କୁକୁରକୁ ହେଲମେଟ୍‌ ପିନ୍ଧାଇ ବାଇକ୍‌ରେ ବୁଲାଇଲେ ମାଲିକ: ସୋସିଆଲ୍‌ ମିଡ଼ିଆରେ ଭାଇରାଲ; ଲୋକେ କଲେ ପ୍ରଶଂସା

ଚେନ୍ନାଇ,୮।୧: ଏବେ ସୋସିଆଲ୍‌ ମିଡ଼ିଆରେ କୁକୁରକୁ ହେଲମେଟ୍‌ ପିନ୍ଧାଇ ବାଇକ୍‌ରେ ବୁଲାଇଥିବା ଜଣେ ମାଲିକଙ୍କ ଫଟୋ ଏବଂ ଭିଡ଼ିଓ ଭାଇରାଲ ହେବାରେ ଲାଗିଛି। ଏହାର ତାମିଲନାଡୁର ବୋଲି କୁହାଯାଉଛି। ମାଲିକ ଜଣକ ନିଜ ପୋଷା କୁକୁରକୁ ପଛରେ ବସାଇ ହେଲମେଟ୍‌ ପିନ୍ଧାଇ ବାଇକ୍‌ରେ ବୁଲାଉଛନ୍ତି। ୫୨ ସେକେଣ୍ଡର ଏହି ଭିଡ଼ିଓକୁ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି। କିଛି ଲୋକ ମାଲିକ ବାଇକରେ ବସାଇ ଏପରି କରି ପୋଷା କୁକୁର ଜୀବନ ପ୍ରତି ବିପଦ ସୃଷ୍ଟି କରୁଥିବା କମେଣ୍ଟ ଦେଇଛନ୍ତି। ମାତ୍ର ମାଲିକଙ୍କ ପୋଷା ପ୍ରାଣୀ ପ୍ରତି ଥିବା ସ୍ନେହ ଏବଂ ଯତ୍ନକୁ ନେଇ ବହୁ ଲୋକ ପ୍ରଶଂସା କରି ସକାରାତ୍ମକ କମେଣ୍ଟ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାଟେଲାଇଟ୍‌ ଇମେଜିଂ ଟେକ୍ନୋଲୋଜି ପାଇଁ ଭାରତୀୟ କମ୍ପାନୀକୁ ଆମେରିକାର ପ୍ୟାଟେଣ୍ଟ

ନୂଆଦିଲ୍ଲୀ,୯ା୯:ମହାକାଶ ପ୍ରଯୁକ୍ତିବଦିଦ୍ୟା କମ୍ପାନୀ ‘ଗାଲାକ୍ସଆଇ’କୁ ମଙ୍ଗଳବାର ଏହାର ଅପ୍‌ଟୋସାର ଇମେଜିଂ କ୍ଷମତାର ମୂଳ ପ୍ରଯୁକ୍ତିବିଦ୍ୟା ପାଇଁ ଆମେରିକାଠାରୁ ପ୍ୟାଟେଣ୍ଟ ମିଳିଛି। ଏହା ସହ ଏହା ସାଟେଲାଇଟ୍‌ ଇମେଜିଂ…

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri