ଚାଇନା ଲୋକମାନେ ସେମାନଙ୍କର ଅଜବ ଖାଦ୍ୟ ଏବଂ ପାନୀୟ ପାଇଁ ସାରା ବିଶ୍ୱରେ ଜଣାଶୁଣା। କୁହାଯାଏ ଯେ, ଚାଇନିଜମାନେ ସବୁ ଜୀବଜନ୍ତୁ ଖାଇବାରେ ପାରଙ୍ଗମ। ଏବେ ଆଉ ଏକ ଆଶ୍ଚର୍ଯ୍ୟଜନକ ତଥ୍ୟ ସାମ୍ନାକୁ ଆସିଛି। ଏଠାକାର ଲୋକମାନେ କୁକୁଡା ରକ୍ତକୁ ଇଞ୍ଜେକ୍ସନ ପୂରାଇ ପିଲାଙ୍କୁ ଦେଉଛନ୍ତି। ଏହାଦ୍ୱାରା ପିଲାମାନଙ୍କର ସ୍ବାସ୍ଥ୍ୟ ସମସ୍ୟା ଦୂର ହେବ। ଏହି ଇଞ୍ଜେକ୍ସନ ନେବା ପରେ କର୍କଟ ଏବଂ କେଶ ସମସ୍ୟା ଦୂର ହୋଇପାରିବ। କୁକୁଡା ରକ୍ତରେ ଷ୍ଟେରଏଡ ମିଳିଥାଏ, ଯାହା ପିଲାମାନଙ୍କୁ ଅଧ୍ୟୟନ ଏବଂ କ୍ରୀଡ଼ାରେ ଫୂର୍ତ୍ତି କରିଥାଏ। ଚାଇନାରେ ଶିଶୁଙ୍କୁ କୁକୁଡା ରକ୍ତ ଦେବା ପାଇଁ ଉତ୍ସାହିତ କରାଯାଉଛି। ଏକ ରିପୋର୍ଟ ଅନୁଯାୟୀ, ଚାଇନାର ପିଲାମାନଙ୍କର ଦୃଷ୍ଟି ଶକ୍ତି ଦୁର୍ବଳ, ପ୍ରାୟ ୭୧ ପ୍ରତିଶତ ମିଡିଲ ସ୍କୁଲର ପିଲା ଏବଂ ପ୍ରାୟ ୮୧ ପ୍ରତିଶତ ହାଇସ୍କୁଲର ପିଲାମାନଙ୍କର ଦୃଷ୍ଟି ଶକ୍ତି ଦୁର୍ବଳ ଅଟେ।
ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ…
ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…
ଲୋକକଳା ପାଇଁ ଦିନଟିଏ
ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…
ହାତୀ ଆକ୍ରମଣରେ ଜଣେ ଗୁରୁତର
ରୁପ୍ରାରୋଡ୍,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…
ମୁଖ୍ୟମନ୍ତ୍ରୀ ବସ୍କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…
ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…
୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା
ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…
ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି
ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…
ଥଲାପତି ବିଜୟଙ୍କୁ ବଡ଼ ଝଟ୍କା: ଅନୁରୋଧ କରି କହିଲେ…
ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…
ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା
ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…
Archives

