କୂଅରେ ପଡ଼ି ଯୁବକଙ୍କ ପ୍ରାଣଗଲା

ସଜନାଗଡ଼,୮।୮(ଡି.ଏନ୍‌.ଏ.) : ବାଲେଶ୍ୱର ଜିଲା ନୀଳଗିରି ଥାନା ଅଧୀନ ସଜନାଗଡ଼ ପଞ୍ଚାୟତରେ ଏକ ଅଭାବନୀୟ ଘଟଣା ଘଟିଛି। ସଜନାଗଡ଼ ଛକ ନିକଟ ୧୯ ନଂ ରାଜ୍ୟ ରାଜପଥ ପାଶର୍‌ବରେ ପୂର୍ଣ୍ଣଚନ୍ଦ୍ର ଖାଲପାଳିଆଙ୍କ ସାନ ପୁଅ ପରଭାସିଆ (୨୩) ଗୁରୁବାର ପୂର୍ବାହ୍ନରେ ଘରପାଶର୍‌ବରେ ଥିବା କୂଅକୁ ଗାଧୋଇବାକୁ ଯାଇଥିଲେ। ଅସାବଧାନତା ଯୋଗୁ ସେ କୂଅରେ ପଡ଼ିଯାଇଥିଲେ। ସଙ୍ଗେ ସଙ୍ଗେ ପରିବାର ଲୋକେ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ତେବେ ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚି ପରଭାସିଆଙ୍କୁ କୂଅରୁ ଉଦ୍ଧାର କରି ନୀଳଗିରି ମେଡିକାଲକୁ ଆଣିଥିବାବେଳେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରି-ବୋର୍ଡ ପରୀକ୍ଷା ପରେ ଶ୍ରେଣୀରେ ଜଣେ ଛାତ୍ର

ଦାରିଙ୍ଗବାଡ଼ି,୧୪।୧(ଡି.ଏନ.ଏ.)-ଦାରିଙ୍ଗବାଡ଼ି ବ୍ଲକ ପର୍ତ୍ତମାହା ପଞ୍ଚାୟତର ଦୁର୍ଗମ ଗ୍ରାମରେ ଥିବା ସୁଜାମାଜୁ ଉନ୍ନୀତ ସରକାରୀ ଉଚ୍ଚ ବିଦ୍ୟାଳୟ ହଷ୍ଟେଲରେ ରହି ପଢ଼ୁଥିବା ଦଶମ ଶ୍ରେଣୀ ଛାତ୍ରୀମାନଙ୍କୁ ପ୍ରି-ବୋର୍ଡ...

୨ ବର୍ଷ ପରେ ଏଥର ରଥଯାତ୍ରାରେ ସାମିଲ ହେବେ ଭକ୍ତ

ପୁରୀ ଅଫିସ,୫ା୫: ଆସନ୍ତା ଜୁଲାଇ ୧ରେ ମହାପ୍ରଭୁଙ୍କ ରଥଯାତ୍ରା ହେବ। ଏନେଇ ପ୍ରଶାସନ ପକ୍ଷରୁ ଗୁରୁବାର ଏକ ପ୍ରସ୍ତୁତି ବୈଠକ ବସିଥିଲା। ବୈଠକ ପରେ ପୁରୀ...

କଲ୍ୟାଣସିଂହପୁରରେ ଲୋକଙ୍କୁ ସଚେତନ କଲେ ମନ୍ତ୍ରୀ

ରାୟଗଡ଼ା ଅଫିସ,୬।୮: ରାୟଗଡ଼ା ଜିଲା କାଶୀପୁର ବ୍ଲକ ପରେ ପଡ଼ୋଶୀ କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସିକରପାଇ ଓ ବୁଡ଼ାଗୁଡ଼ା ପଞ୍ଚାୟତରେ ଝାଡ଼ାବାନ୍ତି ବ୍ୟାପିଛି। ଆଦିବାସୀ କଲ୍ୟାଣ...

ଓରେଡା ଉପରେ ପୁଣି ଭରସା

ଯାଜପୁର ଅଫିସ,୨୧।୧୦: ସୌରଶକ୍ତି ଚାଳିତ ପାନୀୟ ଜଳ ପ୍ରକଳ୍ପର ମରାମତି ଏବଂ ନିର୍ମାଣ ପାଇଁ ପୁଣିଥରେ ଓରେଡାକୁ ଦାୟିତ୍ୱ ଦିଆଯାଉଛି। ଓରେଡାର ଅଫିସର ଅନ୍‌ ସ୍ପେଶାଲ...

ଭିଜିଲାନ୍ସ ଜାଲରେ କୋଟିପତି ଯନ୍ତ୍ରୀ: ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି ଠାବ

ବାଲେଶ୍ୱର ଅଫିସ, ୧୮।୧୦-ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଜାଲରେ ଛନ୍ଦି ହୋଇପଡିଛନ୍ତି ବାଲେଶ୍ୱର ଜିଲା ଡ୍ରେନେଜ୍‌ ଡିଭିଜନ୍‌ର କାର୍ଯ୍ୟ ନିର୍ବାହୀଯନ୍ତ୍ରୀ ବସନ୍ତ କୁମାର...

ବିଦ୍ୟୁତତାର ସଂସ୍ପର୍ଶରେ ଆସି ଯୁବକଙ୍କ ଜୀବନ ଗଲା

ବରଗଡ଼ ଅଫିସ,୧୨ା୫: ବରଗଡ଼ ସହରର ୧ନଂ ଓ୍ବାର୍ଡର ନଦୀପଡ଼ାରେ ବିଦ୍ୟୁତତାର ସଂସ୍ପର୍ଶରେ ଆସି ରବିବାର ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକ ଜଣକ ହେଲେ...

ସ୍କୁଟି ଡିକିରୁ ଲୁଟିନେଲେ ୪୦ହଜାର

ବଡ଼ସାହି,୧୯ା୯(ସ୍ବ.ପ୍ର): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ମାଣତ୍ରୀ ବଜାରରେ ଥିବା ବ୍ୟାଙ୍କ ସମ୍ମୁଖ ଏକ ସ୍କୁଟି ଡିକିରୁ ବୁଧବାର ଦୁବୃର୍ତ୍ତମାନେ ୪୦ହଜାର ଟଙ୍କା ଲୁଟି...

ଜୀବିତ ୧୧ଜଣଙ୍କୁ ମୃତ ଦର୍ଶାଇ ହରିଶ୍ଚନ୍ଦ୍ର ଟଙ୍କା ହଡ଼ପ

ରାଜନଗର, ୧୭ା୬(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ କୁରୁଣ୍ଟି ପଞ୍ଚାୟତରେ ବଞ୍ଚତ୍ଥିବା ୧୧ ଜଣ ଲୋକଙ୍କୁ ସରକାରୀ ଦସ୍ତାବିଜରେ ଚଞ୍ଚକତା କରି ମୃତ ଦର୍ଶାଇ ଶବ...

Advertisement
Archives

Model This Week