କୂଅରୁ ଉଦ୍ଧାର ହେଲା କରୋନା ଆକ୍ରାନ୍ତଙ୍କ ବଡ଼ବାପାଙ୍କ ମୃତଦେହ, ଘଟଣାକୁ ନେଇ ଚର୍ଚ୍ଚା

ବଲାଙ୍ଗୀର ଅଫିସ/ଗୁଡଭେଲା(ଡି.ଏନ୍‌.ଏ.), ୬।୫- ବଲାଙ୍ଗୀର ଜିଲା ଗୁଡଭେଲା ବ୍ଳକ ଅନ୍ତର୍ଗତ ଲିଖିରିଆ ଗାଁରେ ଜଣେ ବ୍ୟକ୍ତିଙ୍କ ମୃତଦେହକୁ କୂଅରୁ ଉଦ୍ଧାର କରାଯାଇଛି। ବ୍ୟକ୍ତି ଜଣକ ଶୁକଦେବ ଭୋଇ (୫୦)। ସେ ଗତ ରବିବାର ରାତିରୁ ନିଖୋଜ ଥିଲେ। ତେବେ ଶୁକଦେବଙ୍କ ମୃତ୍ୟୁର କାରଣ ଜଣାପଡ଼ିନାହିଁ । ତେବେ ସେ ଆତ୍ମହତ୍ୟା କରିଥାଇପାରନ୍ତି ବୋଲି ଅନୁମାନ କରାଯାଉଛି। ଖବର ପାଇ ପୋଲିସ ଓ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ଡାକ୍ତରଖାନାକୁ ପଠାଇଛି। ମୃତ ଶୁକଦେବ ଲିଖିରିଆ ଗାଁରେ ଚିହ୍ନଟ ହୋଇଥିବା ଦୁଇ କରୋନା ସଂକ୍ରମିତ ଯୁବକଙ୍କ ମଧ୍ୟରୁ ଜଣେ ଯୁବକଙ୍କ ବଡବାପା ହୋଇଥିବାରୁ ଘଟଣାଟି ଚର୍ଚ୍ଚାର ବିଷୟ ହୋଇଛି। ଗତ ୧ ତାରିଖରୁ ଲିଖିରିଆ ଗାଁ କଣ୍ଟେନ୍‌ମେଣ୍ଟ ଜୋନ୍‌ରେ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ପାଣିରେ ବୁଡ଼ିି ଜୀବନ ଗଲା

ଖଇରା, ୨୪ା୫(ଡି.ଏନ୍‌.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଗୋବିନ୍ଦପୁର ପଞ୍ଚାୟତ ଚନ୍ଦ୍ରାଟିକିରୀ ଗ୍ରାମର ପ୍ରତାପ ଚନ୍ଦ୍ର ମହାନ୍ତିଙ୍କ ପୁଅ ଓଁକାର(୮) ଶନିବାର ପୋଖରୀ ପାଣିରେ ବୁଡି ପ୍ରାଣ...

ପୁଣି ଏମ୍‌କେସିଜିରୁ ଖସିଲା ସିଲିଂ

ବ୍ରହ୍ମପୁର ଅଫିସ,୯।୯: ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜର ସୁପର ସ୍ପେଶାଲିଷ୍ଟ ବ୍ଲକର ଛାତରୁ ପୁଣି ଶୁକ୍ରବାର ସିଲିଂ ଖସିଛି। ଆଜି ତୃତୀୟ ମହଲାରେ ଥିବା ଏଣ୍ଡୋକ୍ରାଇନୋଲୋଜି...

ପୋଡାଗଲା ୫୧ହଜାର ଗଞ୍ଜେଇ ଗଛ

ଆର.ଉଦୟଗିରି,୧୮ା୧୨(ଡି.ଏନ.ଏ.): ଗଜପତି ଜିଲା ଆର.ଉଦୟଗିରି ଥାନା ନୂଆଗଡ ବ୍ଲକ ଅନୁଗୁରୁ ପଞ୍ଚାୟତର ଟଣ୍ଡରଙ୍ଗ ଗ୍ରାମ ପାହାଡ ଉପରେ ଚାଷ ହୋଇଥିବା ଗଞ୍ଜେଇ ଗଛକୁ ବୁଧବାର ପୋଲିସ...

କେନାଲରେ ପାଣି ନାହିଁ, ରବି ଫସଲ ଚାଷୀ ନିରାଶ

କେନ୍ଦ୍ରାପଡା ଅଫିସ, ୭ା୧୨: ଖରିଫ ଧାନ ଚାଷ ସରିଛି। କେନ୍ଦ୍ରାପଡ଼ା ଜିଲାର ଚାଷୀ ରବି ଫସଲ ପାଇଁ ପ୍ରସ୍ତୁତ ହେଉଛନ୍ତି। ତେବେ ଏଥିରେ କ୍ଷେତକୁ ଜଳସେଚନ...

ବ୍ରାହ୍ମଣୀନଦୀରୁ ଚାଲିଛି ବେଆଇନ ବାଲି ଉଠାଣ

କେନ୍ଦ୍ରାପଡ଼ା ଅଫିସ,୨୨ା୨: କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ବାଲି ଚୋରା ଚାଲାଣ କରୁଥିବା ମାଫିଆ ଓ ତାଙ୍କୁ ସହଯୋଗ କରୁଥିବା ଅଧିକାରୀମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ...

ଗଞ୍ଜାମରୁ ନକଲି ମଦ କାରଖାନା ଠାବ

ବ୍ରହ୍ମପୁର ଅଫିସ , ୨୭।୨: ବ୍ରହ୍ମପୁର ମହାନଗରରୁ ଏବେ ପୁଣି ଠାବ ହୋଇଛି ନକଲି ବିଦେଶୀ ମଦ କାରଖାନା। ଦକ୍ଷିଣାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗ ବଡ଼...

ଏଥର ହୋଇ ନ ପାରେ ହବିଷିଆଳି ଶିବିର

ପୁରୀ ଅଫିସ, ୧୨। ୯: ଧର୍ମମାସ କାର୍ତ୍ତିରେ ହବିଷ ବ୍ରତ କରିବା ପାଇଁ ପୁରୀକୁ ହବିଷିଆଳିମାନେ ଆସିଥାନ୍ତି। ଏଠାରେ ମାସେ ପର୍ଯ୍ୟନ୍ତ ରହି ମହାପ୍ରଭୁଙ୍କୁ ଦର୍ଶନ...

ପଞ୍ଚାୟତ ଜିପିଇଓଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବଲାଙ୍ଗୀର ଅଫିସ,୩୧ା୧୨: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗୁରୁବାର ବଲାଙ୍ଗୀର ଜିଲା ପୁଇଁତଲା ବ୍ଲକ ପୁଇଁତଲା ପଞ୍ଚାୟତର ଜିପିଇଓ ବିହାରୀଲାଲ ବାରିକଙ୍କ ଘରେ ଭିଜିଲାନ୍ସ ବିଭାଗ...

Advertisement
Archives

Model This Week