Posted inଜାତୀୟ

କୁଲଗାମ୍‌ରେ ବିସ୍ଫୋରଣ: ଜଣେ ମୃତ

ଶ୍ରୀନଗର,୨୭।୬: ଜମ୍ମୁ-କଶ୍ମୀର କୁଲଗାମ୍‌ରେ ଗୁରୁବାର ଏକ ବିସ୍ଫୋରଣରେ ଜଣେ ଲୋକଙ୍କର ମୃତ୍ୟୁ ଘଟିଛି। ଏଥିରେ ୨ ଜଣ ଆହତ ହୋଇଥିବା କୁହାଯାଉଛି। ଆହତଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସ୍ଥାନୀୟ ଚୁଡେର ଗାଁରେ ଏକ ଦୋକାନ ଘରେ ଏହି ବିସ୍ଫୋରଣ ହୋଇଥିବା ପୋଲିସ ସୂଚନା ଦେଇଛି। ଏଠାରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯିବା ସହିତ ବିସ୍ଫୋରଣ ନେଇ ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶ୍ନ କଲେ ତେଜସ୍ବୀ: ଭାଜପା ବିହାରରେ ୧୯ ଲକ୍ଷ ଚାକିରି ଦେବାର ପ୍ରତିଶ୍ରୁତି ଦେଇଥିଲା, ୧୯ଟି ଦେଇଛି କି…

ନୂଆଦିଲ୍ଲୀ,୧୨।୮: ବିହାରରେ ଭାଜପା ସରକାର ୧୯ ଲକ୍ଷ ନିଯୁକ୍ତି ଦେବାକୁ ପ୍ରତିଶ୍ରୁତି ଦେଇଥିଲା। ହେଲେ କ’ଣ ସେ ୧୯ଜଣଙ୍କୁ ଚାକିରି ଦେଇଛନ୍ତି କି ବୋଲି ଶୁକ୍ରବାର...

‘ପୁତୁରା କଲ୍ୟାଣ ପାଇଁ କାର୍ଯ୍ୟ କରୁଛନ୍ତି ମମତା’

ନୂଆଦିଲ୍ଲୀ, ୧।୨: ପଶ୍ଚିମବଙ୍ଗ ଜନସାଧାରଣଙ୍କ ପ୍ରତି ମମତା ବାନାର୍ଜୀ ଅନ୍ୟାୟ କରିଛନ୍ତି। ତେଣୁ ବହୁସଂଖ୍ୟାରେ ଟିଏମ୍‌୍‌ସି ନେତା ଭାଜପାରେ ଯୋଗ ଦେଉଥିବା ହାଓଡ଼ାଠାରେ ଭାଜପାର ଏକ...

କଂଗ୍ରେସକୁ ଝଟ୍‌କା: ମଣିପୁରର ପୂର୍ବତନ ପ୍ରଦେଶ ଅଧ୍ୟକ୍ଷ ଭାଜପାରେ ସାମିଲ

ନୂଆଦିଲ୍ଲୀ,୧ ।୮: ମଣିପୁର ପ୍ରଦେଶ କଂଗ୍ରେସ କମିଟି(ଏମ୍‌ପିସିସି)ର ପୂର୍ବତନ ଅଧ୍ୟକ୍ଷ ଗୋବିନ୍ଦଦାସ କନ୍ଥଉଜମ ରବିବାର ଭାରତୀୟ ଜନତା ପାର୍ଟି(ଭାଜପା)ରେ ସାମିଲ ହୋଇଛନ୍ତି । ସେ ମଣିପୁର...

ବିହାରରେ ଆମେ ସରକାର ଗଢିବୁ: ତେଜ ପ୍ରତାପ

ପାଟନା,୨୩ ।୪: ବିହାର ରାଜନୀତିରେ ବଡ ଖେଳ ହେବ ବୋଲି ଅନୁମାନ କରାଯାଉଛି । ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ହେଉଛନ୍ତି ଏହାର ମୁଖ୍ୟ କାରଣ ।...

ଅଦନାନ ସାମିଙ୍କୁ ପଦ୍ମଶ୍ରୀ ସମ୍ମାନ ଦିଆଯିବାକୁ ନେଇ ପ୍ରଶ୍ନ ଉଠାଇଲା କଂଗ୍ରେସ

ନୂଆଦିଲ୍ଲୀ,୨୭।୧: ବଲିଉଡ୍‌ ଗାୟକ ଅଦନାନ ସାମିଙ୍କୁ ଚଳିତବର୍ଷ ପଦ୍ମଶ୍ରୀ ସମ୍ମାନ ଦିଆଯିବ ବୋଲି ଘୋଷଣା କରାଯାଇଛି। ଏହାକୁ ନେଇ ପ୍ରଶ୍ନ ଉଠାଇଛି କଂଗ୍ରେସ। ଏହା ‘ଏନ୍‌ଆର୍‌ସିର...

୫ ଦିନିଆ ଇସ୍ରାଏଲ ଗସ୍ତରେ ବୈଦେଶିକ ମନ୍ତ୍ରୀ

ନୂଆଦିଲ୍ଲୀ,୧୭ା୧୦: ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କର ରବିବାରଠାରୁ ୫ ଦିନିଆ ଇସ୍ରାଏଲ ଗସ୍ତରେ ଯାଉଛନ୍ତି। ଇସ୍ରାଏଲର ପ୍ରଧାନମନ୍ତ୍ରୀ ଦାୟିତ୍ୱରେ ଥିବା ବୈଦେଶିକ ମନ୍ତ୍ରୀ ୟାଇର୍‌ ଲାପିଡ୍‌ଙ୍କ...

ମିଛ କହିଲେ ହାଡ଼ ଦୁର୍ବଳ ହୁଏ

ଫରିଦାବାଦ୍‌: ଜଣେ ବ୍ୟକ୍ତି ଶାରୀରିକ ଭାବେ ସୁସ୍ଥ ରହିବା ଫଳରେ ଅନେକ ରୋଗଠାରୁ ଦୂରେଇ ରହିଥାଆନ୍ତି। ଫଳରେ ଶରୀରର ହାଡ଼ ମଜଭୁତ ହେବା ସହ ଫ୍ରାକ୍ଚର...

ପ୍ରଦୂଷଣ କରିବାରେ ଭାରତ ଏକ ନମ୍ବର କହିଥିଲେ ଆମେରିକାର ରାଷ୍ଟ୍ରପତି ପ୍ରାର୍ଥୀ ନିକ୍କି ହେଲି , ଧରାପଡିଲା ମିଛ

ନୂଆଦିଲ୍ଲୀ,୭।୬: ଆମେରିକାରେ ଆଗାମୀ ନିର୍ବାଚନରେ ରିପବ୍ଲିକ ପାର୍ଟିରୁ ରାଷ୍ଟ୍ରପତି ପାର୍ଥୀ ଭାବେ ମନୋନୀତ ହୋଇଥିବା ନିକ୍କି ହେଲି ଭାରତକୁ ସବୁଠାରୁ ଅଧିକ ପ୍ରଦୂଷଣ କରୁଥିବା ଦେଶ...

Advertisement
Archives

Model This Week