Posted inଜାତୀୟ

କୁଲଗାମ୍‌ରେ ଏନ୍‌କାଉଣ୍ଟର: ୨ ଆତଙ୍କବାଦୀ ନିହତ

ଶ୍ରୀନଗର ୨୨।୫: ଜମ୍ମୁ-କଶ୍ମୀର କୁଲଗାମ୍‌ରେ ମିଳିତ ସୁରକ୍ଷାକର୍ମୀଙ୍କ ଏନ୍‌ କାଉଣ୍ଟରରେ ୨ ଆତଙ୍କବାଦୀ ନିହତ ହୋଇଛନ୍ତି। ସ୍ଥାନୀୟ ଗୋପାଲପୋରାରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ ସୁରକ୍ଷାକର୍ମୀ ଘେରାବନ୍ଦୀ ଆରମ୍ଭ କରିଥିଲେ। ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ ପାଇଁ ସତର୍କ ସୂଚନା ଦିଆଯାଇଥିଲା। ତେବେ ସେମାନେ ଗୁଳି ଚାଳନା କରିଥିଲେ। ଏହାର ଜବାବରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ପାଲଟା ଆକ୍ରମଣ ହୋଇଥିଲା। ଏଠାରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅପରେଶନ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏବେ ପାଇପ୍‌ ଖୋଲିଲେ ଆସିବ LPG, ଓଡ଼ିଶାର ଏହି ରୁଟ୍‌ରେ ଆସିବ ପାଇପ୍‌ଲାଇନ

ନୂଆଦିଲ୍ଲୀ,୧୭।୪: ଭାରତ ସରକାର ଦେଶର ତରଳ ପେଟ୍ରୋଲିୟମ ଗ୍ୟାସ (LPG) ଯୋଗାଣ ଶୃଙ୍ଖଳକୁ ସମ୍ପୂର୍ଣ୍ଣ ରୂପାନ୍ତରିତ କରିବା ଏବଂ ଏହାର ସୁରକ୍ଷା ବୃଦ୍ଧି କରିବା ଦିଗରେ ଏକ…

ମୋର ଆଉ ମୋଦିଙ୍କର ସ୍ତ୍ରୀ ନାହାନ୍ତି…ସଂସଦରେ କହୁକହୁ ଏ କ’ଣ କହିଦେଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୧୭।୪: ମହିଳା ସଂରକ୍ଷଣ ସଂଶୋଧନ ବିଲ ଉପରେ ଆଲୋଚନା ସମୟରେ ଲୋକ ସଭାରେ ଏକ ଅତ୍ୟନ୍ତ ଆକର୍ଷଣୀୟ ମୁହୂର୍ତ୍ତ ସୃଷ୍ଟି ହୋଇଥିଲା। ବିରୋଧୀ ଦଳ ନେତା ରାହୁଲ…

ଭାଷଣ ଦେବା ପୂର୍ୱରୁ ହାତରେ କାହିଁକି ବ୍ୟାଣ୍ଡେଜ ବାନ୍ଧିଥିଲେ ରାହୁଲ? ସଂସଦ ଭିତରେ କହିଦେଲେ…

ନୂଆଦିଲ୍ଲୀ,୧୭।୪: ସଂସଦର ସ୍ୱତନ୍ତ୍ର ଅଧିବେଶନ ସମୟରେ ମହିଳା ସଂରକ୍ଷଣ ବିଲ ଉପରେ ଚାଲିଥିବା ବିତର୍କ ମଧ୍ୟରେ ସମସ୍ତଙ୍କ ନଜର ରାହୁଲ ଗାନ୍ଧୀଙ୍କ ଉପରେ ଥିଲା। ଉଲ୍ଲେଖନୀୟ ଯେ,…

ରାହୁଲ ଗାନ୍ଧୀଙ୍କ ବିରୋଧରେ ମାମଲା ରୁଜୁ କରିବାକୁ ନିର୍ଦ୍ଦେଶ ଦେଲେ ଆହ୍ଲାବାଦ ହାଇକୋର୍ଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୭।୪: କଂଗ୍ରେସ ନେତା ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଦ୍ୱୈତ ନାଗରିକତା ମାମଲାରେ ବଢ଼ୁଥିବା ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ଆହ୍ଲାବାଦ ହାଇକୋର୍ଟର…

ନୀତୀଶ କୁମାର ହେଲେ ଅମିତ ଶାହାଙ୍କ ପଡ଼ୋଶୀ: ଦିଲ୍ଲୀରେ ୩ ଏକର ଭିଭିଆଇପି ବଙ୍ଗଳା ଆବଣ୍ଟିତ

ନୂଆଦିଲ୍ଲୀ,୧୭।୪: ନୀତୀଶଙ୍କୁ ଦିଲ୍ଲୀରେ ଏକ ଟାଇପ-୮ ବର୍ଗର ସରକାରୀ ବଙ୍ଗଳା ଆବଣ୍ଟିତ କରାଯାଇଛି, ଯାହାଦ୍ୱାରା ରାଜଧାନୀର ସବୁଠାରୁ VVIP ଜୋନରେ ତାଙ୍କର ରାଜନୈତିକ ଠିକଣା ପ୍ରତିଷ୍ଠା ହୋଇଛି।…

ସଂସଦରେ ରାହୁଲ ଗାନ୍ଧୀଙ୍କ ଭାଷଣ ଉପରେ କଟାକ୍ଷ କଲେ ନିଶିକାନ୍ତ ଦୁବେ କହିଲେ,‘ମାଇକେଲ ଜ୍ୟାକସନଙ୍କ ନାଚ ଦେଖିଲା ଭଳି ଲାଗୁଥିଲା’

ନୂଆଦିଲ୍ଲୀ,୧୭।୪: ମହିଳା ସଂରକ୍ଷଣ ବିଲ ଉପରେ ଭୋଟ ଦେବା ପୂର୍ବରୁ, ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ କେନ୍ଦ୍ର ସରକାରଙ୍କ ସମ୍ପର୍କରେ ପ୍ରଶ୍ନ ଉଠାଇଥିଲେ।…

ଏନ୍‌କାଉଣ୍ଟରରେ ଟଲିପଡ଼ିଲେ ମାଓବାଦୀ ନେତା ସହଦେବ

ରାଞ୍ଚି,୧୭।୪: ଝାଡ଼ଖଣ୍ଡର ଚତରା-ହଜାରିବାଗ ସୀମାନ୍ତ ଜଙ୍ଗଲରେ ଶୁକ୍ରବାର ସୁରକ୍ଷାକର୍ମୀ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏହି ଏନ୍‌କାଉଣ୍ଟରେ ୪ଜଣ ଟପ୍‌ ମାଓବାଦୀ ନିହତ ହୋଇଛନ୍ତି।…

ଜେଜେ ମା’ଙ୍କୁ କାହିଁକି ମନେ ପକାଇଲେ ରାହୁଲ ଗାନ୍ଧୀ? କହିଲେ ଏହା ନୁହେଁ Women Reservation Bill

ନୂଆଦିଲ୍ଲୀ,୧୭।୪: ସ୍ବତନ୍ତ୍ର ସଂସଦୀୟ ଅଧିବେଶନର ଦ୍ୱିତୀୟ ଦିନରେ ଲୋକ ସଭାରେ ଭାଷଣ ଦେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ତାଙ୍କ ଜେଜେମା’ ଇନ୍ଦିରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri