Advertisement

କୁମ୍ପି ଭାଙ୍ଗି କୋଭିଡ୍‌ ଫଣ୍ଡକୁ ଅର୍ଥଦାନ କଲେ ଛାତ୍ର

କବିସୂର୍ଯ୍ୟନର,୧୦ା୫(ଡି.ଏନ୍‌.ଏ.)- ବର୍ଷକର ପକେଟ ମନିକୁ ସପ୍ତମ ଶ୍ରେଣୀ ଛାତ୍ର ସାର୍ଥକ କୁମାର କବିସୂର୍ଯ୍ୟନଗର ତହସିଲଦାର ପ୍ରକାଶ କୁମାର ମିଶ୍ରଙ୍କ ଜରିଆରେ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ (କୋଭିଡ୍‌)କୁ ଦାନ କରିଛନ୍ତି। ବାପା ମା’ ଦେଇଥିବା ପକେଟ ମନିକୁ ଖର୍ଚ୍ଚ ନ କରି ସେ କୁମ୍ପିରେ ସଞ୍ଚୟ କରି ରଖିଥିଲେ। ଉକ୍ତ ୨୧୦୧ ଟଙ୍କା ସେ ଦାନ କରିଛନ୍ତି। ସାର୍ଥକ ହାଇକୋର୍ଟ ଓକିଲ ପ୍ରଭାତ କୁମାର ସାମଲଙ୍କ ପୁତ୍ର।


Enter your email to get our daily news in your inbox.

All Right Reserved By Dharitri.Com

ପାଠକଙ୍କୁ ବାନ୍ଧିରଖେ କବିତାର ଭାଷାବିନ୍ୟାସ

ବାଲେଶ୍ୱର ଅଫିସ, ୧୪।୧୦-ବାଲେଶ୍ୱରର ଏକ ଘରୋଇ ହୋଟେଲ ପରିସରରେ ମାସିକ ସାହିତ୍ୟ ପତ୍ରିକା ‘ସାଗରିକା’ର ୫୦ତମ ମାସିକ ସାହିତ୍ୟ ଆସର ଅନୁଷ୍ଠିତ ହୋଇଛି। ଏଥିରେ ବହୁ...

ନବୀକରଣ ନ ହୋଇ ଓଜନ, ମାପ ଯନ୍ତ୍ର ବ୍ୟବହାର:୨ ବ୍ୟାଙ୍କ ଦେଲେ ଜରିମାନା, ଗୋଟିଏକୁ ନୋଟିସ

ଭଞ୍ଜନଗର/ସୋରଡ଼ା,୨୩।୭(ଡି.ଏନ.ଏ)-ଘରୋଇ ଓ ରାଷ୍ଟ୍ରାୟତ ବ୍ୟାଙ୍କଗୁଡ଼ିକରେ ଓଜନ ମାପ ଯନ୍ତ୍ରଗୁଡ଼ିକ ନବୀକରଣ ନ ହୋଇ ବ୍ୟବହାର ହେଉଛି । ସେହିପରି କେତେକ ବ୍ୟାଙ୍କ ଆଇଏସ୍‌ଓ ମାନ୍ୟତାପ୍ରାପ୍ତ ଓଜନ...

ଗାଧୋଇବାକୁ ଯାଇ ମହାନଦୀରେ ଭାସିଗଲେ ୬ ଯୁବତୀ : ୫ ଉଦ୍ଧାର, ଜଣେ ନିଖୋଜ

ସମ୍ବଲପୁର,୬।୧୦(ବ୍ୟୁରୋ): ସମ୍ବଲପୁର ଦେଇ ବହିଯାଇଥିବା ମହାନଦୀକୁ ଗାାଧୋଇବାକୁ ଯାଇ ରବିବାର ୬ ଯୁବତୀ ନଦୀରେ ଭାସିଯାଇଛନ୍ତି। ସେମାନଙ୍କ ମଧ୍ୟରୁ ୫ ଜଣଙ୍କୁ ଉଦ୍ଧାର କରାଯାଇଥିବା ବେଳେ...

ପ୍ରଥମ ଦିନରେ ୧୭୪୨ ଲିଟର ବିକ୍ରି

କଟକ ଅଫିସ,୨୫।୫-ନାନା ବାଦ ବିବାଦ ଭିତରେ ପ୍ରାୟ ଦୁଇ ମାସ ପରେ କଟକ ଜିଲାରେ ସୋମବାରଠାରୁ ମଦ ବିକ୍ରି ଆରମ୍ଭ ହୋଇଛି। ପ୍ରଥମ ଦିନରେ ପ୍ରାୟ...

ପ୍ରକଳ୍ପ ଥାଇ ବି ପୋଖରୀ ଭରସା

ଆରଡ଼ି, ୧୩।୧୨ (ଡି.ଏନ.ଏ.)- ଗ୍ରାମାଞ୍ଚଳରେ ଲୋକଙ୍କୁ ସୁବିଧାରେ ପାନୀୟଜଳ ଯୋଗାଇ ଦେବା ପାଇଁ ନିର୍ମାଣ କରାଯାଇଛି ଜଳ ପ୍ରକଳ୍ପ। ସେଥିଲାଗି ଆଉ ଗାଁରେ ସରକାରୀ ନଳକୂପ...

ପ୍ରତି ସପ୍ତାହରେ ହେବ ନୃତ୍ୟ, ଗୀତ କାର୍ଯ୍ୟକ୍ରମ

ଯାଜପୁର ଅଫିସ,୧୩।୪:  ଯାଜପୁର ଜିଲା ସଂସ୍କୃତି ପରିଷଦ ବୈଠକ ମଙ୍ଗଳବାର ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ତଥା ଜିଲା ସଂସ୍କୃତି ଭବନ...

ଅପରାଧ ରୋକାଯିବା ଉପରେ ଗୁରୁତ୍ୱ

କଟକ ଅଫିସ, ୨୯ା୭: କଟକସ୍ଥିତ ପୋଲିସ ମୁଖ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗକୁ ନେଇ ଡିଜିପି ଅଭୟ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ବୁଧବାର ଏକ ସମୀକ୍ଷା ବୈଠକ କରିଛନ୍ତି।...

କର୍ତ୍ତବ୍ୟ ଆଗ, ସବୁ ପଛ

କେନ୍ଦୁଝର, ୨୭ା୩ (ନରେଶ ଚନ୍ଦ୍ର ପଟ୍ଟନାୟକ)-କର୍ତ୍ତବ୍ୟ ଆଗ, ଆଉ ସବୁ ପଛ। ଏହାକୁ ପାଥେୟ କରି କେନ୍ଦୁଝର ପୌରପାଳିକା ସଫେଇ କର୍ମଚାରୀ ଆଗେଇ ଆସିଛନ୍ତି। କରୋନା...

Advertisement
Archives

Model This Week