କେଏନ୍‌ ରାମ ଖଣିରୁ ସାଇଜ ଲୁହାପଥର ଚୋରି ଘଟଣା: ୫ ଗିରଫ, ଲୁହାପଥର ବୋଝେଇ ୨ ଟିପ୍ପର ଜବତ

ବଡବିଲ,୨୪।(ସ୍ବ.ପ୍ର.): କେନ୍ଦୁଝର ଜିଲା ଯୋଡା ଖଣି ସର୍କଲର ଟଣ୍ଟୋସ୍ଥିତ ମେସର୍ସ କେ ଏନ୍‌ ରାମ(ଖାଟଉ ନର୍ଭେରାମ ଏଣ୍ଡ କୋ)ର ରୋଇଡା -୨ ଲୌହ ଖଣିରୁ ସାଇଜ ଲୁହାପଥର ଚୋରି ହୋଇଥିଲା। ଏହି ଘଟଣାରେ ବଡବିଲ ପୋଲିସ ସୋମବାର ୮୫ ମେଟ୍ରିକ ଟନ ସାଇଜ ଲୁହାପଥର ବୋଝେଇ ୨ ଟି ଟିପ୍ପର ଜବତ କରିବା ସହ ଘଟଣାରେ ସଂପୃକ୍ତ ୫ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ କମ୍ପାନୀ ଖଣିରେ ନିୟୋଜିତ ଓଜନ କଣ୍ଟା ଅପରେଟର ରାଜୁ ନସ୍କାର, ସୁରକ୍ଷା କର୍ମୀ ବୁଧିରାଜ ଗୁରୁଙ୍ଗ, ୧୨ ଚକିଆ ଟିପ୍ପର ମାଲିକ ରକି ଏବଂ ଚାଳକ ପିଣ୍ଟୁ କୁମାର, ୧୪ ଚକିଆ ଟିପ୍ପର ମାଲିକ ସଂଜୟ କୁମାର ସାହା। ପୋଲିସ କେସ ନଂ. ୨୬/୨୦ରେ ଏକ ମାମଲା ରୁଜୁ କରି ସମସ୍ତଙ୍କୁ କୋର୍ଟ ଚାଲାଣ କରିଛି


Enter your email to get our daily news in your inbox.

All Right Reserved By Dharitri.Com

ଏଲ ନିନୋର ପ୍ରଭାବରେ କମ୍‌ ବର୍ଷା! ଚିନ୍ତାରେ ପଡିଲେ ଚାଷୀ, ସମସ୍ୟାର ସମାଧାନ ପାଇଁ…

ଛତ୍ରପୁର, ୧୨।୬ (ଦିଲୀପ ସାମଲ): ଗଞ୍ଜାମ ଜିଲାର ଚାଷୀମାନଙ୍କ ମୁଖ୍ୟ ସମସ୍ୟାର ସମାଧାନ ନିମନ୍ତେ ଋଷିକୁଲ୍ୟା ରୟତ ମହାସଭାର ଆହ୍‌ବାନକ୍ରମେ ଏକ ସଭା ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ…

ପୁଣି ବଢ଼ିଲା ସୁନା ଦର:୨୨ କ୍ୟାରେଟ ସୁନା ଦର ଏବେ…

ଭୁବନେଶ୍ୱର,୧୨।୬: ଲଗାତାର ୨ ଦିନ ହ୍ରାସ ପାଇବା ପରେ ପୁଣି ବଢ଼ିଛି ସୁନା ଦର। ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପିଛା ୨ ହଜାର…

ଓଡ଼ିଶା ପାଇଁ ଗୌରବ ଆଣିଲେ ସୁଦର୍ଶନ ପଟ୍ଟନାୟକ: ପ୍ରଥମ ଭାରତୀୟ ଭାବେ ଜିତିଲେ…

ଭୁବନେଶ୍ୱର,୧୨।୬: ପ୍ରସିଦ୍ଧ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଇତିହାସ ରଚିଛନ୍ତି। ସେ ରୁଷିଆନ ଗ୍ରାଣ୍ଡ ସ୍ୟାଣ୍ଡ ମାଷ୍ଟର କପ-୨୦୨୬ ବିଜେତା ହୋଇଛନ୍ତି। ପ୍ରଥମ ଭାରତୀୟ ବାଲୁକା…

ଏନଏସ୍‌ଏସ୍‌ ରାଜ୍ୟସ୍ତରୀୟ ପୁରସ୍କାର ପାଇଁ ମନୋନୀତ ହେଲେ ଅଭିଶେଖ, ବିଭିନ୍ନ ମହଲରୁ ଛୁଟୁଛି ଶୁଭେଚ୍ଛାର ସୁଅ

ଭବାନୀପାଟଣା,୧୨।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟର ଏନଏସଏସ ଛାତ୍ର ଅଭିଶେଖ ମହାପାତ୍ର ଶ୍ରେଷ୍ଠ ସ୍ବେଚ୍ଛାସେବୀ ଭାବେ ରାଜ୍ୟସ୍ତରୀୟ ପୁରସ୍କାର ପାଇଁ…

ପୁଣି ମହାପ୍ରଭଙ୍କୁ ଅସମ୍ମାନ, ଶାଢ଼ିରେ ଜଗନ୍ନାଥଙ୍କ ଚିତ୍ର ଦେଖି ତେଜିଲା ଅସନ୍ତୋଷ

ଭୁବନେଶ୍ୱର,୧୨ା୬: ପୁଣି ମହାପ୍ରଭୁ ଜଗନ୍ନାଥଙ୍କୁ ଅସମ୍ମାନ କରାଯାଇଛି। ଶାଢ଼ିରେ ମହାପ୍ରଭୁଙ୍କ ଚିତ୍ର ଥିବା ସୋସିଆଲ ମିଡିଆରେ ବିଜ୍ଞାପନ ଭାଇରାଲ ହେଉଛି। ଶାଢ଼ି କାନିରେ ତିନି ରଥ ଓ…

ଗୁଣୁପୁରର ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗଙ୍କ ପରଲୋକ

ଗୁଣପୁର,୧୨।୬(ସଂକେତ ପାତ୍ର): ରାୟଗଡା ଜିଲା ଗୁଣପୁରର ପୂର୍ବତନ ବିଧାୟକଙ୍କ ମୃତ୍ୟୁ ହୋଇଛି। ଶୁକ୍ରବାର ଅମଡିଙ୍ଗ୍ ଗ୍ରାମର ରାମମୂର୍ତ୍ତି ଗମାଙ୍ଗଙ୍କ ଭୁବନେଶ୍ୱରରେ ଦେହାନ୍ତ ହୋଇଯାଇଛି । ସେ କିଛି…

ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା: ଜୁଲାଇ ୧୫ ସୁଦ୍ଧା ଆରମ୍ଭ ହେବ…

ନୂଆଦିଲ୍ଲୀ,୧୨।୬: ରେଳ ଟିକେଟ ବୁକ କରୁଥିବା ଲୋକଙ୍କ ପାଇଁ ଏକ ଖୁସି ଖବର। ଏକ ନୂତନ IRCTC ୱେବସାଇଟ ଖୁବ ଶୀଘ୍ର ଆରମ୍ଭ ହେବାକୁ ଯାଉଛି। ଲୋକମାନେ…

ଡଙ୍ଗରଗଡ଼ ଜଳପ୍ରପାତକୁ ଇକୋ-ଟୁରିଜମ ପାଇଁ ଦାବି: ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କୁ ଦାବିପତ୍ର ଦେଲେ…

ଭବାନୀପାଟଣା,୧୨।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକର ଡଙ୍ଗରଗଡ଼ ଜଳପ୍ରପାତକୁ ଇକୋ-ଟୁରିଜମ (ପରିବେଶ ପର୍ଯ୍ୟଟନ) ପାଇଁ ଦାବି ହୋଇଛି। ଏନେଇ ଶୁକ୍ରବାର ଭବାନୀପାଟଣାରେ ଜଙ୍ଗଲ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri