଥାନ୍ତି। ପରସ୍ପରଙ୍କ ମଧ୍ୟରେ ପ୍ରେମର ରଜୁ ଆହୁରି ମଜଭୁତ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଅଧିକ ସ୍ତନ୍ୟପାନ କରିଥିବା ଶିଶୁ ପରିବାର ପ୍ରତି ସମ୍ବେଦନଶୀଳ

ସ୍ତନ୍ୟପାନ କରୁଥିବା ଶିଶୁ ଓ ମା’ ମଧ୍ୟରେ ସମ୍ପର୍କ ସୁଦୃଢ଼ ହୋଇଥାଏ। ଏନେଇ ବୋଇସ୍‌ ବିଶ୍ୱବିଦ୍ୟାଳୟର ଏକ ଗବେଷଣା ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଅଧିକ ଦିନ...

ଯେଉଁଠି ୮୦ ବର୍ଷୀୟା ବୃଦ୍ଧା ଦେଖାଯାନ୍ତି ତରୁଣୀ

ସୁନ୍ଦର ଦେଖାଯିବା ପାଇଁ ସମସ୍ତଙ୍କ ଇଚ୍ଛା। ଅନ୍ୟପକ୍ଷରେ ସୌନ୍ଦର୍ଯ୍ୟ ମଧ୍ୟ ସମସ୍ତଙ୍କୁ ଆକୃଷ୍ଟ କରିଥାଏ। ମାତ୍ର ବୟସ ବଢ଼ିବା ସହିତ ଯୌବନ ଓ ସୌନ୍ଦର୍ଯ୍ୟ କ୍ରମେ...

ବିଦ୍ୟୁତ୍‌ ତାରରେ ଏମିତି ଚାଲୁଛନ୍ତି ଜଣେ ବ୍ୟକ୍ତି, ସ୍ପାଇଡର ମ୍ୟାନ୍‌ଠୁ ବି କମ୍‌ ନୁହନ୍ତି

ଟିଭିରେ ସୁପରମ୍ୟାନ ତଥା ସ୍ପାଇଡର ମ୍ୟାନ୍‌ କାହାଣୀ ବହୁତ ଶୁଣିଥିବେ, ଦେଖିଥିବେ। ମାତ୍ର ଆଜି ଏମିତି ଜଣେ ସ୍ପାଇଡର ମ୍ୟାନ୍‌ଙ୍କୁ ଦେଖିବାକୁ ମିଳିଛି, ଯାହାଙ୍କ କଳାକୌଶଳ...

ଭାବପ୍ରବଣତା ସୃଷ୍ଟି କରନ୍ତି ପୋଷା କୁକୁର

ନେଡଲାଣ୍ଡସ(ଅଷ୍ଟ୍ରେଲିଆ)‌: ପରିବର୍ତ୍ତିତ ଜୀବନଶୈଳୀରେ କେତେକ ଲୋକ ମାନସିକ ଚାପଗ୍ରସ୍ତ ହୋଇଥାନ୍ତି। କିଛି ଲୋକଙ୍କ ମଧ୍ୟରେ ଚିଡିଚିଡ଼ାପଣ ବଢ଼ିଥାଏ। ସାମାନ୍ୟ ସମସ୍ୟାରେ କେତେକ ଧୈର୍ଯ୍ୟହରା ପଡ଼ିଥାନ୍ତି। ତେବେ...

ମାରିଦେଇ ବର୍ତ୍ତିଯିବେ ଭାବିଥିଲେ ହେଲେ ପାଇଲେ ପାନେ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ...

ରକ୍ତ ସ୍ନାନ କରୁଥିବା ରାଣୀ

ଇତିହାସ ପୃଷ୍ଠାରେ ଦବି ରହିଛି ଅନେକ ରହସ୍ୟ । କିଛି ଘଟଣା ତ ଏମିତି ବି ଘଟିଛି; ଯାହା ଆଜ ିବି ସ୍ତମ୍ଭୀଭୂତ କରିଦିଏ ସମସ୍ତଙ୍କୁ।...

ଏହି ଗାଁରେ ଜନ୍ମ ନିଅନ୍ତି କେବଳ ଯାଆଁଳା ସନ୍ତାନ

ଯାଆଁଳା ପିଲାଙ୍କ କଥା ସମସ୍ତେ ଅଳ୍ପ ବହୁତେ ଜାଣିଥିବେ। ହେଲେ କେରଳର ମଲ୍ଲମପୁର ଜିଲା କୋଡିନ୍ନି ଗାଁ ସବୁଠାରୁ ନିଆରା। ଏଠାରେ ଅଧିକାଂଶ ମା’ଙ୍କର ଜମଜ...

ବରେଲି ବଜାରରେ ୩୦ ଫୁଟର ଝୁମ୍‌କା

ବଲିଉଡ୍‌ ମୁଭି ‘ମେରା ଶାୟା’ କେହି ଦେଖନ୍ତୁ ଅବା ନ ଦେଖନ୍ତୁ ହେଲେ ଏହାର ଗୀତ ‘ଝୁମ୍‌କା ଗିରା ରେ ବରେଲି କେ ବାଜାର ମେଁ’...

Advertisement
Archives

Model This Week