କୃତିଙ୍କ ହେୟାର ମସାଜ୍‌ କରୁଛନ୍ତି ପୁଲକିତ

ମୁମ୍ବାଇ: କୃତି ଖରବନ୍ଦା ଏବଂ ପୁଲକିତ ସମ୍ରାଟ ଦୁହେଁ ଦୀର୍ଘ ଦିନ ହେବ ଲିଭ୍‌ ଇନ୍‌ ରିଲେଶନସିପ୍‌ରେ ରହୁଛନ୍ତି। କରୋନା ପାଇଁ ସାରା ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିବା ବେଳେ ଏହି ଲଭ୍‌ବାର୍ଡ ଦୁହେଁ ଦୁହିଁଙ୍କ ସହିତ କ୍ୱାଲିଟି ସମୟ ବିତାଉଛନ୍ତି। ଦୁଇଣଙ୍କର ସୁନ୍ଦର ଫଟୋ ଏବଂ ଭିଡିଓ ସୋସିଆଲ ମିଡିଆରେ ଶେୟାର କରୁଛନ୍ତି। ଗତ କିଛିଦିନ ତଳେ କୃତି ଦୁହିଁଙ୍କର ଏକ ଫନୀ ଭିଡିଓ ଇନ୍‌ଷ୍ଟାରେ ଶେୟାର କରିଥିଲେ, ଯେଉଁଥିରେ ପୁଲକିତଙ୍କୁ ଜବରଦସ୍ତି ହେୟାର୍‌ରେ ଅଏଲ୍‌ ମସାଜ୍‌ କରିବାକୁ କହୁଛନ୍ତି। ଏହି ଭିଡିଓରେ ପୁଲକିତଙ୍କୁ ସେ ଚମ୍ପକ ବୋଲି ସମ୍ବୋଧନ କରୁଛନ୍ତି। ପୁଲକିତ ତାଙ୍କ ହେୟାର ଚମ୍ପି ମଧ୍ୟ କରିଦେଉଛନ୍ତି। ତେବେ ଏହି ଭିଡିଓକୁ ଫ୍ୟାନ୍‌ମାନେ ବେଶ୍‌ ପସନ୍ଦ ମଧ୍ୟ କରିଛନ୍ତି। ଶେଷରେ ପୁଲକିତଙ୍କୁ ଏତେ ସୁନ୍ଦର ମସାଜ୍‌ କରିଥିବାରୁ ଧନ୍ୟବାଦ ଦେଇଛନ୍ତି କୃତି । କୃତି କହିଛନ୍ତି, ଇଏ ହେଉଛି ଆମର କ୍ୱାରାଣ୍ଟାଇନ ମେମୋରି। ପୁଲକିତଙ୍କ ଭାଇଙ୍କ ଏନ୍‌ଗେଜ୍‌ମେଣ୍ଟକୁ ଯାଇଥିଲି। ଦୁହେଁ ଇଣ୍ଟରନ୍ୟାସ୍‌ନାଲ ଫ୍ଲାଇଟ୍‌ରେ ମୁମ୍ବାଇ ଆସିଥିଲୁ। ସେବେ ଟିକେ ଫିଭର ଆସିଥିଲା। କରୋନା ସଂକ୍ରମଣକୁ ନେଇ ଡରିଯାଇଥିଲି। ସେଥିଲାଗି ଆମେ କ୍ୱାରାଣ୍ଟାଇନ୍‌ରେ ଥିଲୁ। କିନ୍ତୁ ଟେଷ୍ଟ ରିପୋର୍ଟ ନେଗେଟିଭ ଆସିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

ଟ୍ରମ୍ପଙ୍କ ଧମକର କଡ଼ା ଜବାବ ଦେଲା ଇରାନ; ନା ସଭ୍ୟତା, ନା ଇତିହାସ….

ତେହରାନ,୫ା୭: ଡୋନାଲ୍ଡ ଟ୍ରମ୍ପଙ୍କ ନିରନ୍ତର ବୟାନବାଜି ଉପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି । ଟ୍ରମ୍ପ ଦାବି କରିଥିଲେ ଯେ ସେ ଦେଶର ବରିଷ୍ଠ ନେତାମାନଙ୍କୁ…

ପାରାଗୁଏକୁ ହରାଇ କ୍ୱାର୍ଟର ଫାଇନାଲରେ ପହଞ୍ଚିଲା ଫ୍ରାନ୍ସ

ଫିଲାଡେଲଫିଆ, ୫ା୭: ପେନାଲ୍ଟି କିକ୍‌ରୁ କିଲିଆନ ଏମ୍‌ବାପେଙ୍କ ଗୋଲ ବଳରେ ରବିବାର ଖେଳାଯାଇଥିବା ରାଉଣ୍ଡ ଅଫ୍‌-୧୬ ମ୍ୟାଚ୍‌ରେ ଫ୍ରାନ୍ସ ୧-୦ ଗୋଲରେ ପାରାଗୁଏକୁ ପରାସ୍ତ କରି କ୍ୱାର୍ଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri