କୁଖ୍ୟାତ ଅପରାଧୀ ମୁସିମ ଏନ୍‌କାଉଣ୍ଟରରେ ଆହତ

ସମ୍ବଲପୁର ଅଫିସ୍‌,୨।୯: ଏନକାଉଣ୍ଟରରେ କୁଖ୍ୟାତ ଅପରାଧୀ ମୁସିମ ଅଖତାର ଆହତ ହୋଇଛି। ସୋମବାର ଭୋର ୫ଟା ୨୦ ମିନଟରେ ସିଟି ଷ୍ଟେସନ ନିକଟରେ ଏହି ଏନକାଉଣ୍ଟର ଘଟିଛି। ମୁସିମ୍‌ଙ୍କ ଡାହାଣ ଗୋଡ଼ରେ ଗୁଳି ବାଜିଥିବାର ସୂଚନା ମିଳିଛି। ସୂଚନା ଅନୁସାରେ, ସିଟି ଷ୍ଟେସନ ନିକଟରେ ମୁସିମ ବୁଲାବୁଲି କରୁଥିବା ନେଇ କୌଣସି ସୂତ୍ରରୁ ଖବର ପାଇ ଧନୁପାଲି ପୋଲିସ ଓ ସ୍ପେଶାଲ ସ୍କ୍ବାଡ ଟିମ ଷ୍ଟେସନରେ ଚଢାଉ କରିଥିଲେ। ଏହି ସମୟରେ ହଠାତ୍‌ ମୁସିମ୍‌ ପୋଲିସ ଉପରକୁ ପାଲଟା ଗୁଳି ଚଳାଇଥିଲେ। ଯାହାର ଜବାବରେ ପୋଲିସ ମୁସିମଙ୍କୁ ଏନକାଉଉଣ୍ଟର କରିଥିଲା। ମୁସିମ୍‌ଙ୍କ ପାଲଟା ଗୁଳିରେ ଜଣେ ଏଏସଆଇ ଆହତ ହୋଇଛନ୍ତି। ତାଙ୍କ ନାଁରେ ବିଭିନ୍ନ ଥାନାରେ ୧୫ରୁ ଅଧିକ ମାମଲା ରହିଛି। ମୁସିମଙ୍କ ନିକଟରୁ ଗୋଟିଏ ୯ ଏମଏମ ପିସ୍ତଲ, ଗୋଟିଏ ଗୁଳି ଓ ୪ହଜାର ଟଙ୍କା ପୋଲିସ୍‌ ଜବତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ ଆର୍‌ବିଆଇ ଗଭର୍ନର

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଗୁରୁବାର ରିଜର୍ଭ ବ୍ୟାଙ୍କ୍‌ ଗଭର୍ନର ଶକ୍ତିକାନ୍ତ ଦାସ ଲୋକସେବା ଭବନରେ ସାକ୍ଷାତ କରିବେ। ଏହି ବୈଠକ ସୌଜନ୍ୟମୂଳକ ବୋଲି କୁହାଯାଇଛି।...

‘ନିର୍ଭୟ’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର ଅଫିସ,୨୪ା୬: ବାଲେଶ୍ୱରସ୍ଥିତ ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରର ୩ ନଂ ଲଞ୍ଚ୍‌ ପ୍ୟାଡ୍‌ରୁ ଗୁରୁବାର ପୂର୍ବାହ୍ନ ୧୦ଟା ୪୩ ମିନିଟ୍‌ରେ ଦୂରଗାମୀ ସବ୍‌ସୋନିକ କ୍ରୁଜ...

ସଙ୍ଗୀତଜ୍ଞ ଶାନ୍ତନୁ ମହାପାତ୍ର ଅସୁସ୍ଥ

ଭୁବନେଶ୍ୱର,୨୯।୧୨(ବ୍ୟୁରୋ): ବରିଷ୍ଠ ଖ୍ୟାତନାମା ଓଡ଼ିଆ ସଙ୍ଗୀତଜ୍ଞ ଶାନ୍ତନୁ ମହାପାତ୍ର (୮୪) ଗୁରୁତର ଅସୁସ୍ଥ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ସେ ନିମୋନିଆ ସହ ଅନ୍ୟ କେତେକ...

ଜୁନ ୧୮ ଯାଏ ବଢ଼ିଲା ସମସ୍ତ ଅନ୍ତରୀଣ ନିର୍ଦ୍ଦେଶ

କଟକ ଅଫିସ,୬।୫: ଏକ ଜନସ୍ବାର୍ଥ ମାମଲାର ଶୁଣାଣି କରି ମଙ୍ଗଳବାର କେତେକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ବିଭିନ୍ନ ମାମଲାରେ ପୂର୍ବରୁ ହାଇକୋର୍ଟ କିମ୍ବା ନିମ୍ନକୋର୍ଟଗୁଡ଼ିକ...

ସ୍ବତନ୍ତ୍ର ଏଡିଜେ କୋର୍ଟରେ ହାଜର ହେଲେ ଜୟନାରାୟଣ

ଭୁବନେଶ୍ୱର,୧୭।୩(ବ୍ୟୁରୋ): ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ଭୁବନେଶ୍ବର ସ୍ବତନ୍ତ୍ର ଏଡିଜେ କୋର୍ଟରେ ଶୁକ୍ରବାର ହଜାର ହୋଇଛନ୍ତି। ଜୟନାରାୟଣଙ୍କ ସହ ଆଉ ୧୨ ଜଣ ମଧ୍ୟ...

ଛାତ୍ରୀଛାତ୍ରଙ୍କ ସହ ମଧ୍ୟାହ୍ନ ଭୋଜନ ଖାଇଲେ ବିଡିଓ

ବନ୍ତ, ୨୬ା୧୧(ସ୍ବ.ପ୍ର.)- ଭଦ୍ରକ ଜିଲା ବନ୍ତ ବିଡିଓ ରେବିକା ବିଲୁଙ୍ଗ ମଙ୍ଗଳବାର ବଡ ବର୍ଚ୍ଚିକୟାଁ ପଞ୍ଚାୟତ ପରିଦର୍ଶନରେ ଯାଇ ବିଭିନ୍ନ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିବା...

ପୁଅର ଠେଙ୍ଗା ମାଡରେ ଚାଲିଗଲା ବାପାଙ୍କ ଜୀବନ

ଲହଣୀପଡ଼ା,୨୫।୧୦(ଡି.ଏନ.ଏ): ପୁଅର ଠେଙ୍ଗା ମାଡ଼ରେ ବାପର ମୃତ୍ୟୁ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନା ଅନ୍ତର୍ଗତ କୁଡେଇକଳା ପଞ୍ଚାୟତ ଘଣିଘଷା...

ଦିବ୍ୟାଙ୍ଗ ନାବାଳିକାଙ୍କୁ ବଳାତ୍କାର ଘଟଣା, ଅଭିଯୁକ୍ତ ଗିରଫ

ପାଟଣା,୧୭।୯(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ଥାନା ଗଣ୍ଡବେଡା ପଞ୍ଚାୟତ ଦାନୁଆ ଟାଙ୍ଗରପଡା ଅଞ୍ଚଳର ଜଣେ ୨୮ ବର୍ଷୀୟ ଯୁବକଙ୍କୁ ମଙ୍ଗଳବାର ପାଟଣା ପୋଲିସ ଦିବ୍ୟାଙ୍ଗ ନାବାଳିକାଙ୍କୁ ବଳାତ୍କାର...

Advertisement
Archives

Model This Week