Posted inଫୁରସତ

କୁମ୍ଭୀରକୁ ଗିଳିଲା ଅଜଗର, ସୋସିଆଲ ମିଡିିଆରେ ଫଟୋ ଭାଇରାଲ

କୁମ୍ଭୀରକୁ ପାଣିର ରାଜା କୁହାଯାଏ। କାରଣ ଏହାର ଅଞ୍ଚଳକୁ କେହି ଯଦି ଯାଏ ତେବେ ତା’ ପାଟିରୁ ବଞ୍ଚିବା ଅସମ୍ଭବ ହୋଇପଡ଼େ। କିନ୍ତୁ ଏକ ଅଜଗର ପାଖରେ ହାର ମାନିଛି କୁମ୍ଭୀର। ଶେଷରେ ଅଜଗରଟି ଗିଳିଦେଇଛି କୁମ୍ଭୀରକୁ। ବିଶ୍ୱାସ ହେଉ ନ ଥିଲେ ବି ସତ। ଏହାର ଏକ ଫଟୋ ସୋସିିଆଲ ମିଡିଆରେ ଏବେ ଭାଇରାଲ ହେବାରେ ଲାଗିଛି।

ଏହି ଫଟୋକୁ ଅଷ୍ଟ୍ରେଲିଆର ଜିଜି ଓ୍ବାଇଲ୍ଡ ଲାଇଫ୍‌ ରେସ୍କ୍ୟୁ ଶେୟାର କରିଛି। ଫଟୋଟିରେ ଅଜଗରଟି କିପରି କୁମ୍ଭୀରକୁ ଗିଳୁଛି ତାହା ଦେଖିବାକୁ ମିଳିଛି। ପଶ୍ଚିମ ଅଷ୍ଟ୍ରେଲିଆର ସବୁଠୁ ଲମ୍ବା ଅଜଗର ସାପ ମଧୁର ଜଳରେ ବାସ କରିଥାଏ। ଏହି ଅଜଗରଟି ଏକ କୁମ୍ଭୀରକୁ ଗିଳୁଥିବାର ଫଟୋ ମାର୍ଟିନ ମୁଲର ନାମକ ଜଣେ ବ୍ୟକ୍ତି ତାଙ୍କ କ୍ୟାମେରାରେ ଉଠାଇଛନ୍ତି। ଏହି ଜାତୀୟ ଅଜଗରର ମୁହଁ ଖୁବ୍‌ ଲମ୍ବା। ତେଣୁ କୁମ୍ଭୀର, ହରିଣ, ମଣିଷଙ୍କୁ ସହଜରେ ଗିଳିଦେଇଥାଏ ଏହି ଅଜଗର। ଅଷ୍ଟ୍ରେଲିଆର ଅଜଗରଙ୍କ ଲମ୍ବ ୧୩ ଫୁଟରୁ ଅଧିକ। ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ଏହି ଫଟୋକୁ ୪୨ ହଜାରରୁ ଅଧିକ ଲୋକ ଦେଖିସାରିଲେଣି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ବନ୍ୟା; ବାଲେନ ଶାହଙ୍କ ସହ କଥା ହେଲେ ମୋଦି, ସହାୟତା….

ନୂଆଦିଲ୍ଲୀ,୨୬।୮: ନେପାଳରେ ଭୟଙ୍କର ବନ୍ୟା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହଙ୍କ ସହ ଫୋନ୍‌ରେ ଆଲୋଚନା କରିଛନ୍ତି । ବନ୍ୟା ଯୋଗୁଁ ହୋଇଥିବା…

ଜିଲାରେ ବାଲ୍ୟ ବିବାହ ସମ୍ପୂର୍ଣ୍ଣ ବନ୍ଦ ପାଇଁ ନିଆଯିବ କଠୋର ପଦକ୍ଷେପ, ଶିଶୁକନ୍ୟା ମୃତ୍ୟୁହାର କମାଇବାକୁ…

ଛତ୍ରପୁର,୨୬ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅତିରିକ୍ତ ଜିଲାପାଳ (ରାଜସ୍ବ) ଦେବଦତ୍ତ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଶିଶୁକନ୍ୟା…

ଭୟଙ୍କର! ମନ୍ତ୍ରୀଙ୍କ ଘରେ ପାଣି ପଶିବା ପରେ ବାଲି ପକାଇବାକୁ ଯାଉଥିଲେ ଶ୍ରମିକ, ମଝି ନଦୀରେ ଓଲଟିଲା ଡଙ୍ଗା, ୨୨ ଶ୍ରମିକ…

ପାଟନା,୨୬।୮: ବିହାରର ଭାଗଲପୁରରେ ଗଙ୍ଗା ନଦୀରେ ଏକ ବଡ଼ ଅଘଟଣ ଘଟିଛି । ନବଗଛିଆ ଅନ୍ତର୍ଗତ ଖରୀକ ବ୍ଲକର ରାଘୋପୁର ତଟବନ୍ଧ ନିକଟରେ ୨୨ ଜଣ ଶ୍ରମିକଙ୍କୁ…

ଚନ୍ଦ୍ରଗ୍ରହଣରେ ସମ୍ଭାଳିକି ରୁହନ୍ତୁ ଏହି ଗୋଟିଏ ରାଶି , ବଢ଼ିବ ମାନସିକ ଚାପ, ମାସେ ଯାଏ ଭାବିଚିନ୍ତି ନିଅନ୍ତୁ ନିଷ୍ପତ୍ତି!

ଜ୍ୟୋତିଷ ସିଦ୍ଧାନ୍ତ ଅନୁସାରେ, ଯେତେବେଳେ ବି କୌଣସି ବଡ଼ ଖଗୋଳୀୟ ଘଟଣା ଘଟେ, ସେତେବେଳେ ଏହାର ସିଧାସଳଖ ପ୍ରଭାବ ଦେଶ-ଦୁନିଆ ଏବଂ ରାଶିଗୁଡ଼ିକ ଉପରେ ପଡ଼ିଥାଏ। କିନ୍ତୁ…

ନେପାଳରେ ବନ୍ୟା ବିପର୍ଯ୍ୟୟ: ଭାସିଗଲା ଅନେକ ଗାଁ, ୭ଜଣଙ୍କ ମୃତ୍ୟୁ, ୧୦୫ ଜଣ ଭାରତୀୟଙ୍କ ସମେତ ୨୯୧ ବିଦେଶୀ ନିଖୋଜ

କାଠମାଣ୍ଡୁ,୨୬।୮: ଉତ୍ତର ନେପାଳର ଭୋଟେ କୋଶି ନଦୀରେ ବୁଧବାର ହଠାତ ବନ୍ୟା ଆସିଥିଲା। ଏପର୍ଯ୍ୟନ୍ତ ୭ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଏହି ସମୟରେ, ୨୯୧ ବିଦେଶୀ ନାଗରିକଙ୍କ…

‘ଛାତ୍ରଙ୍କୁ ଚାକିରି ନୁହେଁ ଲାଠି ମିଳୁଛି’, ରାସ୍ତାରେ ଗର୍ଜିଲେ ୬ ବର୍ଷର ବାଳକ, ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା…

ପାଟନା,୨୬।୮: ରୋଜଗାର ସମେତ ବିଭିନ୍ନ ଦାବି ନେଇ ପାଟନାର ଡାକବଙ୍ଗଲା ଛକରେ ଛାତ୍ର ଓ ପରୀକ୍ଷାର୍ଥୀଙ୍କ ଆନ୍ଦୋଳନ ଜାରି ରହିଛି । ଏହି ଭିଡ଼ ମଧ୍ୟରେ ପ୍ରାୟ…

Video: ନେପାଳରେ ପ୍ରକୃତିର କୋପ, ଆସିଲା ଭୟଙ୍କର ଭଡ଼ିଓ, ହଠାତ୍‌ ମାଡିଆସିଲା ପାଣି ୧୦୦୦ରୁ ଅଧିକ ଲୋକ ଭାସିଯାଇଥିବା ଆଶଙ୍କା

କାଠମାଣ୍ଡୁ,୨୬।୮: ପ୍ରତିବର୍ଷ ମୌସୁମୀ ଋତୁରେ, ନେପାଳ ଏବଂ ଭାରତର ପାର୍ବତ୍ୟାଞ୍ଚଳ ପ୍ରକୃତିର କୋପ ଦେଖିଥାଏ। ବୁଧବାର ସକାଳେ ନେପାଳରେ ସମାନ ଦୃଶ୍ୟ ଦେଖାଦେଇଥିଲା ଯେତେବେଳେ ତିବ୍ଦତ ସୀମା…

ମାତ୍ର ଏତିକି କିଲୋର କିଣିପାରିବେ ଚିନି! ବିଗ୍‌ବାସ୍କେଟ-ଇନଷ୍ଟାମାର୍ଟ ଭଳି କମ୍ପାନୀ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ, ୨୬।୮: ଭାରତରେ ପର୍ବପର୍ବାଣିର ମୁଖ୍ୟ ଋତୁ ପୂର୍ବରୁ ଯୋଗାଣରେ ହ୍ରାସ କାରଣରୁ D-Mart ଭଳି ରିଟେଲର୍ସ ଏବଂ BigBasket, Blinkit ଓ Swiggy Instamart ଭଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri