କୁନ୍ଦୁଲି ଗଣବଳାତ୍କାର ଘଟଣା: ହାଇକୋର୍ଟରେ ପୂର୍ଣ୍ଣାଙ୍ଗ ରିପୋର୍ଟ ଦାଖଲ କଲା ଏସ୍‌ଆଇଟି

କଟକ ଅଫିସ,୨୩।୧୨: କୁନ୍ଦୁଲି ଗଣବଳାତ୍କାର ଓ ମୃତ୍ୟୁ ମାମଲାରେ ସୋମବାର ହାଇକୋର୍ଟରେ ପୂର୍ଣ୍ଣାଙ୍ଗ ରିପୋର୍ଟ ଦାଖଲ କରିଛି ଏସ୍‌ଆଇଟି। ରିପୋର୍ଟ ଦାଖଲ ପରେ ହାଇକୋର୍ଟ ଉକ୍ତ ମାମଲାର ଅନ୍ତ ଘଟାଇବା ସହିତ ଟ୍ରାଏଲ କୋର୍ଟରେ ମଧ୍ୟ ଉକ୍ତ ରିପୋର୍ଟକୁ ଦାଖଲ କରିବାକୁ ଏସ୍‌ଆଇଟିକୁ ଆଦେଶ ଦେଇଛନ୍ତି। ସେହିପରି ଆବେଦନକାରୀଙ୍କର ଯଦି କିଛି ଆପତ୍ତି ଥାଏ ତେବେ ସେ ତଳକୋର୍ଟଙ୍କ ଦ୍ୱାରସ୍ଥ ହୋଇପାରିବେ ବୋଲି ହାଇକୋର୍ଟ କହିଛନ୍ତି।
ସୂଚନାଯୋଗ୍ୟ,କୁନ୍ଦୁଲି ଘଟଣାର ସିବିଆଇ ତଦନ୍ତ ଦାବି କରି ମୃତା ପୀଡ଼ିତାଙ୍କ ମା’ ଓ ପୂର୍ବତନ ଏମ୍‌ପି ଖାରବେଳ ସ୍ବାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ମାତ୍ର ସିବିଆଇ ତଦନ୍ତ ଦାବିକୁ ହାଇକୋର୍ଟ ଅଗ୍ରାହ୍ୟ କରିବା ସହିତ ମାମଲାର ତଦନ୍ତ ନିମନ୍ତେ ଏସ୍‌ଆଇଟି ଗଠନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷିଲା ଭାଜପା: ତଥ୍ୟ ନଷ୍ଟ କରିବାକୁ ବିବାଦୀୟ ଅତିଥି ଭବନକୁ ଜାଣିଶୁଣି ଭାଙ୍ଗିଛି ଜିଲା ପ୍ରଶାସନ

ଭୁବନେଶ୍ୱର,୮।୨(ବ୍ୟୁରୋ): ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତ ନିର୍ବାହୀ ଅଧିକାରିଣୀ(ପିଇଓ) ସ୍ମିତାରାଣୀ ବିଶ୍ୱାଳଙ୍କ ମୃତ୍ୟୁ ଘଟଣାରେ ସମ୍ପୃକ୍ତ ଥିବା ଅତିଥି ଭବନକୁ ଭାଙ୍ଗିବା ନେଇ...

ରାଜ୍ୟରୁ ଆଉ ୧୫ ଜୀବନ ନେଲା କରୋନା, ୭୬୭ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର,୨୫ା୯(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୧୫ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୭୬୭କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ...

ଜିଲା ଶିଳ୍ପକେନ୍ଦ୍ର ପକ୍ଷରୁ କର୍ମଶାଳା

ଯାଜପୁର ରୋଡ,୨|୮(ନି.ପ୍ର.)- ଯାଜପୁର ଜିଲା ଶିଳ୍ପକେନ୍ଦ୍ର ଏବଂ ଆଲ୍ଲାହାବାଦ ବ୍ୟାଙ୍କର ମିଳିତ ସହଯୋଗରେ ଗୁରୁବାର ଯାଜପୁର ରୋଡସ୍ଥିତ ଉଚ୍ଛବପ୍ୟାଲେସ୍‌ଠାରେ କ୍ଷୁୁଦ୍ର ଉଦ୍ୟୋଗ ଶିଳ୍ପସଂସ୍ଥା(ଏମ୍‌ଏସ୍‌ଏମ୍‌ଇ) ପ୍ରକଳ୍ପ ପାଇଁ...

ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ ଜେଲଦଣ୍ଡ

ଭୁବନେଶ୍ୱର,(ବ୍ୟୁରୋ)୨୩ା୮:ଖଣ୍ଡଗିରି ଥାନା ଅନ୍ତର୍ଗତ ଡୁମୁଡୁମା ଫେଜ୍‌-୨ରେ ୨୦୧୬ ଡିସେମ୍ବର ୩୧ ରାତିରେ ଜଣେ ମହିଳାଙ୍କୁ ହତ୍ୟା କରିବା ମାମଲାରେ ସୋମବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ...

ଅତାବିରା ଏନ୍‌ଏସି ନିର୍ବାଚନ: ବୁଥ୍‌ରେ ପହଞ୍ଚିଲେ ପୋଲିଂ ଅଧିକାରୀ

ସରଣ୍ଡା,୨।୪(ଡି.ଏନ୍‌.ଏ.): ବରଗଡ଼ ଜିଲା ଅତାବିରା ଏନ୍‌ଏସି ନିର୍ବାଚନ ପାଇଁ ସୋମବାର ଭୋଟ୍‌ ଗ୍ରହଣ କରାଯିବ। ସକାଳ ୮ଟାରୁ ଆରମ୍ଭ ହୋଇ ଅପରାହ୍ନ ୫ଟା ଯାଏ ଚାଲିବ।...

ବରଗଡ଼ରେ ଲୁଟେରାଙ୍କ ରାଜ୍‌, ଦିନ ଦ୍ୱିପ୍ରହରରେ ଟଙ୍କା, ଗହଣା ଲୁଟ୍‌

ବରଗଡ଼ ଅଫିସ,୨୭।୯: ବରଗଡ଼ ସହରରେ ଲୁଟେରାଙ୍କ ଦୌରାତ୍ମ୍ୟ ବଢ଼ି ଚାଲିଛି । ମଙ୍ଗଳବାର ଦିନ ଦ୍ୱିପ୍ରହରରେ୨ ଲୁଟେରା ସ୍ଥାନୀୟ ୱାର୍ଡ଼ ନଂ-୧ କେଶବନଗରରେ ଲୁଟ୍‌ପାଟ୍‌ କରିଛନ୍ତି...

ଛୁରାମାଡ଼ କରି ଲୁଟୁଥିବା ଗ୍ୟାଙ୍ଗ ଧରାପଡିଲା

ଭୁବନେଶ୍ୱର,୭।୬(ବ୍ୟୁରୋ):ରାତିହେଲେ ରାଜଧାନୀରେ ମୁଖ୍ୟ ରାସ୍ତାଠାରୁ ଗଳିକନ୍ଦି ଘୁରି ବୁଲୁଥିଲେ। ଯାହାକୁ ପାରିଲେ ଛୁରାମାଡ଼ କରି ଲୁଟୁଥିଲେ। ଗତ ୧୬ ତାରିଖରେ ଜଣେ ଧୂପ ବ୍ୟବସାୟୀଙ୍କୁ ଛୁରି...

ରାଜ୍ୟ ସରକାରଙ୍କୁ ବିସ୍ତୃତ ରିପୋର୍ଟ ଦାଖଲ ନିର୍ଦ୍ଦେଶ

କଟକ ଅଫିସ,୧୩ା୧: ରାଜ୍ୟରେ ଚାଲିଥିବା ବେଆଇନ ଗୋହତ୍ୟା ଓ ଗୋ-ଚାଲାଣ ରୋକିବାକୁ ସରକାର କ’ଣସବୁ ପଦକ୍ଷେପ ନେଇଛନ୍ତି, ସେ ସମ୍ପର୍କରେ ବିସ୍ତୃତ ରିପୋର୍ଟ ଦାଖଲ କରିବାକୁ...

Advertisement
Archives

Model This Week