କୁଇଭାଷାରେ ଶପଥପାଠ କରାଇଲେ ଏସ୍‌ଡିପିଓ

ଦାରିଙ୍ଗବାଡ଼ି/କୋଟଗଡ଼,୩।୪(ଡି.ଏନ.ଏ)-ବାଲିଗୁଡ଼ା ଏସ୍‌ଡିପିଓ ମାନସ ରଂଜନ ବାରିକ କରୋନା ସଂକ୍ରମଣ ପ୍ରତିହତ କରିବା ପାଇଁ ଗୁରୁବାର କୋଟଗଡ଼ ଥାନା ଶ୍ରୀରାମପୁର ଏବଂ ସୁବର୍ଣ୍ଣଗିରି ଅଞ୍ଚଳରେ ଲୋକଙ୍କୁ ସଚେତନ କରାଇଛନ୍ତି । ଅଞ୍ଚଳର ଅନୁସୂଚିତ ଜାତି ଏବଂ ଜନଜାତି ସଂପ୍ରଦାୟର ଲୋକଙ୍କୁ ସେ କୁଇଭାଷାରେ ବୁଝାଇଛନ୍ତି। କରୋନାରୁ ରକ୍ଷା ପାଇବା ପାଇଁ ସାବୁନରେ ହାତ ସଫା କରିବା, ଜରୁରୀ ନ ଥିଲେ ଘରୁ ନ ବାହାରିବା ଓ ସାମାଜିକ ଦୂରତ୍ୱ ଅବଲମ୍ବନ କରିବାକୁ ଶପଥପାଠ କରାଇଥିଲେ। ସମ୍ପୃକ୍ତ ଅଞ୍ଚଳରେ ଅନେକ ଲୋକ ପୂର୍ବରୁ କରୋନା ସମ୍ପର୍କରେ ଜାଣି ନ ଥିଲେ ବୋଲି ଏସଡିପିଓ ବାରିକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆର୍ଥିକ ଅନଗ୍ରସରଙ୍କୁ ଖାଦ୍ୟ ସାମଗ୍ରୀ ବଣ୍ଟନ

ରାଇକିଆ,୨୩ା୪(ଡି.ଏନ୍‌.ଏ.)- ଲକ୍‌ଡାଉନ ଯୋଗୁ ସାଧାରଣ ଲୋକ ବିଭିନ୍ନ ପ୍ରକାର ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବିଶେଷ କରି ଆର୍ଥିକ ଅନଗ୍ରସର ଲୋକଙ୍କ ଉପରେ ଏହାର ପ୍ରଭାବ ପଡୁଛି।...

CORONAVIRUS UPDATE: ଆଉ ଦୁଇ ପଜିଟିଭ୍‌ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଲା ୧୪୫

ଭୁବନେଶ୍ୱର,୧।୫(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଶୁକ୍ରବାର ସକାଳେ ବାଲେଶ୍ୱରରୁ ଜଣେ ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ମଧ୍ୟାହ୍ନରେ ଆଉ ଦୁଇଜଣ ଆକ୍ରାନ୍ତ...

ଜିଲା ମୁଖ୍ୟ ଚିକିତ୍ସାଳୟରେ ସଫଳ ଅସ୍ତ୍ରୋପଚାର: ପେଟରୁ ବାହାରିଲା ୫୦୦ ଗ୍ରାମ୍‌ର ପଥୁରି

ମାଲକାନଗିରି,୭।୧୨(ଡି.ଏନ୍‌.ଏ.)- ମାଲକାନଗିରି ଜିଲା ମୁଖ୍ୟ ଚିକିସତ୍ାଳୟରେ ଶୁକ୍ରବାର ଏକ ସଫଳ ଅସ୍ତ୍ରୋପଚାର କରାଯାଇଛି। ଜିଲାର ମାଥିଲି ବ୍ଲକ୍‌ କିଆଙ୍ଗ ପଞ୍ଚାୟତର ଜାମୁଗୁଡ଼ା ଗ୍ରାମର ଇର୍ମା ପଡ଼ିଆମିଙ୍କ...

ସଂଗରୋଧ କେନ୍ଦ୍ରରୁ ଘରକୁ ଫେରିବାର ୩ ଦିନ ପରେ ପ୍ରବାସୀ ଓଡ଼ିଆଙ୍କ ମୃତ୍ୟୁ

ବେତନଟୀ,୨୮।୫(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ବେତନଟୀ ବ୍ଲକ ଅଧୀନ ଏସ୍‌ଏସ୍‌ ନହଣ୍ଡାଶୋଲ ପଞ୍ଚାୟତର ଭାଲୁବସା ଗ୍ରାମର ପରେଶ ଚନ୍ଦ୍ର ମହାନ୍ତ(୫୫)ଙ୍କ ବୁଧବାର ବିଳମ୍ବିତ ରାତ୍ରିରେ ନିଜ ଘରେ...

ଫନୀ କ୍ଷୟକ୍ଷତି, ପକ୍କାଘର ଦାବିରେ ଧାରଣା: ପଦକ୍ଷେପ ନ ହେଲେ ଆତ୍ମହତ୍ୟା ଧମକ

କୃଷ୍ଣପ୍ରସାଦ,୨୨ା୫ (ଡି.ଏନ.ଏ.)-ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଫନୀଜନିତ ବାତ୍ୟା ଯୋଗୁ ପ୍ରବଳ କ୍ଷୟକ୍ଷତି ହୋଇଛି। ତେବେ ଗୃହ ହରାଇଥିବା ବାତ୍ୟା କ୍ଷତିଗ୍ରସ୍ତଙ୍କ ପାଇଁ ପକ୍କା ଛାତଘର...

ପ୍ରଦୂଷଣ ଆଇନ ପରିସରଭୁକ୍ତ ହେବ ଛୋଟ କୁକୁଡ଼ା ଫାର୍ମ

ଯାଜପୁର ଅଫିସ,୧୭ା୫ ରାଜ୍ୟରେ ପ୍ରମୁଖ ସହର ଓ ଶିଳ୍ପାଞ୍ଚଳଗୁଡ଼ିକରେ ବାୟୁ ଓ ଜଳ ପ୍ରଦୂଷଣ ଅଣାୟତ୍ତ ହେଉଛି। ଫଳରେ ଜଳବାୟୁ ପରିବର୍ତ୍ତନଜନିତ ସଙ୍କଟରେ ଓଡ଼ିଶାବାସୀ ହନ୍ତସନ୍ତ...

ନଷ୍ଟ କରାଗଲା ଦେଶୀ ମଦ ଓ ପୋଚ

ଧରାକୋଟ,୧୧ା୯(ଡି.ଏନ.ଏ.): ଧରାକୋଟ ଥାନାଧିକାରୀ ସନ୍ତୋଷ କୁମାର ବେହେରା ସଦଳବଳ ଜଗମୋହନ ପଞ୍ଚାୟତ ଚମ୍ପାପଲ୍ଲୀ ଗ୍ରାମ ନିକଟସ୍ଥ ନାଳ ପାର୍ଶ୍ୱରେରେ ମଦ ରନ୍ଧା ଯାଉଥିବା ଖବର ପାଇ...

କବି ରମେଶଙ୍କୁ ଶ୍ରେଷ୍ଠ ସାହିତ୍ୟ ସମ୍ମାନ

ବଇଣ୍ଡା,୧୫।୭ (ଡି.ଏନ.ଏ.)-କିଶୋରନଗର ବ୍ଲକ ବଇଣ୍ଡା ତ୍ରିଧାରା ସାହିତ୍ୟ ସଂସଦର ସମ୍ପାଦକ କବି ରମେଶଚନ୍ଦ୍ର ମିଶ୍ରଙ୍କୁ ରବିବାର ଶ୍ରେଷ୍ଠ ସାହିତ୍ୟ ସମ୍ମାନରେ ସମ୍ବର୍ଦ୍ଧିତ କରାଯାଇଛି। କେନ୍ଦୁଝର ଘଟଗାଁରେ...

Advertisement
Archives

Model This Week