କୁସୁମୀ ନଦୀର ପ୍ରବଳ ସ୍ରୋତରେ ଭାସିଯାଇ ଯୁବକ ନିଖୋଜ

ଖଣ୍ଡପଡ଼ା,୨୬ା୧୦(ସ୍ବ.ପ୍ର.): ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ଲକ ଅନ୍ତର୍ଗତ କୁସୁମୀ ନଦୀରେ ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ଜଳ ପତନ ବୃଦ୍ଧିପାଇଛି। ନଦୀର ପ୍ରବଳ ସ୍ରୋତରେ ଖଣ୍ଡପଡ଼ା ସହରାଞ୍ଚଳ ୪ନଂ. ୱାର୍ଡ ମାଳିସାହିର ଶୁଧାଂସୁ ଶେଖର ମହାପାତ୍ର(୩୩) ଶନିବାର ଭାସିଯାଇ ନିଖୋଜ ଥିବା ଜଣାପଡିଛି। ଘଟଣା ପ୍ରଘଟ ହେବା ପରେ ଖଣ୍ଡପଡା ଓ ଭାପୁର ଅଗ୍ନିଶମ କର୍ମଚାରୀ ପୂର୍ବାହ୍ନ ୯ଟାରୁ ଉଦ୍ଧାର କାର୍ଯ୍ୟରେ ଲାଗିଥିବା ଜଣାପଡିଛି। ଖବର ଲେଖା ହେବା ପର୍ଯ୍ୟନ୍ତ ଶୁଧାଂସୁଙ୍କର ସନ୍ଧାନ ମିଳି ନ ଥିବା ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତାଳକଣି ଗାଁରେ ବାଘ ଆତଙ୍କ

ରଣପୁର,୧୧।୮(ସ୍ବ.ପ୍ର.)-ନୟାଗଡ ଜିଲା ରଣପୁର ବନବିଭାଗ ଅନ୍ତର୍ଗତ ତାଳକଣି ଗାଁରେ ଶନିବାର ବାଘ ଆତଙ୍କ ସୃଷ୍ଟି ହୋଇଛି। ଗ୍ରାମ ନିକଟସ୍ଥ ଛାଟକୁମ୍ଭ ପାହାଡ ପାଖ ମଇଁଷି ଖୋଲ...

କୋଣାର୍କ ଇକୋ ରିଟ୍ରିଟ୍‌ ଆରମ୍ଭ

କୋଣାର୍କ,୯ା୧୨(ଡି.ଏନ୍‌.ଏ.): ପ୍ରକୃତିର ମଜା ନେବା ସହ କିଛି ଆଡଭେଞ୍ଚର ସ୍ପୋର୍ଟସର ଉପଭୋଗ କରିବା ପାଇଁ ବୁଧବାର ଆରମ୍ଭ ହୋଇଯାଇଛି ଇକୋ ରିଟ୍ରିଟ୍‌। ଚଳିତବର୍ଷ ରାଜ୍ୟରେ ମୋଟ...

ଅଂଶୁଘାତ ନେଲା ବୃଦ୍ଧଙ୍କ ଜୀବନ, ସହାୟତା ପାଇଁ ଦାବି

ନୟାଗଡ଼ ଅଫିସ,୩୦।୪: ଅଂଶୁଘାତରେ ଚାଲିଗଲା ବୃଦ୍ଧଙ୍କ ଜୀବନ। ଏଭଳି ଅଭାବନୀୟ ଘଟଣା ଘଟିଛି ଖୋର୍ଦ୍ଧା ଜିଲା ରଣପୁର ବ୍ଲକ୍‌ ବଳଭଦ୍ରପୁର ପଞ୍ଚାୟତ ଲେଖପଡ଼ା ଗାଁରେ। ଗାଁର...

ନକଲି ଜର୍ଦ୍ଦା କାରଖାନା ଠାବ: ଜଣେ ଗିରଫ

ଭଦ୍ରକ ଅଫିସ, ୨୫ା୧୧- ଭଦ୍ରକ ପୁରୁଣାବଜାର ଥାନା ପୋଲିସ ସୋମବାର ମଧ୍ୟାହ୍ନରେ ମିର୍ଜାପୁର ଚିଡ଼ିଆମାରପଦାରେ ଏକ ନକଲି ଜର୍ଦ୍ଦା କାରଖାନା ଠାବ କରିଛି। ସେଠାରୁ ପ୍ରାୟ...

ଟଙ୍କା ଓ ଚାଉଳ ନେବାକୁ ହଇରାଣ

ରଣପୁର,୬ା୪(ସ୍ବ.ପ୍ର.): କରୋନା ପାଇଁ ସହାୟତା ଅର୍ଥ ପାଇବା ଲାଗି ରାଶନ କାର୍ଡଧାରୀଙ୍କୁ ଡିଲରଙ୍କ ପାଖକୁ ଦୁଇଥର ଦୌଡିବାକୁ ପଡୁଛି। ଥରେ ଟଙ୍କା ପାଇଁ ଓ ପୁଣି...

୧୫୪ ବର୍ଷରେ ବ୍ରହ୍ମପୁର ପୌରସଂସ୍ଥା

୧୮୬୭ ମସିହାର କଥା। ସେ ସମୟରେ ମାଡ୍ରାସ ପ୍ରେସିଡେନ୍ସି ଅଧୀନରେ ଥିଲା ଗଞ୍ଜାମ ଜିଲା। ସେହିବର୍ଷ ପ୍ରତିଷ୍ଠିତ ହୋଇଥିଲା ବ୍ରହ୍ମପୁର ପୌରସଂସ୍ଥା। ୧୫୪ ବର୍ଷର ଏହି...

ରାଷ୍ଟ୍ରପତିଙ୍କ ଗସ୍ତ ପୂର୍ବରୁ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ

ପୁରୀ ଅଫିସ ୧୨ା୨: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆସନ୍ତା ୧୯ ତାରିଖରେ ଦୁଇଦିନିଆ ପୁରୀ ଗସ୍ତରେ ଆସିବେ। ଏହି ଅବସରରେ ରାଷ୍ଟ୍ରପତି ଶ୍ରୀମନ୍ଦିରକୁ ଯାଇ ମହାପ୍ରଭୁଙ୍କୁ...

ବ୍ୟବସାୟୀଙ୍କ ବାଇକ୍‌ ଡିକି ଭାଙ୍ଗି ଲୁଟ୍‌: ସୁନାରୂପା ଗହଣା ସହ ୧୮ ହଜାର ନେଇଗଲେ ଲୁଟେରା, ପୋଲିସର ତଦନ୍ତ ଆରମ୍ଭ

ଭଣ୍ଡାରିପୋଖରୀ,୨୩।୧୦(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଅଞ୍ଚଳରେ ଦିନକୁ ଦିନ ଲୁଟେରାଙ୍କ ପ୍ରାଦୁର୍ଭାବ ବଢ଼ିବାରେ ଲାଗିଛି। ୧୬ନଂ ଜାତୀୟ ରାଜପଥ ପାର୍ଶ୍ୱ ବାରିକପୁର ବଜାର ରାସ୍ତାରେ ଜଣେ...

Advertisement
Archives

Model This Week