କୁକୁର ସହିତ ସ୍ନୁକର ଖେଳିଲେ ସୋନାକ୍ଷୀ: ଇନଷ୍ଟାଗ୍ରାମ୍‌ରେ ଭିଡ଼ିଓ ଭାଇରାଲ

ମୁମ୍ବାଇ: ଏବେ ବଲିଉଡ୍‌ ଅଭିନେତ୍ରୀ ସୋନାକ୍ଷୀ ସିହ୍ନାଙ୍କର ଏକ ଭିଡ଼ିଓ ସୋସିଆଲ୍‌ ମିଡ଼ିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ୧ ମିନିଟ୍‌ର ଏହି ଭିଡ଼ିଓରେ ସୋନାକ୍ଷୀ ସ୍ନୁକର ଖେଳୁଥିବା ଦେଖିବାକୁ ମିଳୁଛି। ତେବେ ତାଙ୍କ ପୋଷା କୁକୁର ସ୍ନୁକର ବଲ୍‌କୁ ଧରିବା ପାଇଁ ଟେବୁଲ ଚାରିପଟେ ଦୌଡ଼ି ବୁଲୁଛି। ସୋନାକ୍ଷୀଙ୍କୁ ଏହା ବେଶ୍‌ ଆନନ୍ଦ ଦେଉଥିବା ଦେଖିବାକୁ ମିଳୁଛି। ଶେଷରେ ସୋନାକ୍ଷୀ କୁକୁରକୁ କୁଣ୍ଢାଇ ପକାଉଛନ୍ତି। ଏହି ଭିଡ଼ିଓକୁ ସେ ଇନଷ୍ଟାଗ୍ରାମ୍‌ରେ ଶେୟାର କରିଛନ୍ତି। ବହୁ ୟୁଜର ପୋଷା କୁକୁର ସହିତ ସୋନାକ୍ଷୀଙ୍କ ଏଭଳି ଆଚରଣକୁ ପସନ୍ଦ କରି ସକାରାତ୍ମକ କମେଣ୍ଟ୍‌ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲ ଗାନ୍ଧୀଙ୍କୁ ଡେଟ୍‌ କରିବାକୁ ଚାହୁଁଥିଲେ ଏହି ଲୋକପ୍ରିୟ ଅଭିନେତ୍ରୀ: କହିଥିଲେ..

ବମ୍ବେ: ଅନୁଷ୍କାଙ୍କ ପରେ ଖୁବ୍‌ଶୀଘ୍ର ଖୁସି ଖବର ଶୁଣାଇବେ ବେବୋ। ଦ୍ୱିତୀୟ ଥର ପାଇଁ ସେ ମା’ ହେବାକୁ ଯାଉଛନ୍ତି। ଏହାକୁ ନେଇ କରିନା ଚର୍ଚ୍ଚାରେ...

୧୦ ବର୍ଷ ହେଲାଣି ଏହି ରୋଗ ସହ ଲଢ଼ୁଛନ୍ତି ସୁମୋନା: ଏବେ ଚତୁର୍ଥ ଷ୍ଟେଜ୍‌ରେ…

ବମ୍ବେ: ଲକ୍‌ଡାଉନ୍‌ରେ ଦୁଃଖ ବଖାଣିଛନ୍ତି କମେଡିଆନ୍‌ ତଥା ଅଭିନେତ୍ରୀ ସୁମୋନା ଚକ୍ରବର୍ତ୍ତୀ। ‘ଦ କପିଲ ଶର୍ମା ଶୋ’ରେ ନଜର ଆସୁଥିବା ସୁମୋନାଙ୍କ ପାଖରେ ଏବେ କୌଣସି...

କାର୍‌ ଦୁର୍ଘଟଣା ପରେ ଚାପୁଡ଼ା ମାରି ଫସିଲେ ଏହି ଅଭିନେତା

ବମ୍ବେ: ଅଡ଼ୁଆରେ ଫିଲ୍ମ ନିର୍ମାତା ତଥା ଅଭିନେତା ମହେଶ ମାଞ୍ଜରେକର। ଜଣେ ବ୍ୟକ୍ତି ତାଙ୍କ ନାମରେ ଥାନାରେ ଅଭିଯୋଗ କରିଛନ୍ତି। ମହାରାଷ୍ଟ୍ରରେ ମହେଶଙ୍କ ଗାଡ଼ିକୁ ତାଙ୍କ...

ୟୁ ଟ୍ୟୁବ୍‌ ଚାନେଲ ଖୋଲିବେ ସଲ୍‌ମାନ

ମୁମ୍ବାଇ: ବଲିଉଡ୍‌ର ମୋଷ୍ଟ ଇଲିଜିବଲ୍‌ ବ୍ୟାଚେଲର ସଲ୍‌ମାନ ଖାନ୍‌ ବହୁତ ଶୀଘ୍ର ନିଜର ୟୁ ଟ୍ୟୁବ୍‌ ଚ୍ୟାନେଲ ଖୋଲିବାକୁ ଯାଉଛନ୍ତି। ଏହି ଖବର ନିଶ୍ଚିତ ଭାବେ...

ଓଡ଼ିଆ ଯାତ୍ରା ଜଗତର ଦୁଇ ଅରୁଣ: ନାଟକ ଲେଖିବା ଯାହାଙ୍କ ନିଶା

ଓଡ଼ିଆ ଯାତ୍ରା ଜଗତର ଦୁଇ ସ୍ବନାମଧନ୍ୟ ନାଟ୍ୟକାର ଅରୁଣ ବାରିକ ଓ ଅରୁଣ ନାୟକ। ନାଟକ ଲେଖିବା ଏମାନଙ୍କର ପ୍ରାୟତଃ ଏକ ନିଶା। ପ୍ରତିବର୍ଷ ଏମାନେ...

ମା’, ପତ୍ନୀଙ୍କ ପ୍ରେରଣା ଆଗେଇ ନଉଛି: ଯାତ୍ରା ଜଗତର ବ୍ୟାଡ୍‌ ବୟ ଶୁଭ

‘ମୁଁ ଶୁଭଙ୍କର ସାମନ୍ତରାଏ! ମୋ ସହ ବନ୍ଧୁତା କଲେ ମୁଁ ଶୁଭଫଳ ଦିଏ। ଆଉ ବେଇମାନି କଲେ ଅଶୁଭ ଗ୍ରହ ସାଜି ବରବାଦ କରିଦିଏ। ବରବାଦ!’...

ଫିଟ୍‌ ଇଣ୍ଡିଆ ମୁଭମେଣ୍ଟକୁ ନେଇ ପ୍ରସ୍ତୁତ ବଲିଉଡ୍‌

ମୁମ୍ବାଇ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଫିଟ୍‌ ଇଣ୍ଡିଆ ମୁଭମେଣ୍ଟର ଶୁଭାରମ୍ଭ କରିଛନ୍ତି। ନୂଆଦିଲ୍ଲୀସ୍ଥିତ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଏହାର ଶୁଭାରମ୍ଭ କରାଯାଇଥିବା ବେଳେ ଦେଶକୁ...

ଇଜିପ୍ଟର ସୁପରଷ୍ଟାରଙ୍କ ସହ ନଜର ଆସିବେ ବଲିଉଡର‌ ଏହି ଅଭିନେତ୍ରୀ

ବଲିଉଡ୍‌ ଅଭିନେତ୍ରୀ ଉର୍ବଶୀ ରୌତେଲା ନିଜର ବୋଲ୍ଡ ଇମେଜ ପାଇଁ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ତାଙ୍କର ଫିଲ୍ମ କ୍ୟାରିୟର ସେତେଟା ସଫଳ ହୋଇପାରି ନାହିଁ। କିନ୍ତୁ...

Advertisement
Seven Jackpot


Archives

Model This Week