କୂଅରେ ପଡି ବାର୍‌ହା ମୃତ

ଛେଣ୍ଡିପଦା,୧୭।୯(ସ୍ବ.ପ୍ର)-ଛେଣ୍ଡିପଦା ଥାନା ଜରପଡା ବନାଞ୍ଚଳ ବସନ୍ତପୁର ଗ୍ରାମରେ ଥିବା ଏକ ଖୋଲା କୂଅରେ ଏକ ବାରହା ଖସିପଡ଼ି ମଙ୍ଗଳବାର ମୃତ୍ୟୁବରଣ କରିଛି।
ବନବିଭାଗ ସୂତ୍ରରୁ ପ୍ରକାଶ, ବାରହାଟି ଖାଦ୍ୟ ଅନ୍ବେଷଣରେ ଆସି ବସନ୍ତପୁର ଗ୍ରାମ ଅଖ ବିଶ୍ବାଳଙ୍କ ଘର ପଛ ପଟେ ଥିବା କୂଅରେ ସୋମବାର ରାତିରେ ଖସି ପଡ଼ିଥିଲା। ସକାଳେ କୂଅରେ ବାରହା ପଡିଥିବା ଦେଖି ଅଖ ଜରପଡା ବନବିଭାଗକୁ ସୂଚନା ଦେଇଥିଲେ। ଖବରପାଇ ବନକର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ବାରହାକୁ ଉଦ୍ଧାର କରିବା ପୂର୍ବରୁ ତାର ମୃତ୍ୟୁ ଘଟିଥିଲା। ବନବିଭାଗ ମୃତଦେହ ଜବତ କରିବାସହ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁକ୍ତ ୩ ବ୍ୟାକ ଫଳ ପ୍ରକାଶ ବିଳମ୍ବ ଘଟଣା: ପୁଣି ଧାରଣାରେ ବସିଲେ ଛାତ୍ରୀଛାତ୍ର

ବ୍ରହ୍ମପୁର ଅଫିସ, ୮ା୮-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଅଧୀନସ୍ଥ ମହାବିଦ୍ୟାଳୟରେ ଅଧ୍ୟୟନ ଛାତ୍ରୀଛାତ୍ରଙ୍କ ଯୁକ୍ତ ୩ ଦ୍ୱିତୀୟ ଓ ତୃତୀୟ ସେମିଷ୍ଟର ବ୍ୟାକ ପରୀକ୍ଷା ଫଳ ପ୍ରକାଶରେ ବିଳମ୍ବକୁ...

ନାଚଗୀତରେ ପାଳିଲେ ହୋଲି

ଗଞ୍ଜାମ, ୨୯।୩(ଡି.ଏନ୍‌.ଏ.): ଗଞ୍ଜାମ ସହର ଓ ଆଖପାଖ ଅଞ୍ଚଳରେ ରଙ୍ଗର ପର୍ବ ହୋଲି ସୋମବାର ପାଳନ ହୋଇଯାଇଛି। ଏହି ଅବସରରେ ପୁଇଁତୋଳା ବାରିକିସାହି, ବଡ଼ସାହି ଓ...

ପଥରରେ ଛେଚି ନାବାଳକଙ୍କୁ ହତ୍ୟା

ନିରାକାରପୁର, ୨।୧୦(ଡି.ଏନ୍‌.ଏ.): ନୟାଗଡ଼ ଜିଲା ରଣପୁର ଥାନା ଅଞ୍ଚଳରେ ଜଣେ ନାବାଳକଙ୍କୁ ଗୁରୁବାର ରାତିରେ ପଥରରେ ଛେଚି ହତ୍ୟା କରାଯାଇଛି। ମୃତକ ହେଲେ ଏହି ଥାନା...

ପୁତୁରାର ଠେଙ୍ଗା ମାଡରେ କକାଙ୍କ ମୃତ୍ୟୁ

ଭଞ୍ଜନଗର,୨୯।୧୦(ଡି.ଏନ୍‌.ଏ.): ପୁତୁରା ଆକ୍ରମଣରେ ଘଟିଛି କକାଙ୍କ ମୃତ୍ୟୁ। ଏଭଳି ଏକ ଘଟଣା ଘଟିଛି ତାରସିଂଙ୍ଗି ଥାନା ଅନ୍ତର୍ଗତ ମହୁଲ ପାଟଣା ଗ୍ରାମରେ। ମୃତକ ଜଣଙ୍କ ହେଲେ...

ରେକର୍ଡ କଲେ ଶିଳ୍ପୀ ସତ୍ୟ: ୧୨ ଘଣ୍ଟାରେ ନିର୍ମାଣ କଲେ ୧.୫ ଇଞ୍ଚ ଉଚ୍ଚତା ରଥ

ବ୍ରହ୍ମପୁର ଅଫିସ,୧୧ା୭-ନିଜ ରେକର୍ଡକୁ ପୁଣି ଭାଙ୍ଗିଲେ ବ୍ରହ୍ମପୁରର ଶିଳ୍ପୀ ସତ୍ୟ ମହାରଣା। ସତ୍ୟ ଶ୍ରୀଗୁଣ୍ଡିଚା ଅବସରରେ ୨.୫ ଇଞ୍ଚ ଉଚ୍ଚତା, ୨ ଇଞ୍ଚ ଓସାରର ବିଶ୍ୱର...

ଏନ୍‌ଏଚ୍‌ରେ ଟୋଲ୍‌ ଶୋଷଣ

ଯାଜପୁର ଅଫିସ,୧୦ା୫:ଏନ୍‌ଏଚ୍‌ଏଆଇ(ନ୍ୟାଶନାଲ ହାଇୱେ ଅଥରିଟି ଅଫ୍‌ ଇଣ୍ଡିଆ)ରେ ଟୋଲ୍‌ ଶୋଷଣ ସୀମା ଲଂଘିଛି। ୫୦ କିମି ଦୂରତା ମଧ୍ୟରେ ଥିବା ୩ ଟୋଲ୍‌ ପ୍ଲାଜାରେ ଏଭଳି...

କିଶୋରନଗର ଅଞ୍ଚଳରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ: ପାଟ୍ରୋଲିଂ ବ୍ୟବସ୍ଥା କଡ଼ାକଡ଼ି ଦାବି

ବଇଣ୍ଡା,୫।୬(ଡି.ଏନ.ଏ.)- ଅନୁଗୋଳ ଜିଲା କିଶୋରନଗର ଥାନା ଇଲାକାରେ କିଛିଦିନ ହେବ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ପୋଲିସ ରାତି ପାଟ୍ରୋଲିଂ ବ୍ୟବସ୍ଥା କଡ଼ାକଡ଼ି କରୁ ନ ଥିବାରୁ...

ଭିଡିଓ କର୍ମଶାଳାରେ ପ୍ରଦର୍ଶିତ ହେଲା ୬୦ ବିରଳ ଚିକିତ୍ସା ପଦ୍ଧତି

ପୁରୀ ଅଫିସ,୧୨ା୯: ଇଣ୍ଡିଆନ ସୋସାଇଟି ଫର୍‌ ସର୍ଜରୀ ଅଫ୍‌ ଦି ହ୍ୟାଣ୍ଡ (ଆଇଏସ୍‌ଏସ୍‌ଏଚ୍‌)ର ୪୩ତମ ଏବଂ ଇଣ୍ଡିଆନ ସୋସାଇଟି ଅଫ୍‌ ହ୍ୟାଣ୍ଡ ଥେରାପିଷ୍ଟ (ଆଇଏସ୍‌ଏଚ୍‌ଟି)ର ୭ମ...

Advertisement
Archives

Model This Week