କୃଷି ବିଭାଗ: ଓଭରସିୟରଙ୍କୁ ଏଏଓକୁ ପଦୋନ୍ନତି

ଭୁବନେଶ୍ୱର,୧୦।୨(ବ୍ୟୁରୋ)- କୃଷି ବିଭାଗରେ କାର୍ଯ୍ୟରତ ଓଭରସିୟରମାନଙ୍କୁ ସହକାରୀ କୃଷି ଅଧିକାରୀ (ଏଏଓ) ଭାବେ ପଦୋନ୍ନତି ଦିଆଯାଇଛି। ଓଡ଼ିଶା କୃଷି ଓ ଖାଦ୍ୟ ଉତ୍ପାଦନ ସେବା (ନିଯୁକ୍ତି ପଦ୍ଧତି ଓ ସେବାସର୍ତ୍ତ) ନିୟମ-୨୦୧୨ ଏବଂ ସଂଶୋଧିତ ଆଇନ୍‌ ୨୦୧୭ର ନିୟମ-୫(୨)ଗ ଅନୁସାରେ ଏହି ନିଯୁକ୍ତି ହୋଇଛି। ଏହି ପଦୋନ୍ନତି କର୍ମଚାରୀଙ୍କ ମଧ୍ୟରେ କର୍ମପ୍ରବଣତା ସୃଷ୍ଟି କରିବ ବୋଲି ଆଶା କରାଯାଉଛି। ରାଜ୍ୟ ସରକାର ଏହି ପଦୋନ୍ନତି କରାଇଥିବାରୁ ଓଡ଼ିଶା କୃଷି ଓଭରସିୟର୍ସ ଆସୋସିଏଶନର ସମ୍ପାଦକ ଓ ଅନ୍ୟ କାର୍ଯ୍ୟକର୍ତ୍ତା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ କୃଷି ବିଭାଗ ପ୍ରମୁଖ ସଚିବ ସୌରଭ ଗର୍ଗଙ୍କୁ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀଲିଙ୍ଗରାଜ ମନ୍ଦିର: ନେଗେଟିଭ ରିପୋର୍ଟ ଜରୁରୀ ନୁହେଁ

ଭୁବନେଶ୍ୱର, ୭।୧(ବ୍ୟୁରୋ) :ଶ୍ରୀଲିଙ୍ଗରାଜ ମନ୍ଦିରକୁ ପ୍ରବେଶ ପାଇଁ କରୋନା ନେଗେଟିଭ ରିପୋର୍ଟ ଜରୁରୀ ନୁହେଁ। ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) କମିଶନର ପ୍ରେମଚନ୍ଦ୍ର ଚୌଧାରୀ ବୁଧବାର...

ବହୁ ତଳିଆ ଗାଁ ଜଳବନ୍ଦୀ

କେନ୍ଦୁଝର,୧୫ା୮ (ସ୍ବ.ପ୍ର.): କେନ୍ଦୁଝର ଜିଲାରେ ଲଘୁଚାପଜନିତ ବର୍ଷା ଯୋଗୁ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡ଼ିଛି। ଅନେକ ଗ୍ରାମ, ବସ୍ତି, ଓ୍ବାର୍ଡ ଜଳବନ୍ଦୀ ହୋଇଛି। ତେବେ ଏନେଇ ପ୍ରଶାସନ...

ଜାତୀୟ ଉଦ୍ୟାନ ମ୍ୟାପ୍‌ରେ ଭିତରକନିକା ନାହିଁ

ଅସମାପିକା ସାହୁ ଭୁବନେଶ୍ୱର, ୨୩।୨(ବ୍ୟୁରୋ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ପିଲାଙ୍କୁ ଭୁଲ୍‌ ପାଠ ପଢ଼ାଉଛି। ସିବିଏସ୍‌ଇ ନିଜ ସ୍କୁଲଗୁଡ଼ିକରେ ଏନ୍‌ସିଇଆର୍‌ଟି ବହି ପଢ଼ାଇବାକୁ...

ଅବସର ନେବେ ମୁଖ୍ୟ ଶାସନ ସଚିବ ଅସିତ୍‌ ତ୍ରିପାଠୀ

ଭୁବନେଶ୍ୱର,୨୩।୧୨(ବ୍ୟୁରୋ)- ଅବସର ଗ୍ରହଣ କରିବେ ମୁଖ୍ୟ ଶାସନ ସଚିବ ଅସିତ୍‌ କୁମାର ତ୍ରିପାଠୀ। ଏ ନେଇ ବୁଧବାର ସାଧାରଣ ପ୍ରଶାସନ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ...

ଥାନାରେ ଫିନାଇଲ୍‌ ପିଇ ଅଟକ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ, ଗୁରୁତର ଅବସ୍ଥାରେ ବ୍ରହ୍ମପୁର ମେଡିକାଲରେ ଭର୍ତ୍ତି

ଦିଗପହଣ୍ଡି/ପାଟପୁର,୧୨।୬(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ପାଟପୁର ଥାନାରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ହତ୍ୟା ମାମଲାରେ ତଦନ୍ତ ପାଇଁ ଅଟକ ଥିବା ଜଣେ ଯୁବକ ଶୌଚାଳୟକରେ...

ସପ୍ତାହେ ପାଇଁ ଘୁଞ୍ଚିଲା ରାଜ୍ୟ ସରକାରଙ୍କ କରୋନା ଟିକା ଟେଣ୍ଡର ପ୍ରକ୍ରିୟା

ଭୁବନେଶ୍ୱର,୨୮।୫(ବ୍ୟୁରୋ): କରୋନା ଟିକା କିଣିବା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ଗ୍ଲୋବାଲ ଟେଣ୍ଡର ଆହ୍ବାନ କରାଯାଇଥିଲା। ଏବେ ଏହି ପ୍ରକ୍ରିୟାକୁ ଗୋଟିଏ ସପ୍ତାହ ପାଇଁ ଅର୍ଥାତ...

ଭୁବନେଶ୍ୱରରୁ ଆଜି ପୁଣି ୫୭ ପଜିିଟିଭ୍‌ ଚିହ୍ନଟ: ସଂଖ୍ୟା କମିଲେ ବି କମୁନି ଲୋକାଲ କେସ୍‌

ଭୁବନେଶ୍ୱର,୧୫।୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ରବିବାର ଆଉ ୫୭ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୧ ଜଣ ରହିଥିବା ବେଳେ ଲୋକାଲ କେସ୍‌...

ଋଣ ଦେବା ଆଳରେ ଠକି ନେଇଥିଲେ ୨୦ ଲକ୍ଷ

ରାଇରଙ୍ଗପୁର,୩୦ା୮(ଡି.ଏନ.ଏ.): ଗ୍ରାହକମାନଙ୍କୁ ଋଣ ଦେବା ଆଳରେ ୨୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଠକି ନେଇ ଫେରାର ଥିବା ଏକ ଅର୍ଥ ଲଗାଣକାରୀ ସଂସ୍ଥାର ସିଏସ୍‌ଓଙ୍କୁ ମୟୂରଭଞ୍ଜ...

Advertisement
Archives

Model This Week