କୁଶଗଡ଼ ଜଙ୍ଗଲରେ ୧୫ରୁ ଊର୍ଦ୍ଧ୍ୱ ହାତୀ

ଜଳେଶ୍ୱର, ୨୨।୫(ଡି.ଏନ.ଏ.)-ଜଳେଶ୍ୱର ବ୍ଲକ ରାଇବଣିଆ ଥାନା କୁଶଗଡ଼ ଫାଣ୍ଡି ଅଧିନ କୁଶଗଡ଼ ଜଙ୍ଗଲରେ ମଙ୍ଗଳବାର ଭୋର୍‌ରୁ ସନ୍ଧ୍ୟା ପର୍ଯ୍ୟନ୍ତ ୧୫ରୁ ଊର୍ଦ୍ଧ୍ୱ ହାତୀ ରହିଥିବା ଜଣାପଡିଛି। ତେବେ ରାତି ସମୟରେ ଉକ୍ତ ହାତୀପଲ ଜଙ୍ଗଲ ପାଖ କଣ୍ଡରାଗଡ଼ିଆ, ସାନହଳଦୀଗୁଣ୍ଡି, ବଡ଼ହଳଦୀଗୁଣ୍ଡି ଗ୍ରାମଗୁଡ଼ିକ ଆଡ଼କୁ ଅଗ୍ରସର ହେବା ଫଳରେ ଗ୍ରାମବାସୀ ଆତଙ୍କିତ ହୋଇ ଘରଦ୍ୱାର ଛାଡ଼ି ପଳାୟନ କରିଛନ୍ତି। ଜଳେଶ୍ୱର ବନବିଭାଗର ଫରେଷ୍ଟର ତପନ ସିଂ ଓ କୁଶଗଡ଼ ଫାଣ୍ଡି ଅଧିକାରୀ ଉମାକାନ୍ତ ମହାପାତ୍ର କର୍ମଚାରୀମାନଙ୍କୁ ନେଇ ଗ୍ରାମବାସୀଙ୍କ ସହଯୋଗରେ ଉକ୍ତ ହାତୀପଲକୁ ପଶ୍ଚିମବଙ୍ଗ ଅଭିମୁଖେ ଘଉଡ଼ାଇବାକୁ ଚେଷ୍ଟା ଜାରି ରଖିଛନ୍ତି ବୋଲି ରେଞ୍ଜର ଦେବେନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ଉକ୍ତ ହାତୀପଲ ମୟୂରଭଞ୍ଜର ଶିମିଳିପାଳ କିମ୍ବା ପଶ୍ଚିମବଙ୍ଗର ଜଙ୍ଗଲ ଅଞ୍ଚଳରୁ ଆସିଥିବା ଅନୁମାନ କରାଯାଉଛି। ଉଲ୍ଲେଖଯୋଗ୍ୟ ଯେ, ଉକ୍ତ ହାତୀ ପଲ ୧୨ଦିନ ଧରି ରାଇବଣିଆ ଥାନା ଆମ୍ବତୁମ୍ବା ଜଙ୍ଗଲରେ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶାଶୁଙ୍କ ମୃତ୍ୟୁଖବର ଶୁଣି ଚାଲିଗଲା ବୋହୂଙ୍କ ଜୀବନ

ନୀଳଗିରି,୧୮।୨(ପ୍ରଶାନ୍ତ ବିଶ୍ୱାଳ):ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଶାଶୁଙ୍କ ମୃତ୍ୟୁ ଖବର ଶୁଣି ବୋହୂ ଆଖି ବୁଜିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଆଲୋଡ଼ନ…

ଶ୍ୱଶୁର ଘରେ ଜ୍ୱାଇଁଙ୍କ ହଙ୍ଗାମା: ସ୍ତ୍ରୀଙ୍କ ଉପରେ ପେଟ୍ରୋଲ ଢାଳି ଲଗାଇଦେଲେ ନିଆଁ, ଆଉ ତା’ ପରେ…

ବାଲେଶ୍ୱର,୧୮ା୨(ବାଞ୍ଛାନିଧି ଦେ): ସ୍ବାମୀ ପାଲଟିଗଲେ ରାକ୍ଷସ। ଶ୍ୱଶୁର ଘରେ ସ୍ତ୍ରୀ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗେଇ ଦେଲେ ସ୍ବାମୀ। ଝିଅକୁ ବଞ୍ଚାଇବାକୁ ଯାଇ ଶ୍ୱଶୁର, ଶାଶୁ…

ହୋଟେଲ ମାଲିକଙ୍କୁ ହତ୍ୟା: ଦୋକାନ ଆଗରେ…

ସିମୁଳିଆ, ୧୬।୨(ସନ୍ତୋଷ ନାୟକ): ବାଲେଶ୍ବର ଜିଲା ସିମୁଳିଆ ଥାନା ଠାରୁ ୩କି.ମି. ଦୂର ୧୬ନଂ ଜାତୀୟ ରାଜପଥ ପାଶର୍‌ବରେ ଥିବା ଜୟ ମା ’ଦୁର୍ଗା ନାମକ ହୋଟେଲର…

ବ୍ରିଜ୍‌ ଭାଙ୍ଗି ନଦୀକୁ ଖସିଲା ଅଦା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଡ୍ରାଇଭର-ହେଲ୍‌ପର

ବସ୍ତା,୧୬ା୨(ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ମଥାନୀ ବାଇପାସ ପେଗରପଡ଼ା ଜଳକା ନଦୀର ବ୍ରିଜରୁ ଘନ କୁହୁଡି ଯୋଗୁ ସୋମବାର ଭୋର୍‌ ସମୟରେ ଏକ…

ଶଙ୍ଖେଶ୍ୱରଙ୍କ ପୀଠରେ ଅଲୌକିକ ଘଟଣା: ଦର୍ଶନ ଦେଲେ ନାଗରାଜ, ପିଇଲେ କ୍ଷୀର, ଦେଖନ୍ତୁ ଭିଡିଓ…

ନୀଳଗିରି,୧୬ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ଭଗବାନ ଶିବ ଶମ୍ଭୁଙ୍କର ରହିଛି ଅନେକ ରହସ୍ୟ, ଯେପରି ବ୍ରହ୍ମାଣ୍ଡର ନା ଆଦି ଅଛି ନା ଅନ୍ତ ଅଛି। ଠିକ ସେହିଭଳି ଶିବ…

ଜାଗରରେ ଅଘଟଣ: ଦୀପରୁ ମହିଳାଙ୍କ ଦେହରେ ଲାଗିଲା ନିଆଁ, ଆଉ ତା’ ପରେ…

ଖଇରା,୧୫ା୨(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଗଣ୍ଡିବେଡ଼ସ୍ଥିତ ଲଙ୍କେଶ୍ୱର ଶିବ ମନ୍ଦିର ପ୍ରାଙ୍ଗଣରେ ଦୀପରୁ ନିଆଁ ଲାଗିବା ଯୋଗୁ ଗଣ୍ଡିବେଡ଼ ଗ୍ରାମର ଭଗବାନ…

ମହାଶିବରାତ୍ରିକୁ ନେଇ ଚଳଚଞ୍ଚଳ ଭୋଗରାଇ: ଭକ୍ତଙ୍କ ପ୍ରବଳ ଗହଳି, ଭୋର ୪.୩୦ରେ ଉଠିବ ମହାଦୀପ

ଭୋଗରାଇ, ୧୫।୨(ପ୍ରଦୀପ ଦାସ): ଆଜି ହେଉଛି ପବିତ୍ର ମହାଶିବରାତ୍ରି। ସମସ୍ତ ଶୈବପୀଠ ହୋଇଛି ଭକ୍ତମୟ। ସବୁଠି ଓଁ ନମଃ ଶିବାୟରେ ପ୍ରକମ୍ପିତ ହେଉଛି ମନ୍ଦିର l ଏଭଳି…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri