କୁକୁଡ଼ାଖଣ୍ଡିରେ ମାପ, ଓଜନ ବିଭାଗର ଚଢ଼ାଉ

ବ୍ରହ୍ମପୁର ଅଫିସ୍‌,୨୧ା୯-ଉପଜିଲାପାଳ ସିିନ୍ଦେ ଦତ୍ତାତ୍ରେୟ ଭାଉସାହେବଙ୍କ ନିର୍ଦ୍ଦେଶକ୍ରମେ ମାପ ଓ ଓଜନ ବିଭାଗ ଏବଂ ଉପଖଣ୍ଡସ୍ତରୀୟ ପ୍ରଶାସନ ପକ୍ଷରୁ ଶୁକ୍ରବାର କୁକୁଡ଼ାଖଣ୍ଡି ତହସିଲ୍‌ ଅନ୍ତର୍ଗତ ବିଭିନ୍ନ ଜାଗାରେ ଚଢ଼ାଉ କରାଯାଇଛି। ବିଭିନ୍ନ ପ୍ରସ୍ତୁତକର୍ତ୍ତା ଡାଲି ମିଲ୍‌ ଏବଂ ଅନ୍ୟ ବ୍ୟବସାୟ ପ୍ରତିଷ୍ଠାନରେ ବ୍ୟବହାର ହେଉଥିବା ଓଜନ ଯନ୍ତ୍ର ଏବଂ ସେମାନଙ୍କ ପାଖରେ ଥିବା ପ୍ୟାକେଟ୍‌ଗୁଡ଼ିକ ଯାଞ୍ଚ କରାଯାଇଥିଲା । ୩ ଜଣଙ୍କ ବିରୋଧରେ ମାପ ଓ ଓଜନ ନିୟମ ଖିଲାପ କରିଥିବା ଯୋଗୁ କାର୍ଯ୍ୟାନୁଷ୍ଠାନ ସ୍ବରୂପ ୩୭ ହଜାର ଟଙ୍କାର ଜରିମାନା ଆଦାୟ କରାଯାଇଛି।
ସୁକୁଣ୍ଟାରେ ଥିବା ଗୋଟିଏ ମସଲା ପ୍ରସ୍ତୁତକାରୀ ରାଧାକୃଷ୍ଣ ଫୁଡ ପ୍ରଡକ୍ଟର ପ୍ୟାକେଟ୍‌ ଯାଞ୍ଚ ବେଳେ ସେଥିରେ ଠିକଣା, ଟେଲିଫୋନ୍‌ ନମ୍ବର ଏବଂ ଇମେଲ୍‌ ଲେଖାଯାଇ ନ ଥିଲା । ଓଜନ ଯନ୍ତ୍ର ମଧ୍ୟ ନବୀକରଣ ହୋଇ ନ ଥିଲା। ଏଣୁ ବିଭାଗ ପକ୍ଷରୁ ପ୍ୟାକେଟ୍‌ ଏବଂ ଓଜନ ଯନ୍ତ୍ର ଜବତ କରାଯାଇଥିଲା। ଅତିରିକ୍ତ ତହସିଲଦାର୍‌ କଳାକୃଷ୍ଣ ପ୍ରଧାନ, ସହକାରୀ ନିୟନ୍ତ୍ରକ ବିନୟ କୁମାର ଦାଶ ଏବଂ ଭାରପ୍ରାପ୍ତ ନିରୀକ୍ଷକ ସାଗରିକା ସାବତ ଓ ମୋହନ ରାଓ ପ୍ରମୁଖ ଚଢ଼ାଉରେ ଭାଗ ନେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଜମିରେ ପାଣି ମଡ଼ାଇବା ବିବାଦରୁ ହତ୍ୟା ଉଦ୍ୟମ: ପ୍ରସାଦ ଖାଉଥିବା ବେଳେ ଖଣ୍ଡା ଚୋଟ, ଅଭିଯୁକ୍ତ ଗଲେ ଜେଲ୍

ଦିଗପହଣ୍ଡି,୫।୯(ଅଶେଷ ନାଥ ମିଶ୍ର): ଜମିରେ ପାଣି ମଡ଼ାଇବା ବିବାଦକୁ କେନ୍ଦ୍ର କରି ଜଣଙ୍କୁ ଖଣ୍ଡାରେ ଆକ୍ରମଣ କରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଗଞ୍ଜାମ ଜିଲା…

ସିସିଟିଭିକୁ ବି ଖାତିର ନାହିଁ! ହୁମାରେ ଖୁଲମ୍‌ଖୁଲା ବାଇକ୍ ଚୋରି, ଗୋଟିଏ ରାତିରେ ୩ ବାଇକ୍ ଗାଏବ, ଆତଙ୍କିତ ବ୍ୟବସାୟୀ

ହୁମା, ୫।୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ଅଞ୍ଚଳରେ ବାଇକ୍ ଚୋରିର ଆତଙ୍କ ଖେଳିଯାଇଛି। କିଛି ଦିନର ବ୍ୟବଧାନ ପରେ ପୁଣି ଥରେ ସକ୍ରିୟ ହୋଇଉଠିଛନ୍ତି…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଆଖି ବୁଜିଛନ୍ତି ଗୁରୁ, ହେଲେ ଆଦର୍ଶକୁ ଭୁଲିନାହାନ୍ତି ଶିଷ୍ୟ: ପ୍ରତିମୂର୍ତ୍ତୀ ଗଢ଼ି ଗୁରୁଦିବସ ପାଳିଲା…

ପୁରୁଷୋତ୍ତମପୁର,୫।୯ (ସବିତା ମିଶ୍ର): ଗୁରୁଙ୍କ ଶରୀର ନ ଥାଇପାରେ, କିନ୍ତୁ ତାଙ୍କ ଆଦର୍ଶ ଆଜି ବି ଜୀବନ୍ତ। ଏହି ବାକ୍ୟକୁ ସତ୍ୟରେ ପରିଣତ କରିଛନ୍ତି ଗଞ୍ଜାମ ଜିଲା…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri