Posted inଜାତୀୟ

କୃଷକଙ୍କ ସମସ୍ୟାକୁ ନେଇ ୬ଟି ରାଲିରେ ଯୋଗଦେବେ ପ୍ରିୟଙ୍କା

ନୂଆଦିଲ୍ଲୀ,୧୦।୨: କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଆସନ୍ତା ଦିନରେ ଉତ୍ତରପ୍ରଦେଶରେ ୬ଟି ରାଲିରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏହି ସମସ୍ତ ରାଲି କୃଷକଙ୍କ ସମସ୍ୟାକୁ ନେଇ ଆୟୋଜିତ କରାଯାଇଥିବା ଜଣାପଡିଛି। ପ୍ରଥମେ ବସ୍ତିରୁ ଏହି ରାଲି ଫେବୃୟାରୀ ୨୩ରେ ଆରମ୍ଭ କରାଯିବାର କାର୍ଯ୍ୟକ୍ରମ ରହିଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ, ମୋଦି ସରକାରଙ୍କୁ ସବୁବେଳେ ଟାର୍ଗେଟ କରୁଥିବା କଂଗ୍ରେସ ଏଥର କୃଷକଙ୍କ ସମସ୍ୟାକୁ ନେଇ ପୁଣିଥରେ ମୋଦି ସରକାରଙ୍କୁ ଘେରିବାକୁ ଉଦ୍ୟମ କରୁଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ନେଇ ମାନସମନ୍ଥନ: ୭୦+ ମନ୍ତ୍ରୀଙ୍କ କଟିବ ପତ୍ତା! ଯୁବ-ମହିଳାଙ୍କୁ ମିଳିବ…

ନୂଆଦିଲ୍ଲୀ,୨୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍ତ୍ରିମଣ୍ଡଳରେ ଖୁବଶୀଘ୍ର ବଡ଼ ପରିବର୍ତ୍ତନ ହୋଇପାରେ। ସମ୍ଭାବ୍ୟ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣରେ ଯୁବ ଓ ମହିଳାଙ୍କୁ ଅଧିକ ସ୍ଥାନ ଦେବା ଉପରେ ଗୁରୁତ୍ୱ…

ନେପାଳ ବନ୍ୟାରେ ଫସି ରହିଥିବା ଭାରତୀୟଙ୍କ ପାଇଁ MEA ଜାରି କଲା ହେଲପ ଲାଇନ

ନୂଆଦିଲ୍ଲୀ,୨୭।୮: ବୁଧବାର ନେପାଳର ରାସୁୱା ଜିଲାର ତିବ୍ଦତ ସୀମା ନିକଟରେ ହଠାତ ବନ୍ୟା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଛି। ରିପୋର୍ଟ ଅନୁଯାୟୀ ଏବେ ପର୍ଯ୍ୟନ୍ତ ଅତି କମରେ…

ଧନିଷ୍ଠା ନକ୍ଷତ୍ରର ସଂଯୋଗରେ ଚମକିବ ଭାଗ୍ୟ: ମିଥୁନ, ସିଂହ ସମେତ ଏହି ରାଶି ହେବେ ମାଲାମାଲ!

୨୭ ଅଗଷ୍ଟ ଗୁରୁବାର ଦିନ ଗ୍ରହ-ନକ୍ଷତ୍ରର ସ୍ଥିତି ଅନେକ ରାଶି ପାଇଁ ଶୁଭ ଫଳ ଆଣିବ। ଚନ୍ଦ୍ରମା ଧନିଷ୍ଠା ନକ୍ଷତ୍ର ଦେଇ ମକରରୁ କୁମ୍ଭ ରାଶିକୁ ପ୍ରବେଶ…

କୋଟାରେ ପୁଣି ଏନ୍‌ଇଇଟି ଆଶାୟୀଙ୍କ ଆତ୍ମହତ୍ୟା

ନୂଆଦିଲ୍ଲୀ,୨୭ା୮: ଦେଶର ଅନ୍ୟତମ ପ୍ରତିଯୋଗିତାମୂଳକ କୋଚିଂ ସହର ରାଜସ୍ଥାନ କୋଟାରେ ଆଉ ଜଣେ ୨୦ବର୍ଷୀୟ ଏନ୍‌ଇଇଟି ଆଶାୟୀ ଆତ୍ମହତ୍ୟା କରିଛନ୍ତି। ଅତ୍ୟଧିକ ପାଠ ଚାପ ଏବଂ ମାନସିକ…

ସମୟଚକ୍ରରେ ସଭ୍ୟତା

ଅନେକ ପିଢ଼ି ଧରି ପାଶ୍ଚାତ୍ୟ ଇତିହାସକୁ ଏକ ପ୍ରଗତିର କାହାଣୀ ବୋଲି କୁହାଯାଉଥିଲା। କ୍ରମଶଃ ମାନବ ଜାତି କୁସଂସ୍କାରରୁ ବିଜ୍ଞାନ ଆଡ଼କୁ, ରାଜତନ୍ତ୍ରରୁ ଗଣତନ୍ତ୍ର ଆଡ଼କୁ ଏବଂ…

କଟକଣା ଲଗାଇ କିଛି କରିପାରିବ ନାହିଁ ଆମେରିକା

ତେହେରାନ, ୨୭।୮: ନୂତନ ଆର୍ଥିକ କଟକଣା ଦ୍ୱାରା ଆମେରିକା କିଛି ହାସଲ କରିପାରିବ ନାହିଁ ବୋଲି ବୁଧବାର ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ କହିଛନ୍ତି। ଆଇଏଏସ୍‌ଏନ୍‌ଏ ଖବର…

ଆଜିଠାରୁ କିଲୋ ପିଛା ୩୫ ଟଙ୍କାରେ ବିକ୍ରି ହେବ ପିଆଜ

ନୂଆଦିଲ୍ଲୀ,୨୭।୮: କେନ୍ଦ୍ର ସରକାର ଗୁରୁବାରଠାରୁ ପ୍ରତି କିଲୋଗ୍ରାମ ୩୫ ଟଙ୍କା ସବସିଡି ଦରରେ ରାଜଧାନୀରେ ପିଆଜର ଖୁଚୁରା ବିକ୍ରୟ ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଦିଲ୍ଲୀ ବ୍ୟତୀତ…

ରକ୍ଷାବନ୍ଧନ ପୂର୍ବରୁ ପେଟ୍ରୋଲ-ଡିଜେଲ ଦରରେ ବଡ଼ ହଲଚଲ: ବଢିଲା କି କମିଲା କରନ୍ତୁ ଚେକ୍‌

ନୂଆଦିଲ୍ଲୀ,୨୭।୮: ଇରାନ ଉପରେ ଆମେରିକାର ନୂଆ କଠୋର ପ୍ରତିବନ୍ଧକ ଲାଗୁ ହେବା ପରେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ (Crude Oil) ମୂଲ୍ୟରେ ବଡ଼ ହ୍ରାସ ଦେଖାଯାଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri