Posted inଜାତୀୟ

କେଉଁଠି ହେବ ନିର୍ଭୟା ଦୋଷୀଙ୍କ ଅନ୍ତିମ ସଂସ୍କାର

ନୂଆଦିଲ୍ଲୀ,୨୦।୩: ନିର୍ଭୟା ଗଣବଳାତ୍କାର ମାମଲାର ୪ ଦୋଷୀଙ୍କୁ ଶୁକ୍ରବାର ଭୋର ୫ଟା ୩୦ରେ ଫାଶୀ ଖୁଣ୍ଟରେ ଝୁଲାଇ ଦିଆଯାଇଛି। ଏହାପରେ ବି ଏହି ମାମଲାକୁ ନେଇ ଆହୁରି କିଛି ଖବର ସାମ୍ନାକୁ ଆସୁଛି। ୪ ଦୋଷୀଙ୍କ ମୃତଦେହ ବ୍ୟବଚ୍ଛେଦ ପରେ ଏହା ସେମାନଙ୍କ ପରିଜନଙ୍କୁ ହସ୍ତାନ୍ତର କରାଯିବ। ନିୟମ ଅନୁଯାୟୀ ୪ ଦୋଷୀଙ୍କ ମୃତଦେହ ବ୍ୟବଚ୍ଛେଦ ପରେ ଜେଲ୍‌ କର୍ତ୍ତୁପକ୍ଷଙ୍କୁ ହସ୍ତାନ୍ତର କରାଯିବ। ଏହାପରେ ଏମାନଙ୍କ ପରିଜନ ମୃତଦେହକୁ ସଂସ୍କାର କରିବାର ବ୍ୟବସ୍ଥା କରିବେ। ଏବେ ସାଧାରଣ ଜନତାଙ୍କ ମନରେ ପ୍ରଶ୍ନ ଉଠୁଛି କେଉଁଠି କରାଯିବ ନିର୍ଭୟା ଦୋଷୀଙ୍କ ଅନ୍ତିମ ସଂସ୍କାର। ବିଶେଷ ସୂତ୍ରରୁ ମିଳିଥିବା ସୂଚନାରୁ ଜଣାପଡିଛି ଦୋଷୀ ମୁକେଶଙ୍କ ମୃତଦେହକୁ ତାଙ୍କ ପରିବାର ଲୋକେ ରାଜସ୍ଥାନ ନେଇ ସେଠାରେ ସଂସ୍କାର କରିବେ। ସେହିପରି ଅକ୍ଷୟଙ୍କ ପରିଜନ ତାଙ୍କ ମୃତଦେହକୁ ବିହାରର ଔରଙ୍ଗାବାଦ ନେଇଯିବାକୁ ବ୍ୟବସ୍ଥା କରିଥିବା ବେଳେ ବିନୟ ଓ ପବନଙ୍କ ଅନ୍ତିମ ସଂସ୍କାର ଦିଲ୍ଲୀରେ କରାଯିବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଞ୍ଚ ଏନକାଉଣ୍ଟରରେ ୨ ଆତଙ୍କବାଦୀ ନିହତ

ଶ୍ରୀନଗର, ୧୩।୧୨- ଭାରତୀୟ ସୁରକ୍ଷାକର୍ମୀଙ୍କୁ ରବିବାର ମିଳିଛି ଏକ ବଡ଼ ସଫଳତା। ସୁରକ୍ଷାକର୍ମୀ ଓ ପୋଲିସର ମିଳିତ ଏନକାଉଣ୍ଟରରେ ନିହତ ହୋଇଛନ୍ତି ୩ ଆତଙ୍କବାଦୀ। ଏହି...

ମହାରାଷ୍ଟ୍ର କ୍ୟାବିନେଟ୍‌ ମନ୍ତ୍ରୀ ଧନଞ୍ଜୟ ମୁଣ୍ଡେ କରୋନା ଆକ୍ରାନ୍ତ

ମୁମ୍ବାଇ,୧୨।୬: ମହାରାଷ୍ଟ୍ରର ପୁଣି ଜଣେ ମନ୍ତ୍ରୀ କରୋନା ଆକ୍ରାନ୍ତ ହୋଇଛନ୍ତି। ଏନସିପିର ବରିଷ୍ଠ ନେତା ତଥା କ୍ୟାବିନେଟ ମନ୍ତ୍ରୀ ଧନଞ୍ଜୟ ମୁଣ୍ଡେ କରୋନା ପଜିଟିଭ୍‌ ଚିହ୍ନଟ...

ଦୈନିକ ସଂକ୍ରମଣ ୮ ହଜାରରୁ କମ୍‌…

ନୂଆଦିଲ୍ଲୀ,୨୩।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ୮ ହଜାର ତଳେ ରହିଛି। ଗୋଟିଏ ଦିନ ପୂର୍ବରୁ ଏହା ୯ ହଜାର ତଳେ ଥିଲା। ଗତ ୨୪...

ସମ୍ପର୍କ ଯୋଡ଼ିବାର ମାଧ୍ୟମ

୧୯୧୫ ମସିହା ୯ ଜାନୁୟାରୀରେ ମହାତ୍ମା ଗାନ୍ଧୀ ଦକ୍ଷିଣ ଆଫ୍ରିକାରୁ ସ୍ବଦେଶ ଫେରିଥିଲେ। ଏହି ଦିବସକୁ ସ୍ମରଣ କରିବା ଲାଗି ଭାରତ ସରକାରଙ୍କ ଦ୍ୱାରା ପ୍ରତିବର୍ଷ...

‘ଶୁଣାଣି ବେଳେ ପରିପକ୍ୱତା ଦେଖାଇଛି ଗଣମାଧ୍ୟମ’

ନୂଆଦିଲ୍ଲୀ,୧୬ା୧୧(ପି.ଟି.): ଭାରତର ପ୍ରଧାନ ବିଚାରପତି (ସିଜେଆଇ) ପଦରୁ ଜଷ୍ଟିସ୍‌ ରଞ୍ଜନ ଗୋଗୋଇ ରବିବାର ଅବସର ଗ୍ରହଣ କରିବାକୁ ଯାଉଥିବାବେଳେ ଶୁକ୍ରବାର ସୁପ୍ରିମକୋର୍ଟରେ ଥିଲା ତାଙ୍କର ଶେଷ...

କରୋନା ଟିକା ନ ନେଲେ ମିଳିବ ନାହିଁ ମଦ

ଚେନ୍ନାଇ,୩ ।୯: କରୋନା ମହାମାରୀକୁ ଦୂରେଇବା ପାଇଁ ପ୍ରାୟ ସମସ୍ତ ରାଜ୍ୟର ପ୍ରଶାସନ ଅଣ୍ଟା ଭିଡିଛନ୍ତି । ଏବେ ତାମିଲନାଡୁର ନୀଳଗୀରି ଜିଲାରେ ମଦ କିଣିବା...

ଜେଏନ୍‌ୟୁ ହିଂସା: ତଥ୍ୟ ସୁରକ୍ଷିତ ରଖିବାକୁ ଫେସ୍‌ବୁକ୍‌-ହ୍ବାଟସ୍‌ଆପ୍‌-ଆପଲ-ଗୁଗୁଲକୁ ହାଇକୋର୍ଟ ପକ୍ଷରୁ ନୋଟିସ୍‌ ଜାରି

ନୂଆଦିଲ୍ଲୀ,୧୩।୧: ଜେଏନ୍‌ୟୁ ହିଂସା ମାମଲାରେ ତଥ୍ୟ ସୁରକ୍ଷିତ ରଖିବାକୁ ଦିଲ୍ଲୀ ହାଇକୋର୍ଟ ପକ୍ଷରୁ ଫେସ୍‌ବୁକ୍‌-ହ୍ବାଟସ୍‌ଆପ୍‌-ଆପଲ-ଗୁଗୁଲକୁ ନୋଟିସ୍‌ ଜାରି କରାଯାଇଛି। ୩ ଜଣ ପ୍ରଫେସର ସିସିଟିଭି ତଥ୍ୟକୁ...

ଚୁକ୍ତି ରଦ୍ଦ କରିପାରେ ପ୍ରସାର ଭାରତୀ

ନୂଆଦିଲ୍ଲୀ,୨୮ା୬: ଚାଇନା ରାଷ୍ଟ୍ରଦୂତ ସହିତ ପ୍ରେସ୍‌ ଟ୍ରଷ୍ଟ ଅଫ୍‌ ଇଣ୍ଡିଆ (ପିଟିଆଇ)ର ବିବାଦୀୟ ସାକ୍ଷାତ୍‌କାର ପରିପ୍ରେକ୍ଷୀରେ ଉକ୍ତ ନ୍ୟୁଜ୍‌ ଏଜେନ୍ସି ସହ ଚୁକ୍ତିନାମାର ସମୀକ୍ଷା କରୁଛି...

Advertisement
Archives

Model This Week