କୁଷ୍ଠାଶ୍ରମ ଅନ୍ତେବାସୀଙ୍କୁ ରନ୍ଧାଖାଦ୍ୟ ବଣ୍ଟନ

ଟିଟିଲାଗଡ଼, ୮।୪(ଡି.ଏନ.ଏ): ବଲାଙ୍ଗୀର ଜିଲା ଟିଟିଲାଗଡସ୍ଥିତ ରାଏମନ ଫାଉଣ୍ଡେସନ ପକ୍ଷରୁ ଟିଟିଲାଗଡ ବ୍ଲକ ଶଗଡଘାଟ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଶାନ୍ତିନଗର କୁଷ୍ଠାଶ୍ରମର ୧୩୦ ଜଣ ଅନ୍ତେବାସୀଙ୍କୁ ବୁଧବାର ରନ୍ଧା ଖାଦ୍ୟ ପ୍ରଦାନ କରାଯାଇଛି। ବିଦେଶୀ ସଂସ୍ଥା ଦ୍ୱାରା ପରିଚାଳିତ ଏହି କୁଷ୍ଠାଶ୍ରମ ସମ୍ପୃକ୍ତ ସଂସ୍ଥା ଫେରିଯିବା ପରେ କୁଷ୍ଠ ରୋଗୀଙ୍କ ପରିବାର ଅବହେଳିତ ହୋଇ ପଡିରହିଛନ୍ତି। ଏହି ଅବସରରେ ଟିଟିଲାଗଡ ଉପଜିଲାପାଳ ସୁଧାକର ନାୟକ, ଉପଖଣ୍ଡ ସ୍ବାସ୍ଥ୍ୟ ଅଧିକାରୀ ଡା. ସୁଜାତାରାଣୀ ମିଶ୍ର ଉପସ୍ଥିତ ରହି ସ୍ବେଚ୍ଛାସେବୀଙ୍କୁ ଉତ୍ସାହିତ ସହ ଅନ୍ତେବାସୀଙ୍କୁ ସଚେତନ କରିଥିଲେ। ସଂଗଠନ ପକ୍ଷରୁ ସଭିଙ୍କୁ ହାତ ଧୁଆ ତାଲିମ ପ୍ରଦାନ ସହ ସାବୁନ ପ୍ରଦାନ କରାଯାଇଥିଲା। ସଂଗଠନର ସଦସ୍ୟା ରଞ୍ଜୁ ରାଏମନ, ମଞ୍ଜୁ ତାଣ୍ଡି, ସିପ୍ରାଦେବୀ ଜାଲ, ଶଗଡଘାଟ ସରପଞ୍ଚ ଅଲିତା ସାହୁ, ଉତ୍ତମ ନାଗ, ଦିବ୍ୟ କୁମ୍ଭାର, ରଞ୍ଜିତ ଜାଲ, ଦିପକ ବେହେରା, ଭକ୍ତି କୁମ୍ଭାର, କୈଲାସ ସୁନା, ବକୁଲ ମହାନନ୍ଦ, ସଦା ନାଗ ପ୍ରମୁଖ ଏହି ଅବସରରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାମୁର ରେଞ୍ଜ୍‌ରେ ୨୨ ହାତୀ: ଘର ଭାଙ୍ଗିଲେ, ଫସଲ ଉଜାଡ଼ିଲେ

ବଇଣ୍ଡା, ୨୧।୧୧(ଡି.ଏନ.ଏ.) – ରେଢାଖୋଲ ବନଖଣ୍ଡରୁ ଅନୁଗୋଳ ଜିଲା କିଶୋରନଗର ବ୍ଲକ ବାମୁର ରେଞ୍ଜକୁ ବୁଧବାର ସକାଳେ ଚାଲି ଆସିଥିବା ୨୨ଟି ହାତୀ ବ୍ୟାପକ ଉପଦ୍ରବ...

ଜାତୀୟ ଚକ୍ଷୁଦାନ ପକ୍ଷ: ମଣିଷର ମୃତ୍ୟୁ ହୁଏ, ମାତ୍ର ଚକ୍ଷୁର ନୁହେଁ

ବ୍ରହ୍ମପୁର ଅଫିସ,୪।୯: ମଣିଷର ମୃତ୍ୟୁ ହୁଏ, ମାତ୍ର ଚକ୍ଷୁର ନୁହେଁ। ମୃତ୍ୟୁର ୪ ରୁ ୬ ଘଣ୍ଟା ପର୍ଯ୍ୟନ୍ତ ଚକ୍ଷୁ ଜୀବିତ ଥାଏ। ଏହାକୁ ଅନ୍ୟ...

୪ର୍ଥ ଦିନରେ ଲକ୍ଷ୍ମୀ ପୂଜାଉତ୍ସବ; ବଢୁଛି ଭିଡ଼, ଜମୁଛି ପୂଜା

ଢେଙ୍କାନାଳ ଅଫିସ, ୧୭।୧୦:  କୁମାର ପୂର୍ଣ୍ଣିମାଠାରୁ ଆରମ୍ଭ ହୋଇଛି ଢେଙ୍କାନାଳର ଗଣପର୍ବ ଲକ୍ଷ୍ମୀପୂଜା। ଐତିହ୍ୟ, ପରମ୍ପରା ଏବଂ କିମ୍ବଦନ୍ତୀକୁ ଆଧାର କରି ହେଉଥିବା ଏହି ପୂଜା ଉତ୍ସବ...

ଗେହଲଟ ସରକାରଙ୍କ ନୂଆ ଆଇନ: ମାସ୍କ ପିନ୍ଧିବା ଅନିବାର୍ଯ୍ୟ

ଜୟପୁର,୩।୧୧: ଦେଶର ପ୍ରଥମ ରାଜ୍ୟ ଭାବେ ରାଜସ୍ଥାନରେ ସର୍ବ ସାଧାରଣସ୍ଥଳରେ ମାସ୍କ ପିନ୍ଧିବାକୁ ଅନିବାର୍ଯ୍ୟ କରାଯାଇଛି। ରାଜ୍ୟରେ ଦନକୁ ଦିନ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା...

ଦୁର୍ଘଟଣାସ୍ଥଳ ପାଲଟିଛି ଆଳି ଡାକବଙ୍ଗଳା ଛକ

ଆଳି,୨୭ା୧୧(ଡି.ଏନ.ଏ.): ଆଳି ବ୍ଲକକୁ ଯୋଗାଯୋଗ ନିମନ୍ତେ ଗୋଟିଏ ପଟେ ବ୍ରାହ୍ମଣୀ ସେତୁ, ଅପରପକ୍ଷେ ବୈତରଣୀ ସେତୁ ଓ ଗୋବିନ୍ଦପୁର ସେତୁ ନିର୍ମାଣ ହୋଇଛି। ଏହି ସେତୁ...

ବିଜୁଳି କାଟ୍‌କୁ ନେଇ ମୂଲ୍ୟାୟନ କେନ୍ଦ୍ରରେ ଅସନ୍ତୋଷ: ତାତିଲେ ଅଧ୍ୟାପିକା, ଅଧ୍ୟାପକ

ଅନୁଗୋଳ ଅଫିସ, ୨୬।୪- ଅନୁଗୋଳ ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟରେ ଯୁକ୍ତ ୨ ଛାତ୍ରୀଛାତ୍ରଙ୍କ ଖାତା ମୂଲ୍ୟାୟନ ହେଉଛି। ପ୍ରଥମ ପର୍ଯ୍ୟାୟ ୮ ତାରିଖରୁ ଆରମ୍ଭ ହୋଇଥିବାବେଳେ...

ଭେଣ୍ଟିଲେଟରରେ ଅଧିକ କରୋନା ସଂକ୍ରମିତଙ୍କ ଘଟୁଛି ମୃତ୍ୟୁ !

ଓ୍ବାଶିଂଟନ,୧୩।୪: କରୋନା ସଂକ୍ରମଣ ନେଇ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ଗୁରୁତର କରୋନା ସଂକ୍ରମିତଙ୍କ ଚିକିତ୍ସା ପାଇଁ ଭେଣ୍ଟିଲେଟରର ସହାୟତା ନିଆଯାଉଛି। ତେବେ ଏକ ରିପୋର୍ଟରୁ...

ଶିଷ୍ୟଙ୍କ ସହ ୩ ରଥରେ ବିଗ୍ରହମାନଙ୍କୁ ଦର୍ଶନକଲେ ଶଙ୍କରାଚାର୍ଯ୍ୟ

ପୁରୀ ଅଫିସ, ୨୩।୬: କଟକଣାଯୁକ୍ତ ରଥଯାତ୍ରା ପାଇଁ ସୁପ୍ରିମକୋର୍ଟଙ୍କ ଅନୁମତି ପରେ ଚଳଚଞ୍ଚଳ ହୋଇଉଠିଛି ବଡ଼ଦାଣ୍ଡ। ସକାଳୁ ସକାଳୁ ଶେଷ ହୋଇଛି ଚତୁର୍ଦ୍ଦା ମୂର୍ତ୍ତିଙ୍କ ପହଣ୍ଡି...

Play 250+ Trending Games
Archives

Model This Week

Why Dharitri