Posted inଜାତୀୟ

କୁମାର ବିଶ୍ୱାସଙ୍କ ଘରୁ କାର୍‌ ଚୋରି

ଲକ୍ଷ୍ନୌ,୧୫।୨: କବି, ସାହିତ୍ୟକାର ତଥା ଏଏପି ନେତା କୁମାର ବିଶ୍ୱାସଙ୍କ ଘରୁ କାର୍‌ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଉତ୍ତରପ୍ରଦେଶ ଗାଜିଆବାଦର ଇନ୍ଦିରାପୁରମସ୍ଥିତ ତାଙ୍କ ବାସଭବନ ବାହାରୁ ଫର୍ଚ୍ୟୁନ କାର ଚୋରି ହୋଇଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମାମଲା ରୁଜୁ କରିବା ସହ ଏହାର ଯାଞ୍ଚ ପାଇଁ ଏକ ଟିମ୍‌ ଗଠନ କରିଛି। ସୂଚନାଯୋଗ୍ୟ, ଦେଶ ବିଦେଶର ମଞ୍ଚରେ ସକ୍ରିୟ ରହୁଥିବା କୁମାରଙ୍କ ସାହିତ୍ୟ ଓ କବିତାର ବହୁ ନାଁ ରହିଛି। ବହୁ ସମୟରେ ସାମାଜିକ ପ୍ରସଙ୍ଗକୁ ନେଇ ସେ ସରକାରଙ୍କୁ ଘେରି ବିବାଦ ଘେରକୁ ଚାଲିଆସିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫ ବର୍ଷରେ ପାଞ୍ଚ କୋଟି ନିଯୁକ୍ତି ଦେବାକୁ ଚେଷ୍ଟା କରୁଛନ୍ତି ସରକାର : ଗଡକରି

ନୂଆଦିଲ୍ଲୀ,୧୫।୧୨: ଆସନ୍ତା ପାଞ୍ଚ ବର୍ଷ ମଧ୍ୟରେ ସରକାର ପାଞ୍ଚ କୋଟି ନିଯୁକ୍ତି ସୁଯୋଗ ସୃଷ୍ଟି କରିବାକୁ ଚେଷ୍ଟା କରୁଛନ୍ତି। ବର୍ତ୍ତମାନ ଗ୍ରାମୀଣ ଶିଳ୍ପଗୁଡିକ ବାର୍ଷିକ ୮୦,୦୦୦...

ଦେଶକୁ ମିଳିବ ଚିଫ୍‌ ଅଫ୍‌ ଡିଫେନ୍ସ ଷ୍ଟାଫ୍‌

ନୂଆଦିଲ୍ଲୀ,୧୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବାଧୀନତା ଦିବସ ଅବସରରେ ଘୋଷଣା କରିଛନ୍ତି କି ଏବେ ଦେଶକୁ ମିଳିବ ଚିଫ୍‌ ଅଫ୍‌ ଡିଫେନ୍ସ ଷ୍ଟାଫ୍‌। ସ୍ଥଳସେନା, ନୌସେନା...

ଅଫଜଲ ଗୁରୁଙ୍କ ଶ୍ରାଦ୍ଧ ବାର୍ଷିକୀ: ଜମ୍ମୁ-କଶ୍ମୀରରେ ପୁଣି ୨ଜି ସେବା ବନ୍ଦ; ହାଇ ଆଲର୍ଟ ଜାରି

ଶ୍ରୀନଗର,୯।୨: ଆତଙ୍କବାଦୀ ଅଫଜଲ ଗୁରୁଙ୍କ ଶ୍ରାଦ୍ଧ ବାର୍ଷିକୀ ରବିବାର ପାଳନ କରିବାକୁ ଜମ୍ମୁ-କଶ୍ମୀରରେ ତତ୍ପରତା ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି ଏଠାରେ ୨ଜି ଇଣ୍ଟରନେଟ୍‌...

ଜାତି-ଧର୍ମର ସ୍ତମ୍ଭ ପୂରଣ ନ କରିବାରୁ ସ୍କୁଲରେ ହୋଇ ପାରିଲାନି ନାମଲେଖା

ଥିରୁଭାନନ୍ଥପୁରମ,୨୨।୨: କେରଳର ଏକ ସରକାରୀ ସ୍କୁଲରେ ଜଣେ ଛାତ୍ରଙ୍କ ଅଭିଭାବକ ଫର୍ମରେ ଜାତି-ଧର୍ମର ସ୍ତମ୍ଭ ପୂରଣ ନ କରି ଥିବାରୁ ପିଲାଟିର ନାମ ଲେଖିବାକୁ ମନା...

ରାଜ୍ୟଗୁଡ଼ିକ ଲାଗି ଋଣ ସୀମା ୫%କୁ ବଢ଼ିଲା

ନୂଆଦିଲ୍ଲୀ,୧୮।୫: କେନ୍ଦ୍ର ସରକାର ରାଜ୍ୟଗୁଡ଼ିକ ଲାଗି ଋଣ ସୀମାକୁ ରବିବାର ୩%ରୁ ୫% ବଢ଼ାଇଛନ୍ତି। ଏହାଦ୍ୱାରା ରାଜ୍ୟଗୁଡିକ ୨୦୨୦-୨୧ରେ ସେମାନଙ୍କ ମୋଟ ରାଜ୍ୟ ଜିଡିପିର ୫%...

୨୦୩ ଦିନରେ ୫୦ କୋଟିରୁ ଅଧିକ ଲୋକଙ୍କୁ ଟିକା…

ନୂଆଦିଲ୍ଲୀ,୭।୮: ଦେଶରେ ସାର୍ବଜନୀକ କରୋନା ଟିକାକରଣ ଅଭିଯାନରେ ଇତି ମଧ୍ୟରେ ୫୦ କୋଟି ଲୋକଙ୍କୁ ଡୋଜ୍‌ ପ୍ରଦାନ କରାଯାଇଛି। ଏଥି ଲାଗି ୨୦୩ ଦିନ ସମୟ...

ଟିକାର ଉଭୟ ଡୋଜ୍‌ ନେଇଛନ୍ତି ୭୦ ପ୍ରତିଶତ ଭାରତୀୟ…

ନୂଆଦିଲ୍ଲୀ, ୧୬।୧: କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ପାଇଁ ଦେଶରେ ଟିକାକରଣ ଅଭିଯାନ ଜାରି ରହିଛି। ଇତିମଧ୍ୟରେ ଗତ ଏକ ବର୍ଷରେ ଦେଶର ୬୯.୮...

ଏହି ମନ୍ଦିରରେ ଓଲଟା ସ୍ବସ୍ତିକ ତିଆରି କଲେ ମାନସିକ ହୁଏ ପୂରଣ…

ଭାରତରେ ଅନେକ ସ୍ଥାନରେ ଗଣେଶ ମନ୍ଦିର ରହିଛି। ଏସବୁ ମନ୍ଦିରରେ ସାଧାରଣତଃ ଗଣେଶଙ୍କ ପଥର ଅବା ଧାତୁ ନିର୍ମିତ ମୂର୍ତ୍ତି ପୂଜା ପାହାନ୍ତିି । ତେବେ...

Advertisement
Archives

Model This Week