Posted inଜାତୀୟ

କୁମାରୀତ୍ୱ ପରୀକ୍ଷା ବିରୋଧରେ ସ୍ବର ଉତ୍ତୋଳନ କରୁଥିବା ପରିବାରକୁ ବାସନ୍ଦ: ୪ ଗିରଫ

ମୁମ୍ବାଇ,୧୬।୫: ମହାରାଷ୍ଟ୍ର ଥାଣେ ଜିଲାରେ ବିବାହ ପୂର୍ବରୁ କନ୍ୟାଙ୍କ କୁମାରୀତ୍ୱ ପରୀକ୍ଷା ବିରୋଧରେ ସ୍ବର ଉତ୍ତୋଳନ କରିଥିବା ଏକ ପରିବାରକୁ ସାମାଜିକ ବାସନ୍ଦ କରାଯାଇଛି। ଏହି ମାମଲାରେ ଅଭିଯୋଗ ଆଧାରରେ ୪ ଜଣଙ୍କୁ ଗିରଫ କରାଯାଇଛି। ଏଠାରେ ବାସ କରୁଥିବା ବବେକ ତମାଇଚିକରଙ୍କ ପରିବାର ଗତ କିଛି ବର୍ଷ ଧରି ଏଭଳି ପରମ୍ପରାକୁ ବିରୋଧ ଜାରି ରଖିଛି। ତେବେ ପଞ୍ଚାୟତର ନିର୍ଦ୍ଦେଶକ୍ରମେ ସ୍ଥାନୀୟ ଲୋକେ ବିବେକଙ୍କ ବୁଢ଼ୀମାଙ୍କର ଅନ୍ତିମ ସଂସ୍କାରରେ ସାମିଲ୍‌ ହେବାକୁ ମନା କରିଥିଲେ। ଅପରପକ୍ଷରୁ ଲୋକେ ସେହି ଦିନ ଏଠାରେ ଥିବା ଏକ ବିବାହ ଉତ୍ସବରେ ଯୋଗ ଦେଇଥିଲେ। ମହାରାଷ୍ଟ୍ର ସରକାର ଏହି ପରମ୍ପରାକୁ ଅପରାଧ ଭାବେ ଘୋଷଣା କରିଛନ୍ତି। ମାତ୍ର ଆଇନ କାନୁନ କେବଳ କାଗଜ ପତ୍ରରେ ଥିବା ଅଭିଯୋଗ ହେଉଛି। ଏନେଇ ରାଜ୍ୟ ସ୍ବରାଷ୍ଟ୍ର ମନ୍ତ୍ରୀ ରଣଜୀତ୍‌ ପାଟିଲ୍‌ ଏହି ମାମଲାରେ ଦୋଷୀ ବିରୋଧରେ ଦୃଢ଼ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବାର ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୪ ଘଣ୍ଟାରେ ଲକ୍ଷେରୁ ଅଧିକ ସୁସ୍ଥ

ନୂଆଦିଲ୍ଲୀ, ୨୨।୯: ଭାରତ ପୃଥିବୀରେ ରେକର୍ଡ କରିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ଦେଶରେ ଲକ୍ଷେ ଏକ ହଜାର ୪୬୮ ଜଣ କରୋନା ଆକ୍ରାନ୍ତ...

ମା’ କ୍ଷୀରରେ କୀଟନାଶକ

ଲକ୍ଷ୍ନୌ,୩୧।୧:ନବଜାତ ଶିଶୁଙ୍କ ପାଇଁ ମା’ କ୍ଷୀର ପ୍ରଥମ ଆହାର। ଗୁରୁତ୍ୱ ଦୃଷ୍ଟିରୁ ଏହାକୁ ଅମୃତ ଆଖ୍ୟା ଦିଆଯାଇଛି। ଡାକ୍ତରଙ୍କ ମତରେ ମା’ କ୍ଷୀରରୁ ହିଁ ଶିଶୁକୁ...

ମୋଦିଙ୍କ ଲେହ ଗସ୍ତକୁ ଦେଖି ଅଡୁଆରେ ପଡିଗଲାଣି ଚାଇନା

ନୂଆଦିଲ୍ଲୀ,୩।୭: ଲଦ୍ଦାଖର ବାସ୍ତବିକ ନିୟନ୍ତ୍ରଣ ରେଖା(ଏଲ୍‌ଏସି)ରେ ଭାରତ-ଚାଇନା ମଧ୍ୟରେ ଲାଗି ରହିଥିବା ଉତ୍ତେଜନାପୂର୍ଣ୍ଣ ପରିସ୍ଥିତି ଭିତରେ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ହଠାତ୍‌ ଲେହ ଗସ୍ତ...

କର୍ନାଟକରେ ମୁଖ୍ୟମନ୍ତ୍ରୀ ପଦକୁ ନେଇ କଂଗ୍ରେସର ପୋଷ୍ଟର ଓ୍ବାର

ବେଙ୍ଗାଲୁରୁ,୧୪।୫: କର୍ନାଟକ ବିଧାନସଭା ନିର୍ବାଚନରେ କଂଗ୍ରେସକୁ ସଂଖ୍ୟା ଗରିଷ୍ଠତା ମିଳିବା ପରେ ଏବେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଦଳ ଭିତରେ ଚାପା ଗୁଞ୍ଜରଣ ଆରମ୍ଭ ହୋଇଛି।...

ଆଖୁ ଜମିରେ କାମ କରିବା ଲାଗି ୩ ବର୍ଷରେ କଢ଼ାଯାଇଛି ୪ ହଜାରରୁ ଅଧିକ ମହିଳାଙ୍କ ଗର୍ଭାଶୟ: ସରକାର ଦେଲେ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୯।୬: ମହାରାଷ୍ଟ୍ର ବିଡ୍‌ ଜିଲାରେ ଆଖୁ ଜମିରେ କାମ କରିବା ପାଇଁ ମହିଳାଙ୍କ ଗର୍ଭାଶୟ କଢ଼ାଯାଇଥିବା ଅଭିଯୋଗ ହୋଇଛି। ଅଭିଯୋଗ ଆଧାରରେ ଏହାର ତଦନ୍ତ ପାଇଁ...

ପୁଣି ତେଜିଲା ସିଏଏ ନିଆଁ

ନୂଆଦିଲ୍ଲୀ/ଗୁଆହାଟୀ,୨୩ା୧: ୨୦୧୯ ଡିସେମ୍ବର ୧୧ରେ ପାର୍ଲାମେଣ୍ଟରେ ଗୃହୀତ ହୋଇଥିଲା ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)। ଏହି ବିବାଦୀୟ ଆଇନ ପ୍ରତ୍ୟାହାର ଦାବିରେ ଶତାଧିକ ଲୋକଙ୍କ ଜୀବନ...

ଆର୍‌ଟିଆଇ ଆଇନକୁ ୧୪ ପୂରିଲା: ସୂଚନା କମିଶନରେ ଗଡ଼ୁଛି ୨ ଲକ୍ଷ ମାମଲା

ନୂଆଦିଲ୍ଲୀ,୧୩ା୧୦(ଆଇଏଏନ୍‌ଏସ୍‌): ଦେଶର ସୂଚନା କମିଶନଗୁଡ଼ିକ ନିକଟରେ ୨ ଲକ୍ଷରୁ ଊର୍ଦ୍ଧ୍ୱ ମାମଲା ଗଡ଼ୁଛି। ସୂଚନା ଅଧିକାର (ଆର୍‌ଟିଆଇ) ଆଇନ, ୨୦୦୫କୁ ଶନିବାର ୧୪ ବର୍ଷ ପୂରିଛି।...

ଭୂମି ପୂଜନରେ କରୋନା ନେଗେଟିଭ୍‌ ଅତିଥି ହେବେ ସାମିଲ୍‌

ଅଯୋଧ୍ୟା, ୩।୮: ଅଗଷ୍ଟ ୫ରେ ଅଯୋଧ୍ୟାରେ ରାମ ମନ୍ଦିର ଭୂମି ପୂଜନ ଉତ୍ସବ ଅନୁଷ୍ଠିତ ହେବ। ଏଥିପାଇଁ ଅତିଥିଙ୍କ ପାଖକୁ ନିମନ୍ତ୍ରଣ କାର୍ଡ ପଠାଯାଇଛି। ତେବେ...

Advertisement
Archives

Model This Week