କୁସୁନପୁର, ବିଛାଖଣ୍ଡିରେ ଚାଲୁଥିବା ବେଆଇନ କ୍ରସର ଉଚ୍ଛେଦ କାର୍ଯ୍ୟ ୨ୟ ଦିନରେ: ବର୍ତ୍ତମାନ ସୁଦ୍ଧା ୯ଟି କ୍ରସର ଭଙ୍ଗା ସରିଛି

ଧର୍ମଶାଳା, ୫।୩(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ କୁସୁନପୁର ଓ ବିଛାଖଣ୍ଡିଠାରେ ବେଆଇନ ଭାବେ ଚାଲୁଥିବା କ୍ରସର ଉଚ୍ଛେଦ କାର୍ଯ୍ୟ ଗୁରୁବାର ୨ୟ ଦିନରେ ପହଞ୍ଚିଛି। ପୂର୍ବରୁ ଏ ନେଇ କ୍ରସର ମାଲିକଙ୍କୁ ନୋଟିସ କରାଯାଇଥିଲେ ମଧ୍ୟ ସମୟ ସୀମା ମଧ୍ୟରେ କୌଣସି ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ପ୍ରଶାସନ ପାଖରେ ପୈଠ କରିପାରି ନ ଥିଲେ। ତେଣୁ ପୂର୍ବ ନୋଟିସ ଆଧାରରେ ଏହି ଉଚ୍ଛେଦ କାର୍ଯ୍ୟ ଚାଲୁରହିଛି। ବର୍ତ୍ତମାନ ସୁଦ୍ଧା ୯ଟି କ୍ରସର ଭଙ୍ଗା ସରିଛି। ଶାନ୍ତିଶୃଙ୍ଖଳାକୁ ଦୃଷ୍ଟିରେ ରଖି ପୋଲିସ ଫୋର୍ସ ମୁତୟନ କରାଯାଇଛି। ଏହି ଉଚ୍ଛେଦ କାର୍ଯ୍ୟରେ ଏଡିଏମ୍‌ ମିହିର ପ୍ରସାଦ ମହାନ୍ତି, ଉପଜିଲାପାଳ ନାରାୟଣ ଚନ୍ଦ୍ର ଧଳ, ତହସିଲଦାର ସରୋଜ କୁମାର ପଣ୍ଡା, ମଇନ୍ସ ଅଧିକାରୀ ଅସିତ କୁମାର ବେହେରା, ଥାନା ଅଧିକାରୀ ସୁଶାନ୍ତ କୁମାର ଦାସ ପ୍ରମୁଖ ଉପସ୍ଥିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖୋର୍ଦ୍ଧାରୁ ବିପୁଳ ପରିମାଣର ବ୍ରାଉନସୁଗାର ଜବତ

ଖୋର୍ଦ୍ଧା ଅଫିସ,୨୫।୧: ଖୋର୍ଦ୍ଧାରୁ ବିପୁଳ ପରିମାଣର ବ୍ରାଉନସୁଗାର ମଙ୍ଗଳବାର ଜବତ କରାଯାଇଛି। ରାଜ୍ୟ ଅବକାରୀ ଫ୍ଲାଇଂସ୍କ୍ବାଡ୍‌ କଟକ ଅଧ୍ୟୀକ୍ଷକ ଦେବାଶିଷ ପଟେଲଙ୍କ ନେତୃତ୍ୱରେ ଏକ ୧୫...

ଡକାୟତି ଯୋଜନା ବେଳେ ୭ ଗିରଫ

ପଟ୍ଟାମୁଣ୍ଡାଇ,୨୯। ୧(ଡି.ଏନ.ଏ.): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ସହର ନିକଟ ତଥା କଟକ-ଚାନ୍ଦବାଲି ରାସ୍ତାର ତନୁପୁର ବ୍ରିଜ୍‌ ନିକଟରୁ ବୁଧବାର ରାତିରେ ପୋଲିସ ୭ ଡକାୟତଙ୍କୁ ଗିରଫ...

ବସ୍‌ରୁ ୭୦ କେଜି ଗଞ୍ଜେଇ ଜବତ, ୨ ଗିରଫ

ବ୍ରହ୍ମପୁର ଅଫିସ, ୨୧।୩: ଅବକାରୀ ଗୁଇନ୍ଦା ପୋଲିସ ମଙ୍ଗଳବାର ଜାତୀୟ ରାଜପଥ ଗୋପାଳପୁର ଜଙ୍କସନରୁ ଏକ ଯାତ୍ରୀବାହୀ ବସ୍‌ରୁ ପୃଥକ ଭାବେ ୭୦କେଜି ଗଞ୍ଜେଇ ଜବତ...

ଜିଲାରେ ପ୍ରଥମ: ସରପଞ୍ଚଙ୍କ ଅଭିଯୋଗ ଶୁଣାଣି

ନୟାଗଡ଼ ଅଫିସ,୨୩-୧୦: ନୟାଗଡ଼ ଜିଲା ସଦର ବ୍ଲକ ଲକ୍ଷ୍ମୀପ୍ରସାଦ ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ସରପଞ୍ଚଙ୍କ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଥିଲା। ପୂର୍ବରୁ ଜିଲାପାଳ ଓ...

ରେଳ ବଜେଟରେ ମୟୂରଭଞ୍ଜକୁ ଅବହେଳା ନେଇ ବିକ୍ଷୋଭ

ବାରିପଦା ଅଫିସ, ୭ା୨- ରେଳବଜେଟରେ ଓଡ଼ିଶାର ବିଭିନ୍ନ ରେଳପ୍ରକଳ୍ପ ଲାଗି ୪୩୭୩ କୋଟି ଟଙ୍କା ବ୍ୟୟ ବରାଦ ହୋଇଛି। ଓଡ଼ିଶାର ଅନ୍ୟାନ୍ୟ ରେଳ ପ୍ରକଳ୍ପ ଲାଗି...

ମେଲାଣି ନେଲେ ମା’

ଅନୁଗୋଳ ଅଫିସ, ୧୭।୧୦: ଆବଦ୍ଧ ମଣ୍ଡପରେ ପୂଜାର୍ଚ୍ଚନା ପରେ ମେଲାଣି ନେଇଛନ୍ତି ମା’ ଦୁର୍ଗା। ଘଣ୍ଟଘଣ୍ଟା, ଢୋଲ ବାଦ୍ୟର ତାଳେ ତାଳେ ନିରାଡମ୍ବର ଭାବେ ଦେବୀଙ୍କୁ...

ବାତ୍ୟା ‘ଅମ୍ଫନ’ ପ୍ରଭାବରେ ବାଲେଶ୍ୱରରେ ବ୍ୟାପକ କ୍ଷତି

ବାଲେଶ୍ୱର ଅଫିସ, ୨୧।୫-ବାତ୍ୟା ‘ଅମ୍ଫନ’ ପ୍ରଭାବରେ ବାଲେଶ୍ୱର ଜିଲାର ବିଭିନ୍ନ ବ୍ଲକରେ ସର୍ବାଧିକ ଚାଷଜମି ନଷ୍ଟ ହୋଇଛି। ଏହାସହ ବହୁତଗୁଡିଏ କଚ୍ଚାଘର ଭାଙ୍ଗିଯିବା, ବିଦ୍ୟୁତ୍‌ ଭିତ୍ତିଭୂମି...

ଜନଜାତି ସମ୍ପ୍ରଦାୟକୁ ରାଜ୍ୟ ଜନଜାତି ତାଲିକାରେ ଅନ୍ତର୍ଭୁକ୍ତ ଦାବି

ସୁନ୍ଦରଗଡ଼,୨୮ା୧୨(ଡି.ଏନ୍‌.ଏ.): ଓଡ଼ିଶା ୧୬୦ରୁ ଊଦ୍ଧର୍‌ବ ଜନଜାତି ସମ୍ପ୍ରଦାୟଙ୍କୁ ରାଜ୍ୟ ଜନଜାତି ତାଲିକାରେ ଅନ୍ତର୍ଭୁକ୍ତ କରିବାରେ କେନ୍ଦ୍ର ସରକାରଙ୍କ ଅବହେଳା ପ୍ରତିବାଦରେ ବୁଧବାର ସୁନ୍ଦରଗଡ଼ ବିଜୁ ଜନତା...

Advertisement
Archives

Model This Week