କୂଅରୁ ଉଦ୍ଧାର ହେଲା କରୋନା ଆକ୍ରାନ୍ତଙ୍କ ବଡ଼ବାପାଙ୍କ ମୃତଦେହ, ଘଟଣାକୁ ନେଇ ଚର୍ଚ୍ଚା

ବଲାଙ୍ଗୀର ଅଫିସ/ଗୁଡଭେଲା(ଡି.ଏନ୍‌.ଏ.), ୬।୫- ବଲାଙ୍ଗୀର ଜିଲା ଗୁଡଭେଲା ବ୍ଳକ ଅନ୍ତର୍ଗତ ଲିଖିରିଆ ଗାଁରେ ଜଣେ ବ୍ୟକ୍ତିଙ୍କ ମୃତଦେହକୁ କୂଅରୁ ଉଦ୍ଧାର କରାଯାଇଛି। ବ୍ୟକ୍ତି ଜଣକ ଶୁକଦେବ ଭୋଇ (୫୦)। ସେ ଗତ ରବିବାର ରାତିରୁ ନିଖୋଜ ଥିଲେ। ତେବେ ଶୁକଦେବଙ୍କ ମୃତ୍ୟୁର କାରଣ ଜଣାପଡ଼ିନାହିଁ । ତେବେ ସେ ଆତ୍ମହତ୍ୟା କରିଥାଇପାରନ୍ତି ବୋଲି ଅନୁମାନ କରାଯାଉଛି। ଖବର ପାଇ ପୋଲିସ ଓ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ଡାକ୍ତରଖାନାକୁ ପଠାଇଛି। ମୃତ ଶୁକଦେବ ଲିଖିରିଆ ଗାଁରେ ଚିହ୍ନଟ ହୋଇଥିବା ଦୁଇ କରୋନା ସଂକ୍ରମିତ ଯୁବକଙ୍କ ମଧ୍ୟରୁ ଜଣେ ଯୁବକଙ୍କ ବଡବାପା ହୋଇଥିବାରୁ ଘଟଣାଟି ଚର୍ଚ୍ଚାର ବିଷୟ ହୋଇଛି। ଗତ ୧ ତାରିଖରୁ ଲିଖିରିଆ ଗାଁ କଣ୍ଟେନ୍‌ମେଣ୍ଟ ଜୋନ୍‌ରେ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ବ ଗ୍ରାମ ଦାବିରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ

ନୟାଗଡ଼ ଅଫିସ,୧୯।୧୨: ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ଲକ ରାଣୀପଡ଼ା ପଞ୍ଚାୟତ ବିରିଡିହି ଗ୍ରାମକୁ ରାଜସ୍ବ ଗ୍ରାମ ପ୍ରଦାନ ଦାବି କରାଯାଇଛି। ଏ ନେଇ ଗ୍ରାମବାସୀ ବୁଧବାର...

ଶାରୀଶୂଆ ପାହାଡରେ ସାଇଣ୍ଟଫିକ ଟିମ

ଖଇରା, ୨୪।୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ତହସିଲ ଅଧୀନ ଶାରୀଶୂଆ ପାହାଡର ୭୭ ନମ୍ବର ତଥା ଅନ୍ୟାନ୍ୟ ଖଣି ଉପରେ କଟକ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ର ଚଢାଉର ୧୨...

ଦୁଇ ବାଇକ୍‌ ମୁହାଁମୁହିଁ, ଜଣେ ମୃତ

କେନ୍ଦୁଝର, ୮।୧(ସ୍ବ.ପ୍ର.)-କେନ୍ଦୁଝର ଟାଉନ ଥାନା ନରଣପୁର ଓଭରବ୍ରିଜ ନିକଟରେ ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଘଟଣା ସ୍ଥଳରେ ଜଣଙ୍କ ମୃତ୍ୟୁ ଘଟିଛି। ପ୍ରାପ୍ତ...

ଦାରିଙ୍ଗବାଡି ଯୁବକ ବିହାରରେ ଆଞ୍ଚଳିକ ଲେବର କମିଶନର

ଦାରିଙ୍ଗବାଡି,୧।୩(ଡି.ଏନ.ଏ) – କଠିନ ପରିଶ୍ରମ ଏବଂ ଇଚ୍ଛାଶକ୍ତି ଆଣିଦେଇଛି ସଫଳତା। ଭଲ ପଥ ପ୍ରଦର୍ଶକ ଓ ଅର୍ଥ ନ ଥାଇ ମଧ୍ୟ ଜଣେ ଯୁବକ ସଫଳତା...

ରାୟଗଡାରେ ଡବଲ ମର୍ଡର

ରାୟଗଡା ଅଫିସ, ୧୫।୬- ରାୟଗଡା ଜିଲା ଶେଷଖାଲ ଥାନା ଅନ୍ତର୍ଗତ ବଡକସାପାଡୁ ଗ୍ରାମରେ ସୋମବାର ଡବଲ ମର୍ଡର ହୋଇଛି। ଗୁଣିଗାରେଡିକୁ ସନ୍ଦେହ କରି ଏପରି ହତ୍ୟାକାଣ୍ଡ...

କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ: ଶାହାଙ୍କ କୁଶପୁତ୍ତଳିକା ଦାହ

ରାୟଗଡ଼ା ଅଫିସ,୨୮।୨: ଜିଲା ପ୍ରଦେଶ କଂଗ୍ରେସ କମିଟିର ନିର୍ଦ୍ଦେଶ କ୍ରମେ ଶୁକ୍ରବାର ରାୟଗଡ଼ା ଜିଲା କଂଗ୍ରେସ କମିଟି ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ...

କେନ୍ଦୁଝରରେ କରୋନା ସନ୍ଦିଗ୍ଧ ନେଇ ଚର୍ଚ୍ଚା

କେନ୍ଦୁଝର,୪।୩(ସ୍ବ.ପ୍ର.): ଆଣ୍ଡାମାନରୁ ଫେରିଥିବା ଜଣେ କରୋନା ସନ୍ଦିଗ୍ଧଙ୍କୁ ବୁଧବାର କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ତେବେ ହରିଚନ୍ଦନପୁର ଡାକ୍ତରଖାନାର ଜଣେ ଡାକ୍ତର ତାଙ୍କୁ...

ଲକ୍ଷାଧିକ ଟଙ୍କାର ଗୁଟ୍‌ଖା, ସରଞ୍ଜାମ ଜବତ, ମାଲିକଙ୍କ ସମେତ ୪ ଗିରଫ

ବ୍ରହ୍ମପୁର ଅଫିସ,୪ା୮-ବଡବଜାର ପୋଲିସ ଶନିବାର ଅପରାହ୍ନରେ ବେଆଇନ ଭାବେ ପ୍ରସ୍ତୁତ ହେଉଥିବା ଗୁଟ୍‌ଖା କାରଖାନାରେ ଚଢାଉ କରିଥିଲା। ପୋଲିସ ଶାର୍ଗୁଣା ସାହିରେ ଥିବା ଏକ ଦୁଇ...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *