କୁକୁର କାମୁଡ଼ାରେ ୧୨ରୁ ଊର୍ଦ୍ଧ୍ୱ ଆହତ

ବଅଁରପାଳ,୧୪ା୫(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବଅଁରପାଳ ବ୍ଲକ ଅନ୍ତର୍ଗତ ନାଲ୍‌କୋ ସିପିପି ହଟିଂ ଓ ବଳରାମ ପ୍ରସାଦ ଗ୍ରାମର ଅମାପୁର ଓ ଭାଲୁଜିବିଧରି ସାହିରେ ପାଗଳା କୁକୁରଙ୍କ ଉତ୍ପାତ ଲାଗିରହିଛି। ଏହି କୁକୁରମାନେ ଅଞ୍ଚଳର ପଶି ଲୋକଙ୍କୁ ଗୋଡ଼ାଇ କାମୁଡୁଥିବାରୁ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ଗୁରୁବାର ସକାଳେ ହଟିଂର ଧନୁ ବାହାଦୂର, ନିମାଇଁ ମୁଣ୍ଡା, ବାବୁ କୁମାର, ହବେଶ ଗାଗରାଇଙ୍କ ସମେତ ୧୨ ଜଣଙ୍କୁ କୁକୁର କାମୁଡ଼ିଥିବା ଜଣାପଡ଼ିଛି। ଆହତମାନଙ୍କୁ ଚିକିତ୍ସା ପାଇଁ ଅନୁଗୋଳ ଡାକ୍ତରଖାନା ପଠାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବେଲଡ଼ିହା, ଜାମଶୂଳୀବାସୀ ଅବହେଳିତ: ଫାଇଲ୍‌ରେ ବନ୍ଧା ପଡ଼ିିଛି ରାଜସ୍ବ ଗ୍ରାମ ମାନ୍ୟତା

କପ୍ତିପଦା,୧୭ା୧୦(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍‌ ଅଧୀନ ବଡ଼ବିଶୋଳ ରାଜସ୍ବ ଗ୍ରାମରେ ରହିଛି ବେଲଡ଼ିହା ଓ ଜାମଶୂଳୀ ଗ୍ରାମ। ଏହି ୨ଟି ଗାଁ ବଡବିଶୋଳ ଗ୍ରାମଠାରୁ...

କେନ୍ଦୁଝରରେ ଡବଲ ମର୍ଡର: ଅନ୍ଧବିଶ୍ୱାସରୁ ହତ୍ୟାକାଣ୍ଡ

କେନ୍ଦୁଝର,୨୦।୮(ସ୍ବ.ପ୍ର.): ଅନ୍ଧବିଶ୍ୱାସରୁ ହତ୍ୟାକାଣ୍ଡ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି କେନ୍ଦୁଝର ଜିଲାରେ। ଗୁଣିଗାରେଡ଼ି କରୁଥିବା ସନ୍ଦେହରେ କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ ନୟାଗଡ଼...

ମାଟ୍ରିକ ପରୀକ୍ଷା ଦେଲେ ବିଧାୟକ

ସୋରଡ଼ା,୩୦।୭(ଡି.ଏନ୍‌.ଏ.): ମାଟ୍ରିକ ଅଫଲାଇନ ପରୀକ୍ଷା ଶୁକ୍ରବାରଠାରୁ ଆରମ୍ଭ ହୋଇଛି। ଅସନ୍ତୁଷ୍ଟ ଥିବା ୧୫ ହଜାରରୁ ଅଧିକ ଛାତ୍ରୀଛାତ୍ର ପରୀକ୍ଷା ଦେଉଛନ୍ତି। ଏହା ମଧ୍ୟରେ ତିନିତିନି ଥର...

ଜାଲ୍‌ ସାର୍ଟିଫିକେଟ ନେଇ ଏତଲା, ଶିକ୍ଷୟିତ୍ରୀ ନିଲମ୍ବିତ

ଚିକିଟି,୬ା୨(ଡି.ଏନ.ଏ.): ଗଞ୍ଜାମ ଜିଲାରେ ଜାଲ ସାର୍ଟିଫିକେଟ ଦେଇ ଚାକିରି କରିଥିବା ଶିକ୍ଷୟିତ୍ରୀ, ଶିକ୍ଷକଙ୍କ ଯାଞ୍ଚ ଚାଲିଛି। ଚିକିଟି ବ୍ଲକରେ ଏପରି ଜଣେ ନକଲି ଶିକ୍ଷୟିତ୍ରୀ ଧରାପଡ଼ିଛନ୍ତି।...

ଛଣମେରୀ ଆଦର୍ଶ ବିଦ୍ୟାଳୟ ବାସି ଖାଦ୍ୟଖାଇ ୮ ଛାତ୍ରୀ ଅସୁସ୍ଥ

ଦିଗପହଣ୍ଡି/ପାଟପୁର,୩୦ା୧୧(ଡି.ଏନ.ଏ.)-ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଛଣମେରୀ ଆଦର୍ଶ ବିଦ୍ୟାଳୟ ହଷ୍ଟେଲରେ ରହୁଥିବା ୮ ଛାତ୍ରୀ ଖାଦ୍ୟ ଖାଇବା ପରେ ଗୁରୁବାର ବିଳମ୍ବିତ ରାତିରେ ଅସୁସ୍ଥ ହୋଇପଡିଥିଲେ।...

କରୋନା ସଚେତନତା: ଚୌଦ୍ୱାର ଡାଳିଯୋଡ଼ା ସାହିତ୍ୟ ସଂସଦ ପକ୍ଷରୁ ମାସ୍କ ବଣ୍ଟନ

ଚୌଦ୍ୱାର,୧୮ା୪(ଡି.ଏନ୍‌.ଏ): କରୋନା ସଂକ୍ରମଣରୁ ରକ୍ଷା ପାଇବା ପାଇଁ କଟକ ଜିଲା ଚୌଦ୍ୱାର ଡାଳିଯୋଡା ସାହିତ୍ୟ ସଂସଦ ପକ୍ଷରୁ ପଥଚାରୀଙ୍କୁ ମାସ୍କ ବଣ୍ଟନ କରାଯାଉଛି। ୫୫ ନଂ....

ରୁକ୍ମିଣୀଙ୍କୁ ବିବାହ କଲେ ମହାପ୍ରଭୁ

ପୁରୀ ଅଫିସ,୩ା୬:  ବିଦର୍ଭ ରାଜା ଭୀଷ୍ମକଙ୍କ କନ୍ୟା ରୁକ୍ମିଣୀ ମା’ ବିମଳାଙ୍କ ଦର୍ଶନ ସାରି ଫେରୁଥିବା ବେଳେ ମହାପ୍ରଭୁ ତାଙ୍କୁ ହରଣ କରି ନେଉଥିଲେ। ଏହି...

ଏଟିଏମକୁ୍‌ ଭାଙ୍ଗି ଟଙ୍କା ଲୁଟ୍‌ ଉଦ୍ୟମ ବିଫଳ

କଳିଙ୍ଗନଗର,୧୪|୮(ଡି.ଏନ୍‌.ଏ.)- ଦାନଗଦୀସ୍ଥିତ ୟୁକୋ ବ୍ୟାଙ୍କ ଏଟିଏମ୍‌କୁ ସୋମବାର ବିଳମ୍ବିତ ରାତିରେ ଦୁବୃର୍ତ୍ତମାନେ ଭାଙ୍ଗି ଟଙ୍କା ଲୁଟ୍‌ ଉଦ୍ୟମ କରି ବିଫଳ ହୋଇଥିବା ଜଣାପଡିଛି। ଏ ନେଇ...

Advertisement


Archives

Model This Week