କୃତୀ ଛାତ୍ରୀଙ୍କ ଇସ୍ରୋ ପରିଦର୍ଶନ

ଭବାନୀପାଟଣା,୧୫ା୬(ଡି.ଏନ୍‌.ଏ.): ଟାଟାଷ୍ଟିଲର ଦ୍ୱାଦଶତମ ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଅନ୍ବେଷଣ ପ୍ରତିଯୋଗିତାରେ ୩୦୦ଟି ବିଦ୍ୟାଳୟର ୬୩ ହଜାର ଛାତ୍ରୀଛାତ୍ରଙ୍କ ମଧ୍ୟରୁ ଟପ୍‌-୨୦ରେ ପଞ୍ଚମସ୍ଥାନ ଅଧିକାର କରିଛନ୍ତି ଅମ୍ବିକା ନନ୍ଦ। ସେ ଏକ୍ସପୋଜର ଭିଜିଟ କାର୍ଯ୍ୟକ୍ରମରେ କଳାହାଣ୍ଡି ଜିଲାର ଏକମାତ୍ର ପ୍ରତିଯୋଗୀ ଯେ କି, ଅହମଦାବାଦସ୍ଥିତ ଇସ୍ରୋ (ଭାରତୀୟ ମହାକାଶ ଗବେଷଣା କେନ୍ଦ୍ର) ପରିଭ୍ରମଣରେ ଯାଇ ଫେରି ଆସିଛନ୍ତି। ସେ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର, କେସିଙ୍ଗାର ଦଶମ ଶ୍ରେଣୀ ଛାତ୍ରୀ ଅଟନ୍ତି। ସେ ଶିକ୍ଷୟିତ୍ରୀ ସୁକାନ୍ତି କୁମାରୀ ସୁନି ଓ ମନୋଜ କୁମାର ନନ୍ଦଙ୍କ ସୁପୁତ୍ରୀ ଅଟନ୍ତି। ଭବିଷ୍ୟତରେ ଅମ୍ବିକା ଚନ୍ଦ୍ର ଉପରେ ଗବେଷଣା କରିବାକୁ ଇଚ୍ଛା ପ୍ରକାଶ କରିଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିମ୍‌ସାର ଘଟଣା ଭିନ୍ନ ରୂପ ନେଲା: ସୀମା ଭୁଲିଯାଇଥିଲେ ଡାକ୍ତର

ସମ୍ବଲପୁର,୨୨ା୧୦(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲା ବୀର ସୁରେନ୍ଦ୍ର ସାଏ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ ସାଇନ୍ସ ଆଣ୍ଡ ରିସର୍ଚ୍ଚ (ଭିମ୍‌ସାର)ରେ ଡାକ୍ତର ସୂର୍ଯ୍ୟକାନ୍ତ ପାଟ୍ଟଯୋଶୀଙ୍କୁ ରବିବାର ମାଡ଼...

ଭୋକିଲା ପେଟରେ ପୂଜାର୍ଚ୍ଚନା କରିବା କାଠିକର ପାଠ ହେବ

ସମ୍ବଲପୁର, ୨୮।୪ (ବ୍ୟୁରୋ)- କରୋନା ଭୂତାଣୁକୁ ନେଇ କଟକଣା ଯୋଗୁ ସମ୍ବଲପୁରର ଇଷ୍ଟଦେବୀ ସମଲେଇଙ୍କ ଦର୍ଶନ ମାର୍ଚ୍ଚ ୧୯ ତାରିଖରୁ ବନ୍ଦ ରହିଛି। ହେଲେ ଦେବୀଙ୍କ...

ସାମାଜିକ ଦୂରତା ରଖି ପରିବା କିଣିଲେ

ସମ୍ବଲପୁର,୨୬।୩(ବ୍ୟୁରୋ)-କରୋନା ଭୂତାଣୁ ସଂକ୍ରମଣ ରୋକିବାକୁ ନେଇ ସମ୍ବଲପୁର ମହାନଗର ନିଗମ ଓ ପୋଲିସ ପ୍ରଶାସନ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି। ଗୁରୁବାର ସକାଳେ ପନିପରିବା ବଜାରରେ...

ପାଣିରେ ବୁଡ଼ି ଚାଷୀଙ୍କ ଜୀବନ ଗଲା

ସମ୍ବଲପୁର,୫।୯(ବ୍ୟୁରୋ) : ସମ୍ବଲପୁର ଜିଲା ମହୁଲପାଲି ଥାନା ଗଡ଼ମୁଣ୍ଡା ନିକଟ ଏକ ନାଳରୁ ଲଇକେରା ଥାନା ନାକଡିହି ଗ୍ରାମର ଚାଷୀ ମନୋଜ ଓରାମ(୪୫)ଙ୍କ ମୃତଦେହ ଉଦ୍ଧାର...

୮ବର୍ଷ ପରେ ମାଟିତଳୁ ମହିଳାଙ୍କ ଦେହାବଶେଷ ମିଳିବା ଘଟଣା : ପୋଲିସ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି

ଭୁବନେଶ୍ୱର,୨୯।୭(ବ୍ୟୁରୋ) : ସମ୍ବଲପୁର ଜିଲା ନନ୍ଦପଡ଼ାର ଜୟଶ୍ରୀ ମିଶ୍ରଙ୍କ ମୃତ୍ୟୁ ରହସ୍ୟ ୮ବର୍ଷ ପରେ ଝିଅ ବିଜୟିନୀଙ୍କ ଯୋଗୁ ପଦାକୁ ଆସିଛି। ହତ୍ୟା ପରେ ଜୟଶ୍ରୀଙ୍କୁ...

ରାତିରେ ଅଁଧାର, ଦିନବେଲା ଜଲୁଛେ ଷ୍ଟ୍ରିଟ୍‌ଲାଇଟ୍‌

ଗୁଡ଼ଭେଲା,୧୭ା୪(ଡି.ଏନ.ଏ):  ସରକାର ବିଦ୍ୟୁତ ସଞ୍ଚୟ ଲାଗି ଲୁକ୍‌କୁ ସଚେତନ କରୁଛନ୍‌। ହେଲେ ବଲାଙ୍ଗୀର ଜିଲା ତୁଷୁରା ସହରରେ ଥିବାର ଷ୍ଟ୍ରିଟଲାଇଟମାନ ଦିନବେଲା ଜଲୁଥିଲାବେଲେ ବଡ଼ଭାଗି ଲାଇଟ୍‌...

ବାନ୍ତି କଲେ ପାଟିରୁ ବାହାରୁଛି କୋଇଲା: ବଲାଙ୍ଗିର ହସ୍ପିଟାଲରେ ଭର୍ତ୍ତି ହେଲେ ୧୦ ବର୍ଷର ନାବାଳିକା

ବଲାଙ୍ଗିର ଅଫିସ,୨୪।୭: ବାନ୍ତି କଲେ ପାଟିରୁ ବାହାରୁଛି ପୋଡ଼ା କାଠର କୋଇଲା। ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଦେଖିବାକୁ ମିଳୁଛି ଖପ୍ରାଖୋଲ ବ୍ଲକ ବୁଡ଼ିବାହାଲ ଗ୍ରାମର...

ଖାଇବାକୁ ମିଳୁନି, ଋଣ ଅସୁଲ ହେଉଛି  

ସମ୍ବଲପୁର, ୧୧।୬ (ବ୍ୟୁରୋ)-ସରକାର ବ୍ୟାଙ୍କ ଓ ମାଇକ୍ରୋ ଫାଇନାନ୍ସ କମ୍ପାନୀ ଗୁଡିକର ଋଣ ଅସୁଲ କରିବା ଉପରେ ରୋକ୍‌ ଲଗାଇଛନ୍ତି। ହେଲେ ମାଇକ୍ରୋ ଫାଇନାନ୍ସ କମ୍ପାନୀ...

Play 250+ Trending Games
Archives

Model This Week

Why Dharitri