କୁକୁଡ଼ା ବୋଝେଇ ପିକ୍‌ଅପ୍‌ ଦୁର୍ଘଟଣାଗ୍ରସ୍ତ: କୁକୁଡ଼ା ବୋହିନେଲେ ଲୋକେ

ପାଟଣା,୨୦।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ରେଙ୍ଗାଳବେଡ଼ା ୪୯ ନଂ ଜାତୀୟ ରାଜପଥ ନିକଟ ରାସ୍ତା ପାର୍ଶ୍ୱରେ ଠିଆ ହୋଇଥିବା ବ୍ରଏଲର କୁକୁଡ଼ା ବୋଝେଇ ପିକ୍‌ଅପ ଭ୍ୟାନକୁ ଶୁକ୍ରବାର ସକାଳୁ ପଛପଟୁ ଏକ ଟ୍ରକ ଧକ୍କା ଦେଇଛି। ଫଳରେ କୁକୁଡ଼ା ବୋଝେଇ ପିକ୍‌ଅପଟି ରାସ୍ତା ପାର୍ଶ୍ୱକୁ ଓଲଟି ପଡ଼ିଛି। ଘନ କୁହୁଡି ଯୋଗୁ ଏହି ଦୁର୍ଘଟଣା ଘଟିଥିବା କୁହାଯାଉଛି। ଦୁର୍ଘଟଣାରେ କାହାରି କିଛି କ୍ଷତି ହୋଇ ନ ଥିବା ବେଳେ ଦୁର୍ଘଟଣାଗ୍ରସ୍ତ କୁକୁଡ଼ା ବୋଝେଇ ଭ୍ୟାନରୁ କୁକୁଡ଼ାଗୁଡିକୁ ସ୍ଥାନୀୟ ଲୋକେ ବୋହି ନେଉଥିବାର ଦେଖାଯାଇଛି। ଘଟଣାସ୍ଥଳରେ ତୁରୁମୁଙ୍ଗା ପୋଲିସ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ଗାଡ଼ି ଜବତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାରିମୂଳ ପଥର ଛଇରୁ ଅଚିହ୍ନା ଯୁବକଙ୍କ ମୃତଦେହ ଉଦ୍ଧାର

ଛତିଆ,୨୦।୮(ଡି.ଏନ୍‌.ଏ.): ଯାଜପୁର ଜିଲା ବୈରୀ ଥାନା ଅନ୍ତର୍ଗତ ବନ୍ତଳା ପଞ୍ଚାୟତ ବାରିମୂଳଠାରେ ଥିବା ଏକ ପଥର ଛଇରୁ ମଙ୍ଗଳବାର ସକାଳୁ ଜଣେ ଅଚିହ୍ନା ଯୁବକଙ୍କ ମୃତଦେହ...

ଅନିଶ୍ଚିତତାରେ ନିଶ୍ଚିତ କର୍ମନିଯୁକ୍ତି ଯୋଜନା:  ୧୦୦ଦିନର କାମ ସମ୍ପୂର୍ଣ୍ଣ ପରିସଂଖ୍ୟାନରେ ଜାଲିଆତି

ଯାଜପୁର ଅଫିସ,୧୬ା୧୨- ଶହେ ଦିନର କାମ ନିଶ୍ଚିତ କରିବା ପାଇଁ କେନ୍ଦ୍ର ସରକାରଙ୍କ ପ୍ରଣୀତ ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା(ଏମ୍‌ଜିଏନ୍‌ଆରଇଜିଏସ୍‌) ଯାଜପୁର...

ସଜେଇ ହେଉଛି ଇକୋରିଟ୍ରିଟ: ଡିସେମ୍ବର ପହିଲାରେ ଶୁଭାରମ୍ଭ

ଦାରିଙ୍ଗବାଡ଼ି,୨୫।୧୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକଠାରେ ତୃତୀୟ ବର୍ଷ ପାଇଁ ରାଜ୍ୟ ସରକାରଙ୍କ ଇକୋରିଟ୍ରିଟ ଦାରିଙ୍ଗବାଡ଼ିଠାରେ ହେଉଛି। ଏହି ପରିପ୍ରେକ୍ଷୀରେ ନୂତନ ଜମିରେ ଚଳିତ ବର୍ଷ...

ଘରୋଇ ସଂସ୍ଥା ହାତକୁ ଯିବ ଭକ୍ତନିବାସ

ପୁରୀ ଅଫିସ,୬।୧: ଶ୍ରୀକ୍ଷେତ୍ରରେ ଶ୍ରଦ୍ଧାଳୁଙ୍କ ପାଇଁ ଥିବା ଭକ୍ତନିବାସକୁ ପ୍ରଶାସନ ଏବେ ଘରୋଇକରଣ କରିବାକୁ ଯୋଜନା ଚଳାଇଛି। ସୁଲଭ ମୂଲ୍ୟରେ ରହଣି ପାଇଁ ଥିବା ବଗଲା...

ଏମଏସଏମଇ ପ୍ରତିଷ୍ଠା ଉପରେ ଗୁରୁତ୍ୱ

ଟିଟିଲାଗଡ଼, ୨୩।୨ (ଡି.ଏନ.ଏ) ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ପକ୍ଷରୁ ସ୍ଥାନୀୟ ରାଜ କନୱର ପାର୍କ ପରିସରରେ ଏମଏସମଏଇ କ୍ଷେତ୍ରରେ ଆଗ୍ରହୀ ଉଦ୍ୟୋଗୀଙ୍କୁ ନେଇ ଏକ କର୍ମଶାଳା...

ପୋଲିଂ ବୁଥ୍‌କୁ ଗଲେ ଅଧିକାରୀ, କର୍ମଚାରୀ

ବାଲେଶ୍ୱର ଅଫିସ, ୨୮।୪-ରାଜ୍ୟର ୧୬ତମ ବିଧାନସଭା ନିର୍ବାଚନ ୨୦୧୯ର ଚତୁର୍ଥ ପର୍ଯ୍ୟାୟରେ ବାଲେଶ୍ୱର ଜିଲାରେ ୨୯ତାରିଖରେ ଅନୁଷ୍ଠିତ ହେବ। ଜିଲାର ୧୨ଟି ବ୍ଲକରେ ୧୮୮୭ଟି ପୋଲିଂ...

ଡ୍ରୋନ୍‌ ସହାୟତାରେ ବିଦ୍ୟୁତ୍‌ ମିଟର ରିଡିଂ

ସୋର,୯ା୧(ଡି.ଏନ୍‌.ଏ): ଟିପିଏନ୍‌ଓଡିଏଲ ପକ୍ଷରୁ ସୋର ବିଦ୍ୟୁତ୍‌ ସବ୍‌ଡିଭିଜନ ଅନ୍ତର୍ଗତ ମଙ୍ଗଳପୁର ଶ୍ରୀନିବାସ କଲେଜ ପଡ଼ିଆଠାରେ ପ୍ରଥମ କରି ବିଦ୍ୟୁତ୍‌ ମିଟର ରିଡ଼ିଂ ପାଇଁ ପରୀକ୍ଷାମୂଳକ ଭାବେ...

କିନ୍ନର ଚିନ୍ମୟୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଫୋନ୍‌, ପ୍ରଶଂସା

ଛେଣ୍ଡିପଦା,୫।୬(ସ୍ବ.ପ୍ର.): ୫୦ କିଲୋମିଟର ଦୂରରେ ଥିଲେ ମଧ୍ୟ ଫୋନ୍‌ କଲ୍‌ଟିଏ ପାଇ କୋଭିଡ୍‌ ସଂକ୍ରମିତଙ୍କ ମୃତଦେହ ସଂସ୍କାର ନିମନ୍ତେ ପହଞ୍ଚିଯାଉଥିବା ଅନୁଗୋଳ ଜିଲା ଜରପଡ଼ାର ସାମାଜିକ...

Advertisement
Archives

Model This Week