କୁଅଁରମାଲ ପତ୍ରା ଜଙ୍ଘଲ ରୁ କୁଟୁରା ଶିକାର

ଲଇକେରା ୪।୪ (ଡି.ଏନ.ଏ.) ଝାରସୁଗୁଡା ଜିଲା ବାଗଡ଼ିହି ଫରେଷ୍ଟ ରେଞ୍ଜ କୁଅଁରମାଲ ବିଟ୍ ଚିରଗୁଣି ପତ୍ରା ଜଙ୍ଘଲରୁ ଏକ କୁଟୁରା ଶିକାର ଅଭିଯୋଗରେ ବନ ବିଭାଗ ଦୁଇଜଣଙ୍କୁ ଅଟକ ରଖିଛି । ଏସିଏଫ ବାସିଲ ବାର୍ଲା ରେଞ୍ଜ ଅଫିସ ବାଗଡ଼ିହିରେ ପହଞ୍ଚି ତଦନ୍ତ କରୁଛନ୍ତି । ଘଟଣା ସ୍ଥଳରୁ କୁଟୁରାର ଲୋମ ଜବତ କରିଛି ବନ ବିଭାଗ । ରେଞ୍ଜର ବ୍ରଜମୋହନ ପଟ୍ଟନାୟକ , ଫରେଷ୍ଟର ଆଲୋକ ନାଏକ, ଫରେଷ୍ଟର ପ୍ରଶାନ୍ତ ବାଗ ତଦନ୍ତ କରୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଦେଶୀ ମଦ କାରବାର, ୨ ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୧୭ା୭ (ମନ୍ମଥ ମିଶ୍ର): ଅଡବା ଥାନା ପୋଲିସ ଗମ୍ଭାରିଗାଁ ଗ୍ରାମରେ ଦେଶୀ ମଦ ପ୍ରସ୍ତୁତି ଓ ବିକ୍ରି କରିବା ବିରୋଧରେ ଚଢ଼ାଉ କରି ୨ଙ୍କୁ ଗିରଫ…

ଟୋକନ ମିଳିଲାନି, ବିକ୍ରି ହେଲାନି ଧାନ: ପ୍ରଶାସନ ନ ଶୁଣିବାରୁ ଓକିଲ ସଂଘର ଦ୍ୱାରସ୍ଥ ହେଲା କୃଷକ ସଂଗଠନ

ବରଗଡ଼,୧୭।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଗତ ଜୁନ୍ ମାସ ୩୦ ତାରିଖରୁ ରବିଧାନ ସଂଗ୍ରହ ପ୍ରକ୍ରିୟା ଶେଷ ହୋଇଯାଇଥିଲେ ମଧ୍ୟ ହଜାର ହଜାର ଚାଷୀ ଧାନ ବିକ୍ରିରୁ…

ରାଷ୍ଟ୍ରପତିଙ୍କ ତପ୍ତପାଣି ଗସ୍ତ କାର୍ଯ୍ୟକ୍ରମକୁ ନେଇ ପୋଲିସ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି, ସ୍ଥିତି ପରଖିଲେ ଜିଲାପାଳ, ଏସ.ପି

ଦିଗପହଣ୍ଡି,୧୭|୭(ଅଶେଷ ନାଥ ମିଶ୍ର) ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗଞ୍ଜାମ – ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ଉଷ୍ମ ପସ୍ରବଣ ତପ୍ତପାଣି ପରିଦର୍ଶନ କାର୍ଯ୍ୟକ୍ରମ କୁ ଦୃଷ୍ଟିରେ ରଖି…

ଆଗକୁ ପଞ୍ଚାୟତ ଓ ପୌର ନିର୍ବାଚନ: ଭାଜପା ସାମିଲ ହେଲେ ଗୁଡାରି ବ୍ଲକ ଅଧ୍ୟକ୍ଷ, ସମୀକରଣ ଉପରେ…

ଗୁଡାରି, ୧୭।୭ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡାରି ବ୍ଲକ ଅଧ୍ୟକ୍ଷ ବିଶ୍ୱନାଥ ଶବର ଶୁକ୍ରବାର ବିଧିବଦ୍ଧ ଭାବେ ଭାରତୀୟ ଜନତା ପାର୍ଟି (ଭାଜପା)ରେ ସାମିଲ…

ଖରିଫ ଚାଷ ପାଇଁ ୨୪ରେ ଛଡ଼ାଯିବ ପାଣି, ଘୋଡ଼ାହାଡ଼ ଡ୍ୟାମରେ ହେଲା ବୃଷ୍ଟିଯଜ୍ଞ

ଦିଗପହଣ୍ଡି, ୧୭ା୭ (ଅଶେଷ ନାଥ ମିଶ୍ର): ଖରିଫ ଧାନ ଚାଷ ନିମନ୍ତେ ଚଳିତ ବର୍ଷ ମଧ୍ୟ ଦିଗପହଣ୍ଡି ବ୍ଲକ୍‌ ଖମାରି ଗାଁ ନିକଟରେ ଥିବା ଘୋଡ଼ାହାଡ଼ ଡ୍ୟାମରେ…

ପାଗଳ ବିଲୁଆ ଆତଙ୍କ: ଶିକ୍ଷୟିତ୍ରୀଙ୍କ ସହ ଏକାଧିକ ଲୋକ ଓ ପ୍ରାଣୀସମ୍ପଦ ଗୁରୁତର,ବନ ବିଭାଗ ଚୁପ

ଦାରିଙ୍ଗବାଡି, ୧୭।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳର ଗ୍ରୀନବାଡି ସମେତ ତାର ଆଖପାଖ ଅଞ୍ଚଳରେ ଗତ ୨ ଦିନ ହେଲା ପାଗଳ ବିଲୁଆ କାମୁଡ଼ାରେ ଏକାଧିକ…

ଲଘୁଚାପ ବର୍ଷାରେ ଜଳମଗ୍ନ ଧାମନଗର ବ୍ଲକ

ଧାମନଗର, ୧୭।୭ (ସନ୍ତୋଷ କୁମାର ମହାପାତ୍ର): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଭଦ୍ରକ ଜିଲା ଧାମନଗର ବ୍ଲକର ବିଭିନ୍ନ ଅଞ୍ଚଳ ଜଳମଗ୍ନ ହୋଇପଡ଼ିଥିବା ବେଳେ ଜନଜୀବନ ସମ୍ପୂର୍ଣ୍ଣ…

ପାତଲମ୍ବା ଜଙ୍ଗଲରୁ ମିଳିଲା ଅଜଣା ଯୁବକଙ୍କ ମୃତଦେହ : ଦନ୍ତା ହାତୀ ଆକ୍ରମଣ ସନ୍ଦେହ; ପୋଲିସ, ବନ ବିଭାଗ ଓ ସାଇଣ୍ଟିଫିକ୍ ଟିମ୍‌ର ତଦନ୍ତ ଆରମ୍ଭ

କଲ୍ୟାଣସିଂହପୁର, ୧୭।୭ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ପାର୍ସାଲି ପଞ୍ଚାୟତର ପାତଲମ୍ବା ଜଙ୍ଗଲରୁ ଶୁକ୍ରବାର ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri