ଭଞ୍ଜନଗର/ସୋରଡ଼ା,୨।୨(ଡି.ଏନ୍.ଏ.)-ବଳଦଟଣା ଉନ୍ନତ କୃଷି ଯନ୍ତ୍ରପାତିର ଅଗ୍ରଣୀ କ୍ଷେତ୍ର ପ୍ରଦର୍ଶନ ସୋରଡ଼ା ବ୍ଲକ ଶୋରିଷବିଲ୍ଲୀ ଗ୍ରାମରେ ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ ଅଧୀନସ୍ଥ ପଶୁ ଶକ୍ତିର ସଦୁପଯୋଗ ସମ୍ବନ୍ଧୀୟ ସର୍ବଭାରତୀୟ ସଂଯୋଜିତ ଗବେଷଣା ପ୍ରକଳ୍ପ ତରଫରୁ ଏହି କାର୍ଯ୍ୟକ୍ରମ ହୋଇଥିଲା। ସ୍ଥାନୀୟ କୃଷି ବିଜ୍ଞାନ କେନ୍ଦ୍ର କର୍ମଚାରୀ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ନରୱେ ସରକାରଙ୍କ ଆର୍ଥିକ ସହାୟତାରେ ଏହି କାର୍ଯ୍ୟକ୍ରମ ହେଉଛି। ପ୍ରକଳ୍ପର ଗବେଷଣା ଯନ୍ତ୍ରୀ ସଂଗ୍ରାମ କେଶରୀ ସ୍ବାଇଁ ଗ୍ରାମର ଚାଷୀମାନଙ୍କୁ ବଳଦ ଟଣା କୃଷି ଯନ୍ତ୍ରପାତିର ବ୍ୟବହାର ସମ୍ପର୍କରେ ତାଲିମ ଦେଇଥିଲେ। କୃଷି ବିଜ୍ଞାନ କେନ୍ଦ୍ରର ମୁଖ୍ୟ ବୈଜ୍ଞାନିକ ସ୍ବାଗତିକା ସାହୁ, ପ୍ରଶାନ୍ତ କୁମାର ପଣ୍ଡା, ରବୀନ୍ଦ୍ରନାଥ ବେହେରା ଅତିଥି ଭାବେ ଯୋଗଦେଇ କ୍ଷେତ୍ର ପ୍ରଦର୍ଶନର ଆଭିମୁଖ୍ୟ ସମ୍ପର୍କରେ କହିଥିଲେ। ପାରମ୍ପରିକ ବଳଦଟଣା କୃଷି ଯନ୍ତ୍ରପାତି ଅଧିକାଂଶ ଚାଷୀ ବ୍ୟବହାର କରୁଛନ୍ତି। ଏହାଦ୍ୱାରା ଅଧିକ ସମୟ ବରବାଦ ହେଉଛି। ଆର୍ଥତ୍କସ୍ତରରେ ମଧ୍ୟ ଅଧିକ ଖର୍ଚ୍ଚାନ୍ତ। ନୂଆ ବଳଦଟଣା କୃଷି ଯନ୍ତ୍ରପାତି ବ୍ୟବହାର କଲେ କମ୍ ପରିଶ୍ରମ ସହ ଅଧିକ କାର୍ଯ୍ୟ ହୋଇପାରୁଛି। ତେଣୁ ଚାଷୀମାନେ ସଚେତନ ହୋଇ ବଳଦଟଣା କୃଷି ଯନ୍ତ୍ରପାତି ବ୍ୟବହାର କରିବାକୁ ପଡ଼ିବ। ଉକ୍ତ ଯନ୍ତ୍ରପାତି କିଣିବା ପାଇଁ ସରକାର ଚାଷୀଙ୍କୁ ରିହାତି ପ୍ରଦାନ କରୁଛନ୍ତି। ବକ୍ତାମାନେ ଉକ୍ତ ପ୍ରଦର୍ଶନୀରେ ଯୋଗଦେଇ ତାହା ମତବ୍ୟକ୍ତ କରିଥିଲେ।
ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…
ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା ୨୬ ନଂ…
ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ
ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…
୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା
ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…
ହୁମ୍ମା ଫାଣ୍ଡି ଅଧିକାରୀ ଭାବେ ଦାୟିତ୍ୱ ଗ୍ରହଣ କଲେ ବିନାୟକ ଦାସ: ଟ୍ରାଫିକ-ଆଇନ ଶୃଙ୍ଖଳାକୁ ପ୍ରାଥମିକତା
ଗଞ୍ଜାମ,୧୦।୪(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ଅଧୀନସ୍ଥ ହୁମ୍ମା ଫାଣ୍ଡିର ନୂତନ ଫାଣ୍ଡି ଅଧିକାରୀ ଭାବେ ବିନାୟକ ଦାସ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ…
ଭାଲିଡେସନ ଆକ୍ଟକୁ ନେଇ ପେନସନଭୋଗୀଙ୍କ ମନରେ ଭୟ: ବିରୋଧ କଲେ ଅବସରପ୍ରାପ୍ତ କର୍ମଚାରୀ ସଂଘ
ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ସଭାରେ ଦିଗପହଣ୍ଡି ଅବସରପ୍ରାପ୍ତ କର୍ମଚାରୀ…
ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ; ଜୟନ୍ତୀ ପଢିଆରି-ମହେଶ ମହାନ୍ତିଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, ଭଞ୍ଜନଗରରେ ଖୁସିର ଲହରୀ
ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ): ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ଵତନ୍ତ୍ର ସ୍ଥାୟୀ ନିମନ୍ତ୍ରୀତ ସଦସ୍ୟ ଏବଂ ସ୍ୱତନ୍ତ୍ର ନିମନ୍ତ୍ରୀତ ସଦସ୍ୟ ତାଲିକା ଶୁକ୍ରବାର ଘୋଷଣା ହୋଇଛି । ଏଥିରେ…
ଘୋଡାହାଡ ନଦୀକୁ ଗାଧୋଇବାକୁ ଯାଇ ନିଖୋଜ ଥିଲେ ବୃଦ୍ଧ: ଆଜି ମିଳିଲା ମୃତଦେହ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ
ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ…
ଫୁଲବାଣୀରୁ ବେଙ୍ଗାଲୁରୁକୁ ଗଞ୍ଜେଇ ଚାଲାଣ କରୁଥିଲେ ଭାଇ-ଭଉଣୀ, ଅଚାନକ ପହଞ୍ଚିଗଲା ପୋଲିସ, ତା’ପରେ…
ଛତ୍ରପୁର, ୧୦।୪(ଦିଲ୍ଲୀପ ସାମଲ): ବେଆଇନ ଭାବେ ଫୁଲବାଣୀରୁ ବେଙ୍ଗାଲୁରୁ ଗଞ୍ଜେଇ ଚୋରାଚାଲାଣ ବେଳେ ମାଡି ବସିଲା ଛତ୍ରପୁର ଅବକାରୀ ଭ୍ରାମ୍ୟମାଣ ଥାନା । ଗୁରୁବାର ଅପରାହ୍ନରେ ଏକ…
Archives

