Posted inଖେଳ

କୁଏତ୍‌ ଉପରୁ ବାସନ୍ଦ ଉଠାଇଲା ଆଇଓସି

ପ୍ୟାରିସ, ୬|୭(ଏଏଫ୍‌ପି)-କୁଏତ୍‌ ଆସନ୍ତା ୨୦୨୦ ଅଲିମ୍ପିକ୍ସରେ ଅଂଶଗ୍ରହଣ କରିପାରିବ। ଇଣ୍ଟରନ୍ୟାଶନାଲ ଅଲିମ୍ପିକ କମିଟି (ଆଇଓସି) ପକ୍ଷରୁ ଶୁକ୍ରବାର ଘୋଷଣା କରାଯାଇଛି। କ୍ରୀଡ଼ା କ୍ଷେତ୍ରରେ ଅଯଥା ସରକାରୀ ହସ୍ତକ୍ଷେପକୁ ନେଇ ୪ବର୍ଷ ପୂର୍ବେ ଆଇଓସି କୁଏତ୍‌ ଅଲିମ୍ପିକ କମିଟି (କେଓସି)କୁ ବାସନ୍ଦ କରିଥିଲା। ଶେଖ ଫାହଦ ନାସେର ସାବା ଅହମ୍ମଦ ଅଲ୍‌ ସାବା କେଓସିର ସଭାପତି ଭାବେ ନିର୍ବାଚିତ ହେବା ସପ୍ତାହେ ନ ପୁରୁଣୁ ଆଇଓସି ପକ୍ଷରୁ ଏହି ଘୋଷଣା କରାଯାଇଛି। ଫୁଟ୍‌ବଲ ଓ୍ବାଲର୍‌ଡ ଗଭର୍ନିଂ ବଡି ଫିଫା ମଧ୍ୟ ଏହି କାରଣରୁ ୨୦୧୫ ଅକ୍ଟୋବରରେ କୁଏତ୍‌ ଫୁଟ୍‌ବଲ ଆସୋସିଏଶନକୁ ସସ୍‌ପେଣ୍ଡ କରିଥିଲା। ମାତ୍ର ୨୦୧୭ରେ ଏହିି ବାସନ୍ଦ ଦଣ୍ଡକୁ ଉଠାଇ ଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପୁଣି ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ICC ଏକ ଯୋଜନା ପ୍ରସ୍ତୁତ କରିଛି

ନୂଆଦିଲ୍ଲୀ,୭।୯: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଦୀର୍ଘ ସମୟ ଧରି କୌଣସି ଦ୍ୱିପାକ୍ଷିକ କିମ୍ବା ତ୍ରି-ସିରିଜ ଖେଳାଯାଇ ନାହିଁ। ଭାରତ ଏପରି କାର୍ଯ୍ୟକ୍ରମକୁ ନିରନ୍ତର ମନା କରିଆସିଛି,…

ବିଶ୍ୱର ୪ ନମ୍ବର ଯୋଡ଼ିକୁ ହରାଇ ସାତ୍ତ୍ୱିକ-ଚିରାଗ ଜିତିଲେ ଚାଇନା ମାଷ୍ଟର୍ସ ଟାଇଟଲ

ଶେନ୍‌ଝେନ୍‌,୬ା୯:ଭାରତର ଷ୍ଟାର ପୁରୁଷ ଡବଲ୍ସ ଖେଳାଳି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ୩ ଗେମ୍‌ ବିଶିଷ୍ଟ ଏକ ରୋମାଞ୍ଚକ ଫାଇନାଲରେ ଚାଇନାର ହି ଜି ତିଙ୍ଗ୍‌…

ପାକ୍‌ ଖେଳାଳିଙ୍କ ଫୋନ୍‌ ଜବତ କଲା ପିସିବି, କାହିଁକି ଜାଣନ୍ତୁ…

ଲଣ୍ଡନ,୬ା୯: ପାକିସ୍ତାନର ସମସ୍ୟାପୂର୍ଣ୍ଣ ଇଂଲଣ୍ଡ ଟୁର ଏକ ଅପ୍ରତ୍ୟାଶିତ ମୋଡ଼ ନେଇଛି। ଏଜବାଷ୍ଟନଠାରେ ଇଂଲଣ୍ଡ ବିପକ୍ଷ ଅନ୍ତିମ ତଥା ତୃତୀୟ ଟେଷ୍ଟ ପୂର୍ବରୁ ଜାତୀୟ ଦଳର କିଛି…

ଟିମ୍‌ରୁ ବାଦ ପଡ଼ିବାର ରହସ୍ୟ ଖୋଲିଲେ ରାଇନା, କୋହଲିଙ୍କ ଅଧିନାୟକତ୍ୱକୁ ନେଇ କହିଲେ ବଡ଼ କଥା

ନୂଆଦିଲ୍ଲୀ,୬।୯: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଷ୍ଟାର୍ ବ୍ୟାଟର ସୁରେଶ ରାଇନା ଟିମ୍ ଇଣ୍ଡିଆରୁ ବାଦ ପଡ଼ିବାକୁ ନେଇ ବଡ଼ ବୟାନ ଦେଇଛନ୍ତି। ବିରାଟ କୋହଲି ଭାରତୀୟ…

ପାକିସ୍ତାନୀ ଖେଳାଳିଙ୍କ ଫୋନ ଜବତ କଲା PCB; ମ୍ୟାଚ ଫିକ୍ସିଂ ସନ୍ଦେହ? ଉଠିଲାଣି ପ୍ରଶ୍ନ

ଇସଲାମାବାଦ,୬।୯: ପାକିସ୍ତାନ କ୍ରିକେଟ ବୋର୍ଡ (PCB) ସମ୍ପ୍ରତି ଏପରି ନିଷ୍ପତ୍ତି ନେଇଛି ଯାହାକୁ ନେଇ ବିଶ୍ୱବ୍ୟାପୀ ହାସ୍ୟରସ ସୃଷ୍ଟି ହୋଇଛି। ଏବେ, ଇଂଲଣ୍ଡ ଗସ୍ତ ସମୟରେ ଆଉ…

ରୋନାଲ୍ଡୋ-ମେସିଙ୍କୁ ନେଇ ଇତିହାସରେ ପ୍ରଥମ ଥର ଘଟିବାକୁ ଯାଉଛି ଏମିତି ଘଟଣା, ଅପେକ୍ଷାରେ ପ୍ରଶଂସକ

ନୂଆଦିଲ୍ଲୀ,୬।୯: ପର୍ତ୍ତୁଗାଲର କ୍ରିଷ୍ଟିଆନୋ ରୋନାଲ୍ଡୋ ଏବଂ ଆର୍ଜେଣ୍ଟିନାର ଲିଓନେଲ ମେସି ଫୁଟବଲ ଜଗତର ଦୁଇ କିମ୍ବଦନ୍ତୀ ତାରକା। ପ୍ରାୟ 15 ବର୍ଷ ଧରି, ସେମାନଙ୍କର ପ୍ରତିଦ୍ୱନ୍ଦ୍ୱିତା ବିଶ୍ୱ…

ବୈଭବ ସୂର୍ଯ୍ୟବଂଶୀଙ୍କ ନାଁରେ ପୁଣି ଲଜ୍ଜାଜନକ ରେକର୍ଡ!

ନୂଆଦିଲ୍ଲୀ,୬।୯: ୨୦୨୬ ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଇନିଂସରେ ବୈଭବ ସୂର୍ଯ୍ୟବଂଶୀ ଅର୍ଦ୍ଧଶତକରୁ ବଞ୍ଚିତ ହୋଇଥିଲେ ଏବଂ ୧୫ତମ ଓଭରରେ ୪୪ ରନ କରି ଆଉଟ ହୋଇଥିଲେ।…

ମହମ୍ମଦ ଶାମିଙ୍କୁ ନେଇ ଆସିଲା ବଡ଼ ଖବର, ଚୟନକର୍ତ୍ତାଙ୍କ ନଜର ଦୁଲୀପ ଟ୍ରଫି ଫାଇନାଲ ଉପରେ

ନୂଆଦିଲ୍ଲୀ,୬।୯: ଅଭିଜ୍ଞ ଭାରତୀୟ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କ ODI ଦଳକୁ ଫେରିବା ପାଇଁ ପଥ ଖୋଲିପାରେ। ଭାରତ ସେପ୍ଟେମ୍ବର 27 ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri