କୃଷି ତାଲିମ କାର୍ଯ୍ୟକ୍ରମ: କେସିଙ୍ଗାରୁ ଗଲେ ୨୫ ଚାଷୀ

କେସିଙ୍ଗା,୧୦।୯(ଡି.ଏନ୍‌.ଏ.): ଆତ୍ମା ଯୋଜନା କଳାହାଣ୍ଡି ଆନୁକୂଲ୍ୟରେ କେସିଙ୍ଗା ବ୍ଲକର ମହିଳା ଖାଦ୍ୟ ନିରାପତ୍ତା ଦଳର ୮ଜଣ ମହିଳା ଓ ୧୭ ଚାଷୀଙ୍କୁ ବୌଦ୍ଧ ଜିଲାର ପାଲିଝରସ୍ଥିତ ନ୍ୟାସନାଲ ହର୍ଟିକଲ୍‌ଚରରାଲ ରିସର୍ଚ୍ଚ ଆଣ୍ଡ୍‌ ଡେଭଲପ୍‌ମେଣ୍ଟ ଫାଉଣ୍ଡେସନକୁ ୪ ଦିନିଆ ତାଲିମ ପାଇଁ ମଙ୍ଗଳବାର ପଠାଯାଇଛି। ଏହି ଶିବିରରେ ଉନ୍ନତଧରଣ ପନିପରିବା, ଛତୁ ଚାଷ ଆଦି କୃଷି ବିଷୟରେ ତାଲିମ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ସମଲ ବ୍ୟାରେଜ ବରିଷ୍ଠ କିରାଣୀ

ତାଳଚେର,୩୦।୮(ସ୍ବ.ପ୍ର.): ସମଲ ବ୍ୟାରେଜର ବରିଷ୍ଠ କିରାଣୀ ପ୍ରଦ୍ୟୁମ୍ନ କୁମାର ବେହେରା ଶୁକ୍ରବାର ଅପରାହ୍ନରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସରକିଶୋରିପାଳ ଗ୍ରାମର ଅକ୍ଷୟ କୁମାର ସାହୁଙ୍କଠାରୁ କଣ୍ଟ୍ରାକ୍ଟର...

କ୍ଷତିପୂରଣ ଦାବିରେ ମୃତଦେହ ରଖି ରାଜପଥ ଅବରୋଧ

ସୋହେଲା,୧ା୭(ଡି.ଏନ୍‌.ଏ.) : ବରଗଡ଼ ଜିଲା ସଦର ଥାନା ଅନ୍ତର୍ଗତ ଚକରକେନ୍ଦଠାରେ ରବିବାର ଅପରାହ୍ନରେ ଗାଡ଼ି ଧକ୍କାରେ ଶିକ୍ଷକ ଯଯାତି ସାହୁ(୫୫)ଙ୍କ ମୃତ୍ୟୁ ଘଟିଥିଲା। ତେବେ ମୃତକଙ୍କ...

ଆଲମାରିରୁ ମିଳିଲା ୯୦ ଲକ୍ଷ ଟଙ୍କାର ଗଞ୍ଜେଇ

କୋରାପୁଟ,୮ା୮(ସ୍ବ.ପ୍ର.): ଗଞ୍ଜେଇ ଚୋରାଚାଲାଣ କରିବା ଲାଗି ଚାଲାଣକାରୀମାନେ ଭିନ୍ନଭିନ୍ନ ତରିକା ଆପଣାଉଛନ୍ତି। କେତେବେଳେ ମୁଢିବସ୍ତା ଭିତରେ ତ କେବେ ଅଦା, ପଣସ ଅଖା ଭିତରେ ଗଞ୍ଜେଇ...

ପୋଡାଗଲା ୧୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଗଞ୍ଜେଇ ଚାଷ

ମୁନିଗୁଡ଼ା, ୨୧।୧୧(ଡି.ଏନ୍‌.ଏ.)- ଅପରେଶେନ ଗ୍ରୀନ ଡାଇମଣ୍ଡର ଦିତୀୟ ଦିନରେ ରାୟଗଡ଼ାର ଉପାନ୍ତ ଅଞ୍ଚଳ ଚନ୍ଦ୍ରପୁରରେ ୫୬ ଏକର ଜମିରେ ହୋଇଥିବା ବେଆଇନ ଗଞ୍ଜେଇ ଚାଷକୁ ପୋଲିସ...

ଅଟୋ-ବାଇକ୍‌ ମୁହାଁମୁହିଁ, ଯୁବକ ମୃତ

ଫିରିଙ୍ଗିଆ, ୧୧ା୩- ଫିରିଙ୍ଗିଆ ବ୍ଲକ କେଳାପଡ଼ା ପଞ୍ଚାୟତ ଉରକିଆ ଛକ ନିକଟରେ ବୁଧବାର ବାଇକ ଓ ଅଟୋରିକ୍ସା ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ ଚାଳକଙ୍କ...

ଚାଷୀଙ୍କ ଚିନ୍ତା ବଢାଇଲା ଝଡ଼ବର୍ଷା, ଅନ୍ଧାରରେ ବରଗଡ଼

ବରଗଡ଼ ଅଫିସ,୨୨।୫: ବରଗଡ଼ ଜିଲାରେ ରବିବାର ସନ୍ଧ୍ୟାରେ କାଳବୈଶାଖୀ ଅନୁଭୂତ ହୋଇଛି। ଜିଲାର ଅତାବିରା, ବରଗଡ଼, ବରପାଲି ଆଦି ଅଞ୍ଚଳରେ ଝଡ଼ବର୍ଷା ହୋଇଛି। ଝଡବର୍ଷା ଯୋଗୁ...

ପିଲିବନ୍ଧର ଗାର୍ଡଓ୍ବାଲ ଧସିଲା

ଛତ୍ରପୁର,୧୫ା୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଏନ୍‌ଏସିରେ ଥିବା ବ୍ରିଟିଶ ଅମଳର ପିଲିବନ୍ଧର ଗାର୍ଡୱାଲ ଗୁରୁବାର ଧସିଯାଇଛି। ବର୍ଷକ ତଳେ ନୂଆ କରି ଉକ୍ତ ଗାର୍ଡଓ୍ବାଲ ନିର୍ମାଣ...

ବେଧଡକ ଚାଲିଛି ଗଛକଟା, ଧ୍ୱଂସ ପାଉଛି ଜଙ୍ଗଲ

ଲେଫ୍ରିପଡା,୧୫।୧୧(ଡି.ଏନ.ଏ) -ସୁନ୍ଦରଗଡ଼ ଜିଲା ଲେଫ୍ରିପଡା ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ଗୁଣ୍ଡିଆଡିହି ସେକ୍‌ସନ ଅଞ୍ଚଳରେ ବେଧଡକ ଭାବେ ଗଛକଟା ଚାଲଛି। ଫଳରେ ଜଙ୍ଗଲ ନଷ୍ଟ ହୋଇଯାଉଛି। ବନବିଭାଗ...

Advertisement
Archives

Model This Week