ସୁନ୍ଦରଗଡ଼,୨୯।୯(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ କୁରୁଞ୍ଜାଠାରେ ଝାଡ଼ଖଣ୍ଡୀ ହାତୀପଲ ଆକ୍ରମଣରେ ଅପରାହ୍ନରେ ଜଣଙ୍କର ମୃତ୍ୟୁ ଘଟିଛି। ଏପର୍ଯ୍ୟନ୍ତ ମୃତକଙ୍କ ପରିଚୟ ମିଳିି ନାହିଁ।
ସୂଚନାଯୋଗ୍ୟ, ଉକ୍ତ ବ୍ଲକ ଗଙ୍ଗାଜଳ ଗ୍ରାମ ନିକଟକୁ ଶନିବାର ରାତିରେ ଝାଡ଼ଖଣ୍ଡୀ ହାତୀପଲ ଚାଲିଆସିଥିଲେ। ରବିବାର ହାତୀପଲକୁ ଘଉଡାଇବା ଲାଗି ବନ ବିଭାଗ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଥିଲା। ରାଉରକେଲା-ସମ୍ବଲପୁର ବିଜୁ ଏକ୍ସପ୍ରେସ୍ ଓ୍ବେର ଗଙ୍ଗାଜଳ ବସଷ୍ଟାଣ୍ଡଠାରେ ସକାଳ ୮ ଟାରୁ ବନବିଭାଗ ରୋଡ ବ୍ଲକିଂ କରି ହାତୀପଲକୁ ଘଉଡାଇବା କାର୍ଯ୍ୟ ଜାରି ରଖିଥିଲା।
Posted inHome Left, ଆମ ଜିଲା ଖବର, ସୁନ୍ଦରଗଡ଼ View All
ପୂର୍ବତନ ବିଧାୟକଙ୍କ ଘରବାହୁଡା: ଆଜି କଂଗ୍ରେସରେ ସାମିଲ ହେବେ ସାଧୁ ନେପାକ
ବରଗଡ଼,୧୧।୪( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ପୂର୍ବତନ ବିଧାୟକ ସାଧୁ ନେପାକ ଶନିବାର କଂଗ୍ରେସକୁ ଫେରୁଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ପୂର୍ବାହ୍ନ ୧୧ଟାରେ ସେ ଭୁବନେଶ୍ବରସ୍ଥିତ…
ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…
ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…
ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…
ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା ୨୬ ନଂ…
ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ
ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…
ଏଲ୍ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…
କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…
ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ
ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…
ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ…
ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…
ଲୋକକଳା ପାଇଁ ଦିନଟିଏ
ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…
Archives

