‘କୁଛ୍‌ କୁଛ୍‌ ହୋତା ହୈ’ ରିମେକ୍‌ ହେଲେ ନଜର ଆସିବେ ଏହି ଅଭିନେତ୍ରୀ, ଅଭିନେତା

ବଲିଉଡ୍‌ରେ ଏମିତି କିଛି ଫିଲ୍ମ ଅଛି, ଯାହା ସବୁ ସମୟରେ ଦର୍ଶକଙ୍କ ହୃଦୟରେ ରାଜ୍‌ କରୁଛି। ଏମିତି ଏକ ଲୋକପ୍ରିୟ ଫିଲ୍ମ ହେଉଛି ‘କୁଛ୍‌ କୁଛ୍‌ ହୋତା ହୈ’। କରଣ ଜୋହରଙ୍କ ନିର୍ଦ୍ଦେଶନାରେ ୧୯୯୮ରେ ରିଲିଜ ହୋଇଥିବା ଏହି ଫିଲ୍ମରେ ରାଣୀ ମୁଖାର୍ଜୀ, କାଜଲ ଏବଂ ଶାହାରୁଖ୍‌ଙ୍କୁ ଦେଖିବାକୁ ମିଳିଥିଲା। ଏହି ତିନି ଜଣଙ୍କ ଅଭିନୟକୁ ଦର୍ଶକ ଖୁବ୍‌ ପସନ୍ଦ କରିଥିଲେ।

ସୋସିିଆଲ ମିଡିଆରେ କରଣଙ୍କୁ ଫ୍ୟାନ୍‌ମାନେ ‘କୁଛ୍‌ କୁଛ୍‌ ହୋତା ହୈ’ ଫିଲ୍ମର ରିମେକ୍‌ ସମ୍ପର୍କରେ ସବୁବେଳେ ପଚାରିଥାନ୍ତି। ଏବେ ବି ସମସ୍ତଙ୍କ ମନରେ ପ୍ରଶ୍ନ ଯଦି ଏହି ଫିଲ୍ମର ରିମେକ୍‌ ଆସେ ତେବେ ଷ୍ଟାର କେଉଁମାନେ ରହିବେ। ମେଲବୋର୍ଣ୍ଣରେ ଆୟୋଜିତ ଇଣ୍ଡିିଆନ୍‌ ଫିଲ୍ମ ଫେଷ୍ଟିଭାଲ୍‌ରେ ଯୋଗ ଦେଇଥିବା କରଣଙ୍କୁ ଯେତେବେଳେ ‘କୁଛ୍‌ କୁଛ୍‌ ହୋତା ହୈ’ ଫିଲ୍ମର ରିମେକ୍‌ ସମ୍ପର୍କରେ ପଚରାଗଲା କରଣ ଖୁବ୍‌ ରୋଚକପୂର୍ଣ୍ଣ ଉତ୍ତର ଦେଇଥିଲେ।

ସେ କହିଛନ୍ତି, ଯଦି ଏହାର ରିମେକ୍‌ କରାଯାଏ, ତେବେ ରାହୁଲ ଭୂମିକାରେ ରଣବୀର ସିଂହ ଅଭିନୟ କରିବେ, ଯେଉଁ ଭୂମିକା ଶାହାରୁଖଙ୍କୁ ମିଳିଥିଲା। କାରଣ ରଣବୀର ହିଁ ସେହି ଭୂମିକା ପାଇଁ ପୂରା ଫିଟ୍‌। ସେହିପରି ଅଞ୍ଜଳି ଭୂମିକାରେ ଆଲିଆ ଭଟ୍ଟ ଏବଂ ଟିନା ଭୂମିକାରେ ଜାହ୍ନବୀ କପୁରଙ୍କୁ ନେବେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri