Posted inଜାତୀୟ

କୁଳଭୂଷଣଙ୍କ ଭଳି ପାକିସ୍ତାନ ଜେଲ୍‌ରେ ଅଛନ୍ତି ୨୭୩ ଭାରତୀୟ

ନୂଆଦିଲ୍ଲୀ,୧୮।୭: କୁଳଭୂଷଣ ଯାଦବଙ୍କ ଭଳି ପାକିସ୍ତାନ ଜେଲ୍‌ରେ ୨୭୩ ଜଣ ଭାରତୀୟ ବନ୍ଦୀ ଭାବେ ରହିଛନ୍ତି। ପାକିସ୍ତାନରେ ବିଭିନ୍ନ ଜେଲ୍‌ରେ ଏହି ଭାରତୀୟମାନେ ରହିଛନ୍ତି। ସେମାନଙ୍କ ମଧ୍ୟରେ ୬୪ ସାଧାରଣ ଲୋକ ଏବଂ ୨୦୯ ଜଣ ଧୀବର ରହିଥିବା କୁହାଯାଉଛି। ୨୦୧୬ରେ ପାକିସ୍ତାନ ୪୧୦ ଭାରତୀୟ ଧୀବର ଏବଂ ୨ ଜଣ ସାଧାରଣ ଲୋକଙ୍କୁ ମୁକ୍ତ କରିଥିଲା। ସେହିପରି ୨୦୧୭ରେ ୫୦୮ ଧୀବର ଏବଂ ୭ ସାଧାରଣ ଲୋକଙ୍କୁ ପାକିସ୍ତାନ ମୁକ୍ତ କରିଥିଲା। ୨୦୧୮ରେ ୫ ସାଧାରଣ ଲୋକ ଏବଂ ୧୭୪ ଧୀବରଙ୍କୁ ପାକିସ୍ତାନ ଜେଲ୍‌ରୁ ମୁକ୍ତ କରାଯାଇଥିଲା। ୨୦୧୯ରେ ୩୫୫ ଭାରତୀୟ ଧୀବର ଏବଂ ୭ ଜଣ ସାଧାରଣ ଲୋକ ପାକିସ୍ତାନ ଜେଲ୍‌ରୁ ମୁକ୍ତ ହୋଇ ସ୍ବଦେଶ ବାହୁଡ଼ିଛନ୍ତି। ୨୦୧୪ଠାରୁ ବର୍ତ୍ତମାନ ସୁଦ୍ଧା ପାକିସ୍ତାନରେ ବନ୍ଦୀ ଥିବା ୨ ହଜାର ଶହେ ୧୦ ଜଣ ଭାରତୀୟ ମୁକ୍ତି ପାଇଥିବା ସରକାରୀ ରିପୋର୍ଟରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମଦ୍ୟପଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଅଭିଯାନ, ୨୦ରୁ ଉର୍ଦ୍ଧ୍ବ ଅଟକ

ହାଟଡିହୀ/ଛେନାପଦୀ,୧୮।୫(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପୋଲିସ ସର୍ବସାଧାରଣ ସ୍ଥାନରେ ଖୋଲାଖୋଲି ମଦ୍ୟପାନ କରୁଥିବା ବ୍ୟକ୍ତିମାନଙ୍କ ବିରୁଦ୍ଧରେ ଏକ କାର୍ଯ୍ୟାନୁଷ୍ଠାନ ଅଭିଯାନ ଆରମ୍ଭ କରିଛି…

କେବେ ବାହାରିବ ଯୁକ୍ତ ଦୁଇ ରେଜଲ୍ଟ? ବଡ଼ ଘୋଷଣା କଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ବର,୧୮।୫: ଆସନ୍ତା ୨୦ ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ ରେଜଲ୍ଟ  । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି ।…

ନ୍ୟାୟ ମାଗିବାକୁ ଥାନାକୁ ଯାଇଥିଲେ ନାବାଳିକା; ଥାନା ଅଧିକାରୀଙ୍କ ଧମକରେ ଅଚେତ ହୋଇଗଲେ, ତାପରେ…

ବାରିପଦା/ମୋରଡ଼ା,୧୮।୫ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ): ମା’ବାପାଙ୍କ ସହିତ ଅଭିଯୋଗ ପତ୍ର ନେଇ ଥାନାକୁ ଯାଇଥିବା ଜଣେ ନାବାଳିକା ଥାନା ଅଧିକାରୀଙ୍କ ଧମକପୂର୍ଣ୍ଣ ବ୍ୟବହାରରେ ଚେତାଶୂନ୍ୟ ହୋଇ…

ବାଂଲାଦେଶରେ ମିଳିମିଳାରେ ୪୫୦ ଶିଶୁଙ୍କ ମୃତ୍ୟୁ; ୟୁନୁସ ସରକାରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି

ଢାକା,୧୮।୫: ମାର୍ଚ୍ଚ ମାସରୁ, ବାଂଲାଦେଶରେ ମିଳିମିଳା ରୋଗରେ ୪୫୦ ରୁ ଅଧିକ ପିଲାଙ୍କ ମୃତ୍ୟୁ ହୋଇଛି। ଏହାକୁ ଦୃଷ୍ଟିରେ ରଖି, ପୂର୍ବତନ ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା…

ଯାନ୍ତ୍ରିକ ମାୟାଜାଲ

ଆଧୁନିକ ସଭ୍ୟତାର ଏକ କ୍ଷୁଦ୍ର ଯନ୍ତ୍ର ଆଜି ମାନବ ସମାଜର ଜୀବନଶୈଳୀକୁ ଏମିତି ବଦଳାଇ ଦେଇଛି ଯେ ସୂର୍ଯ୍ୟୋଦୟଠାରୁ ସୂର୍ଯ୍ୟାସ୍ତ ପର୍ଯ୍ୟନ୍ତ ଆମର ପ୍ରତିଟି ପଦକ୍ଷେପ ମୋବାଇଲ…

ପାହାଡ଼ ପାଦଦେଶରେ ବେଆଇନ ଗୃହ ନିର୍ମାଣ ଅଭିଯୋଗ: ତଦନ୍ତ ନିର୍ଦ୍ଦେଶ ଦେଲେ ତହସିଲଦାର

ଦାରିଙ୍ଗବାଡ଼ି,୧୮ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ହାତୀମୁଣ୍ଡା ପଞ୍ଚାୟତରେ ରହିଥିବା ଐତିହ୍ୟ ତୀର୍ଥକ୍ଷେତ୍ର ଋଷିମାଳରେ ସଂରକ୍ଷିତ ଜଙ୍ଗଲକୁ ସାଧାରଣ ଲୋକଙ୍କ ପକ୍ଷରୁ ଜବରଦଖଲ କରାଯାଉଥିବା ନେଇ…

ଶପଥ ନେଲେ କେରଳର ନୂଆ ମୁଖ୍ୟମନ୍ତ୍ରୀ

ଥିରୁଭାନନ୍ତପୁରମ,୧୮।୫: ସୋମବାର (୧୮ ମଇ, ୨୦୨୬) ତିରୁଭାନନ୍ତପୁରମର କେନ୍ଦ୍ରୀୟ ଷ୍ଟାଡିୟମରେ କଂଗ୍ରେସ ନେତା ଭି.ଡି. ସାଥୀସାନ୍‌ କେରଳର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି ଏବଂ ସେ…

୩୦ ମିନିଟ ପର୍ଯ୍ୟନ୍ତ ନେତାନ୍ୟାହୁଙ୍କ ସହ କଥା ହେଲେ ଟ୍ରମ୍ପ, ଯୁଦ୍ଧକୁ ନେଇ ହେଲା ନୂଆ ପ୍ଲାନ? ଜାଣନ୍ତୁ…

ଓ୍ବାଶିଂଟନ,୧୮।୫: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ସପ୍ତାହେ ଧରି ଚାଲିଥିବା ତୀବ୍ର ସଂଘର୍ଷ ପରେ ବର୍ତ୍ତମାନ ଏକ ଅସ୍ତ୍ରବିରତି କାର୍ଯ୍ୟକାରୀ ହେଉଛି। ତଥାପି, ଏହା ସତ୍ତ୍ୱେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri