କୂଅରେ ପଡି ୨ ବର୍ଷ ଶିଶୁର ଜୀବନ ଗଲା

ପାଟଣା, ୯ା୩(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ବ୍ଲକ ଖିରେଇଟାଙ୍ଗିରି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ସୋମବାର ସକାଳେ ଟୁନା ମୁଣ୍ଡାଙ୍କ ୨ ବର୍ଷର ପୁଅ ଜଗା ଏକ ପରିତ୍ୟକ୍ତ କୂଅରେ ପଡି ପ୍ରାଣ ହରାଇଛନ୍ତି। ଜଗା ଅଗଣାରେ ଖେଳୁଥିବା ବେଳେ ଅସାବଧାନତାବଶତଃ କୂଅ ଭିତରେ ଖସିପଡିଥିଲେ। ପରିବାର ଲୋକେ ତାଙ୍କୁ ଉଦ୍ଧାର କରି କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ ହେଁ ଡାକ୍ତର ଶିଶୁଙ୍କୁ ମୃତ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରୋଜଗାର ଯୋଗାଉଛି କଡ଼କନାଥ

କେନ୍ଦ୍ରାପଡା ଅଫିସ, ୫।୭: ବିପଦ ଆପଦରେ ଗୋଟିଏ କଡକନାଥ କୁକୁଡା ବିକିଲେ ୭୦୦ରୁ ୯୦୦ଟଙ୍କା ମିଳିଯାଉଛି। ପିଲାଙ୍କ ପଢ଼ା ଖର୍ଚ୍ଚ ହେଉ ଅଥବା ଔଷଧ କିଣିବା,...

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ: ଭାରପ୍ରାପ୍ତ କୁଳପତି ଭାବେ ଦାୟିତ୍ୱ ନେଲେ ଆରଡିସି

ବ୍ରହ୍ମପୁର ଅଫିସ,୪ା୮-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଭାରପ୍ରାପ୍ତ କୁଳପତି ଭାବେ ଶନିିବାର ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର(ଆରଡିସି) ଟି.ଆଓ ଦାୟିତ୍ୱ ଗ୍ରହଣ କରିଛନ୍ତି । ଜୁଲାଇ ୩୧ରେ ରାଜଭବନରୁ ଆସିଥିବା...

ଚାନ୍ଦପଶି ନିକଟରେ ଦୁଇ ଟ୍ରକ୍‌ ମୁହାଁମୁହିଁ ଧକ୍କା, ଦୁଇ ଚାଳକ ମୃତ

କେନ୍ଦୁଝର,୨।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଟଗାଁ ବ୍ଲକ ଗୋପାଳପୁର ଚାନ୍ଦପଶି ନିକଟ ୨୦ନଂ ଏନ୍‌ଏଚ୍‌ରେ ଶନିବାର ବିଳମ୍ବିତ ରାତିରେ ଦୁଇଟି ଟ୍ରକ୍‌ ମୁହାଁମୁହିଁ ଧକ୍କା ହେବା ଯୋଗୁ...

ସର୍ଭର ସମସ୍ୟା: ଜୀବନ ପ୍ରମାଣପତ୍ର ନ ପାଇ ନିରାଶରେ ଫେରୁଛନ୍ତି ପେନ୍‌ସନ୍‌ ଭୋଗୀ

ସୋରଡ଼ା,୯ା୧୧(ଡି.ଏନ୍‌.ଏ.): ନଭେମ୍ବର ମାସରେ ରାଜ୍ୟ ଓ କେନ୍ଦ୍ର ସରକାର ଓ ଅନ୍ୟ ସଂସ୍ଥା ଅଧୀନ ପେନ୍‌ସନ୍‌ ଭୋଗୀମାନେ ନିଜ ନିଜ କୋଷାଗାର ଓ ବ୍ୟାଙ୍କମାନଙ୍କୁ ଜୀବନ...

କାର୍ଯ୍ୟ ବନ୍ଦ ଡକରା ଦେଲା ବ୍ୟାଙ୍କ ଅଧିକାରୀ ଓ କର୍ମଚାରୀ ସଂଘ

ବାରିପଦା ଅଫିସ,୨୫ା୧- ବାରିପଦା ବ୍ୟାଙ୍କ ଅଫ ଇଣ୍ଡିଆ ଶାଖାର ସମସ୍ତ ଅଧିକାରୀ ଓ କର୍ମଚାରୀମାନେ ମିଳିତ ଭାବେ ବିଭିନ୍ନ ଦାବି ନେଇ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗଞ୍ଜାମ ବସ୍‌ ଦୁର୍ଘଟଣା ଏସ୍‌ସିବିରେ ଆହତଙ୍କୁ ଭେଟିଲେ ଭାଜପା ରାଜ୍ୟ ସଭାପତି

କଟକ ଅଫିସ,୧୧ା୨: ଗଞ୍ଜାମ ଜିଲାର ଗୋଳନ୍ଥରା ଥାନା ଅଧୀନ ମେଣ୍ଢରାଜପୁର ଛକରେ ରବିବାର ଅପରାହ୍ନରେ ସିଲ୍‌କ ସିଟି ନାମକ ଏକ ବସ୍‌ରେ ୧୧ କେଭି ବିଦ୍ୟୁତ୍‌...

ନିଖୋଜ ସମିତିସଭ୍ୟ ପ୍ରାର୍ଥୀ ଉଦ୍ଧାର

ଢେଙ୍କାନାଳ ଅଫିସ, ୪।୨-ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ନୂଆଗଁା ପଞ୍ଚାୟତର ବିଜେଡି ସମର୍ଥତ୍ତ ସମିତି ସଭ୍ୟ ପ୍ରାର୍ଥୀ ସୁବ୍ରତ ବେହେରା (୨୩)ଙ୍କ ସନ୍ଧାନ ମିଳିଛି। ନିଖୋଜର...

କୋଭିଡ୍‌ ଯୋଦ୍ଧା ପଜିଟିଭ୍‌ ଚିହ୍ନଟ: ୪୮ ଘଣ୍ଟା ଗାଁ ଶଟ୍‌ଡାଉନ୍‌ କଲେ ସରପଞ୍ଚ

ଜୁନାଗଡ଼,୨୫ା୭(ଡି.ଏନ୍‌.ଏ.) : କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ମହିଚଳା ପଞ୍ଚାୟତ ଚକୁଳି ଗ୍ରାମର ଜଣେ କୋଭିଡ୍‌ ଯୋଦ୍ଧା ଶୁକ୍ରବାର ରାତିରେ କରୋନାରେ ଆକ୍ରାନ୍ତ ଥିବା ଜଣାପଡ଼ିଥିଲା।...

Advertisement
Archives

Model This Week