କେଏନ୍‌ପୁରରେ ଅଗ୍ନିକାଣ୍ଡ: ଗୋଟିଏ ପରିବାର ସର୍ବସ୍ବାନ୍ତ

ପୁରୁଷୋତ୍ତମପୁର, ୧୦।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ କେଏନ୍‌ପୁରରେ ସୋମବାର ଅଗ୍ନିକାଣ୍ଡ ଘଟିଛି। ଏଥିରେ ଦମୟନ୍ତୀ ପ୍ରଧାନଙ୍କ ଘର ସମ୍ପୂର୍ଣ୍ଣ ପୋଡି ଛାର୍‌ଖାର ହୋଇଛି। ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। କ୍ଷୟକ୍ଷତିର ଆକଳନ ଲାଗି ତହସିଲଦାର ଅରୁଣ କୁମାର ନାୟକ ବାଲିଆ ରାଜସ୍ବ ନିରୀକ୍ଷକଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଦମୟନ୍ତୀ ଅତ୍ୟନ୍ତ ଗରିବ ଶ୍ରେଣୀର ହୋଇଥିବାରୁ ତୁରନ୍ତ ତାଙ୍କୁ ସରକାରୀ ସହାୟତା ଯୋଗାଇଦେବାକୁ ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୭ ଘଣ୍ଟା ପରେ ଉଠିଲା ଟ୍ୟାଙ୍କର

ଗଞ୍ଜାମ, ୨।୩(ଡି.ଏନ୍‌.ଏ.): ଗଞ୍ଜାମ ଥାନା ୧୬ନଂ ଜାତୀୟ ରାଜପଥ ଶଙ୍ଖ ନୂଆଗାଁ ଓ ପୁଇଁତୋଳା ମଝିରେ ସୋମବାର ଅପରାହ୍ନରେ ଓଲଟି ପଡ଼ିଥିବା ଆମୋନିଆ ଗ୍ୟାସ ଟ୍ୟାଙ୍କରକୁ...

ବ୍ରହ୍ମପୁରରେ ଭୋଗି ଉତ୍ସବ: ଜମିଲା ପାରମ୍ପରିକ ଦାଣ୍ଡିଆ ନୃତ୍ୟ

ବ୍ରହ୍ମପୁର ଅଫିସ,୧୪।୧: ଗଞ୍ଜାମ ଜିଲା ବ୍ରହ୍ମପୁର ସହରରେ ତେଲୁଗୁ ସମ୍ପ୍ରଦାୟର ଭୋଗି ଉତ୍ସବ ମଙ୍ଗଳବାର ପାଳନ ହୋଇଛି। ଉତ୍ସବର ପ୍ରଥମ ଦିନରେ ସହରରେ ରହୁଥିବା ବହୁ...

ଅମ୍ଳଜାନ ସ୍ତର କମିବା ଯୋଗୁ ଅଧିକାଂଶ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହେଉଛି: ଗଞ୍ଜାମ ଜିଲାପାଳ

ବ୍ରହ୍ମପୁର ଅଫିସ, ୧।୮: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଗଞ୍ଜାମରେ ସବୁ ପ୍ରବେଶ, ପ୍ରସ୍ଥାନ ପଥ ବନ୍ଦ ରହିବ। ଗ୍ରାମାଞ୍ଚଳରୁ ସହରାଞ୍ଚଳକୁ ପ୍ରବେଶ ଉପରେ କଟକଣା...

ପ୍ରଥମ ବ୍ୟାଚ୍‌ରେ ୨୩୬ ଜଣଙ୍କ କ୍ୱାରାଣ୍ଟାଇନ୍‌ ଅବଧି ସରିଲା: ସ୍ବାସ୍ଥ୍ୟକର୍ମୀ ସାର୍ଟିଫିକେଟ୍‌ ଦେଇ ଘରକୁ ପଠାଗଲା

ଛତ୍ରପୁର,୨୦ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଥିବା ପ୍ରଥମ ବ୍ୟାଚ୍‌ରେ ୨୩୬ ଜଣଙ୍କ କ୍ୱାରାଣ୍ଟାଇନ୍‌ ଅବଧି ବୁଧବାର ଶେଷ ହୋଇଛି। ଏମାନଙ୍କୁ ପ୍ରଶାସନ ପକ୍ଷରୁ ଡିସ୍‌ଚାର୍ଜ...

ବର୍ଷାଜଳ ଘରେ ପଶିବା ଭଳି ପରିସ୍ଥିତି: ନିଆଗଲା ଯୁଦ୍ଧକାଳୀନ ଭିତ୍ତିରେ ପଦକ୍ଷେପ

ଗଞ୍ଜାମ,୧୪।୧୦(ଡି.ଏନ୍‌.ଏ.): ଲଗାଣ ବର୍ଷାରେ ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମ ୧୬ ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ବର୍ଷାଜଳ ଜମି ରହିଛି। ଏହ ଘରେ ପଶିବା...

ନାବାଳିକା ବଳାତ୍କାର ଘଟଣା: ଅଭିଯୁକ୍ତ କୋର୍ଟଚାଲାଣ

ବ୍ରହ୍ମପୁର ଅଫିସ,୨୫।୪: ଗଞ୍ଜାମ ଜିଲା ସଦର ଥାନା ଅଞ୍ଚଳର ଜନୈକା ନାବାଳିକାଙ୍କୁ ବଳାତ୍କାର କରିଥିବା ଘଟଣାରେ ପୋଲିସ ଅଭିଯୁକ୍ତଙ୍କୁ ଶନିବାର ଗିରଫକରି କୋର୍ଟଚାଲାଣ କରିଛି। ସେ...

ଖାଲି ହେଲା ଆମ୍ବ ବଜାର: ୩ ଦିନରେ ୪ ହଜାର କୁଇଣ୍ଟାଲ ଆମ୍ବ ନଷ୍ଟ 

ବ୍ରହ୍ମପୁର ଅଫିସ,୧୫ା୫-ବ୍ରହ୍ମପୁର ମହାନଗର ନିଗମ ନିର୍ଦ୍ଦେଶରେ ଅନ୍ଧପସରା ରୋଡ ନିକଟସ୍ଥ ଆମ୍ବ ବଜାର ଗୁରୁବାର ଖାଲି କରାଯାଇଛି। ବିଏମ୍‌ସିର ନିର୍ଦ୍ଦେଶ ପ୍ରକାରେ ଭୋର ୪ଟାରୁ ଅପରାହ୍ନ...

ଇଆଇଏ ପ୍ରତ୍ୟାହାର ଦାବିରେ ଧାରଣା

ବ୍ରହ୍ମପୁର ଅଫିସ, ୬ା୬- ପରିବେଶ ସୁରକ୍ଷା ଆଇନ ପ୍ରଭାବ(ଇଆଇଏ)କୁ ଆକଳନ, ଅଧ୍ୟୟନର ଖୋଲା ଆଲୋଚନା ତଥା ବିନା ଜନଶୁଣାଣିରେ କମ୍ପାନୀ ହାତକୁ ପ୍ରାକୃତିକ ସମ୍ପଦ ହସ୍ତାନ୍ତର...

Advertisement
Archives

Model This Week