Posted inଜାତୀୟ

କୁର୍ଲିସ ରେଷ୍ଟୁରାଣ୍ଟ ଭାଙ୍ଗିବା ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୯।୯: ଗୋଆର କୁର୍ଲିସ ରେଷ୍ଟୁରାଣ୍ଟ ଭାଙ୍ଗିବାକୁ ନେଇ ସୁପ୍ରିମକୋର୍ଟ ସ୍ଥଗିତଦେଶ ଜାରି କରିଛନ୍ତି। ଏହି ମାମଲାର ପରବର୍ତ୍ତୀ ଶୁଣାଣି ଆସନ୍ତା ନ୍‌ଶୁକ୍ରବାର ହେବ। ପରିବେଶ ନିୟମ ଉଲ୍ଲଂଘନ ହେତୁ ଏନଜିଟି ଏହାକୁ ଭାଙ୍ଗିବାକୁ ନିର୍ଦ୍ଦେଶ ଦେଇଥିଲା। ବର୍ତ୍ତମାନ ସୁପ୍ରିମକୋର୍ଟ ଏହି ପ୍ରସଙ୍ଗରେ ରୋକ ଲଗାଇଛନ୍ତି। ନିଷ୍ପତ୍ତି ନିଆଯିବା ପର୍ଯ୍ୟନ୍ତ ରେଷ୍ଟୁରାଣ୍ଟଗୁଡିକରେ ବ୍ୟବସାୟିକ କାର୍ଯ୍ୟକଳାପ ଉପରେ ପ୍ରତିବନ୍ଧକ ଜାରି ରହିବ।
ସୂଚନାଯୋଗ୍ୟ,ସିଆର୍‌ଜେଡ୍‌ ନିୟମ ଉଲ୍ଲଂଘନ କରିଥିବାରୁ ଶୁକ୍ରବାର ସକାଳୂ ବିବାଦୀୟ କୁର୍ଲିସ କ୍ଲବକୁ ବୁଲଡୋଜର ସହାୟତାରେ ସରକାର ଭାଙ୍ଗିବା ଆରମ୍ଭ କରିଥିଲେ। ଏହି କ୍ଲବରେ ଅଭିନେତ୍ରୀ ତଥା ଭାଜପା ନେତ୍ରୀ ସୋନାଲି ଫୋଗାଟ ମୃତ୍ୟୁ ପୂର୍ବରୁ ପାର୍ଟି କରିବାର ଭିଡିଓ ସାମ୍ନାକୁ ଆସିଥିଲା। ଏହି କ୍ଲବରେ ଫୋଗାଟଙ୍କୁ ଡ୍ରଗ୍ସ ଦିଆଯାଇଥିଲା, ଯାହା ପରେ କିଛି ଘଣ୍ଟା ପରେ ତାଙ୍କର ମୃତ୍ୟୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକାଙ୍କୁ ରକ୍ତରେ ସିନ୍ଦୂର ପିନ୍ଧାଇଲେ ପ୍ରେମିକ, ପରିବାର ଲୋକେ ଜାଣିବା ପରେ…

ପାଟନା,୨୭ା୮: ବିହାରର ମୁଙ୍ଗେର ଜିଲାରେ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ହାବେଳି ଖଡ଼ଗପୁରରସ୍ଥିତ ହ୍ରଦ ପରିଦର୍ଶନ କରିବାକୁ ଆସିଥିବା ପ୍ରେମୀଯୁଗଳଙ୍କୁ ଜବରଦସ୍ତ ବିବାହ କରାଯାଇଛି।...

କରୋନା ଆକ୍ରାନ୍ତ ହେଲେ କେନ୍ଦ୍ର ମନ୍ତ୍ରୀ ନୀତୀନ ଗଡ଼କରୀ

ନୂଆଦିଲ୍ଲୀ, ୧୬।୯: କେନ୍ଦ୍ରମନ୍ତ୍ରୀ ନୀତୀନ ଗଡ଼କରୀ କରୋନା ଭାଇରସ୍‌ ଦ୍ୱାରା ଆକ୍ରାନ୍ତ ହୋଇଛନ୍ତି। ଟୁଇଟ୍‌ ଯୋଗେ ଗଡ଼କରୀ ନିଜେ ଏହି ସୂଚନା ଦେଇଛନ୍ତି। ଗଡ଼କରୀ କହିଛନ୍ତି,...

ମୁମ୍ବାଇ ସିରିଏଲ୍‌ ବିସ୍ଫୋରଣ ମାମଲାର ମୋଷ୍ଟ ଓ୍ବାଣ୍ଟେଡ୍‌ ଗିରଫ

ମୁମ୍ବାଇ,୫।୨: ୧୯୯୩ ମୁମ୍ବାଇ ସିରିଏଲ୍‌ ବିସ୍ଫୋରଣ ମାମଲାର ଅଭିଯୁକ୍ତ ତଥା ଭାରତର ଅନ୍ୟମତ ମୋଷ୍ଟ ଓ୍ବାଣ୍ଟେଡ୍‌ ଆତଙ୍କବାଦୀ ଅବୁ ବକରଙ୍କୁ ୟୁଏଇରେ ଗିରଫ କରାଯାଇଛି। ଦୀର୍ଘ...

ଭାରତ-ଚାଇନା ସୀମା ବିବାଦ ନେଇ ବିଶ୍ଳେଷକଙ୍କ ମତ:ରାଜନୈତିକ ଉତ୍ତରଦାୟିତ୍ୱ ରହୁ

ନୂଆଦିଲ୍ଲୀ,୨୬ା୬:ସେନାକୁ ଅସ୍ତ୍ର ବ୍ୟବହାର ପାଇଁ ସ୍ବାଧୀନତା ଦେବା ପରିବର୍ତ୍ତେ ଭାରତକୁ ଉପଯୁକ୍ତ କୂଟନୀତି ଆପଣାଇବାକୁ ପଡ଼ିବ । କିନ୍ତୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ପ୍ରତିରକ୍ଷାମନ୍ତ୍ରୀ...

ପୂର୍ବତନ ମଣିପୁର ରାଜ୍ୟପାଳ ତଥା ସିବିଆଇ ନିର୍ଦ୍ଦେଶକଙ୍କ ଆତ୍ମହତ୍ୟା

ସିମ୍‌ଲା, ୭।୧୦: ମଣିପୁରର ପୂର୍ବତନ ରାଜ୍ୟପାଳ ତଥା ସିବିଆଇର ପ୍ରାକ୍ତନ ନିର୍ଦ୍ଦେଶକ ଅଶ୍ୱିନୀ କୁମାର ସିମ୍‌ଲାସ୍ଥିତ ନିଜ ବାସଭବନରେ ଆତ୍ମହତ୍ୟା କରିଛନ୍ତି। ମୃତ୍ୟୁବେଳକୁ ତାଙ୍କୁ ୬୯...

ରାଜସ୍ଥାନ ମନ୍ତ୍ରିମଣ୍ଡଳର ପୁର୍ନଗଠନ ଆଜି, ୫ ବିଧାୟକଙ୍କ ସମେତ ୧୫ ମନ୍ତ୍ରୀ ନେବେ ଶପଥ

ଜୟପୁର,୨୧ ।୧୧: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ରବିବାର ତାଙ୍କ ମନ୍ତ୍ରିମଣ୍ଡଳର ପୁର୍ନଗଠନ କରିବାକୁ ଯାଉଛନ୍ତି । ରବିବାର ହେବାକୁ ଥିବା ଶପଥ ଗ୍ରହଣ ସମାରୋହରେ...

ବୈଠକରେ କୌଣସି ରାଜ୍ୟ ଉଠାଇଲେ ନାହିଁ କୃଷି ଆଇନ କଥା!

ନୂଆଦିଲ୍ଲୀ,୨୧ ।୨: କେନ୍ଦ୍ର ସରକାରଙ୍କ ୩ କୃଷି ଆଇନକୁ ବାହାରେ ବିରୋଧୀ ଖୁବ୍ ବିରୋଧ କରୁଥିଲେ ବି ଭିତରେ ଚୁପ୍ ରହିବା ଏବେ ଆଲୋଚନା ପରିସରକୁ...

ପ୍ଲାଷ୍ଟିକ୍‌ ଖାଦକ ବ୍ୟାକ୍ଟେରିଆ ଆବିଷ୍କୃତ

ନୂଆଦିଲ୍ଲୀ,୧୧-୧୦(ପି.ଟି.):ଭାରତୀୟ ବୈଜ୍ଞାନିକମାନେ ଗ୍ରେଟର ନଏଡାର ଆର୍ଦ୍ରଭୂମିରୁ ପ୍ଲାଷ୍ଟିକ୍‌ ଖାଦକ ବ୍ୟାକ୍ଟେରିଆର ସନ୍ଧାନ ପାଇଛନ୍ତି। ପ୍ଲାଷ୍ଟିକ୍‌ ବର୍ଜ୍ୟ ଏବେ ସାରା ବିଶ୍ୱ ପାଇଁ ସମସ୍ୟା ସୃଷ୍ଟି କରିଥିବାବେଳେ...

Advertisement
Archives

Model This Week