କେଏଲ୍‌ ରାହୁଲଙ୍କୁ ଡେଟ୍‌ କରୁଥିବା କଥାକୁ ଅସ୍ବୀକାର କଲେ ସୋନଲ୍‌

ମୁମ୍ବାଇ: ବଲିଉଡ ନାୟିକାଙ୍କ ସହ ଭାରତୀୟ କ୍ରିକେଟ ଦଳର ଖେଳାଳୀଙ୍କ ସମ୍ପର୍କ କଥା କିଛି ନୂଆ ନୁହେଁ। ଅନୁଷ୍କା ଶର୍ମା-ବିରାଟ କୋହଲୀ, ସାଗରିକା ଘାଟକେ-ଜାହୀର ଖାନ୍‌, ହରଭଜନ ସିଂ-ଗୀତା ବସ୍ରାଙ୍କ ଭଳି ଅନେକ ଯୋଡ଼ି ପ୍ରେମ କରି ସଫଳ ହୋଇଛନ୍ତି। ଏବେ ଏହି ତାଲିକାରେ ଯୋଡ଼ି ହୋଇଛନ୍ତିି କେଏଲ୍‌ ରାହୁଲ-ସୋନଲ ଚୌହାନଙ୍କ ନାମ। ଉଭୟ ପରସ୍ପରକୁ ଡେଟ୍‌ କରୁଥିବା ଶୁଣିବାକୁ ମିଳୁଛି। ତେବେ ଏହା ମିଥ୍ୟା ବୋଲି ସୋନଲ୍‌ କହିଛନ୍ତି। ସେ ଜଣେ ବହୁତ ଭଲ ଖେଳାଳୀ। ଭଲ ମଣିଷ ବୋଲି ସୋନଲ୍‌ କହିବା ସହ ତାଙ୍କ ସହ ସେପରି କିଛି ସମ୍ପର୍କ ନ ଥିବା କହିଛନ୍ତି।
ତେବେ କେବଳ ଯେ ସୋନଲ ତାହା ନୁହେଁ, ପୂର୍ବରୁ କେ ଏଲ୍‌ ରାହୁଲଙ୍କ ନାମ ସହ ଆଲିଆ ଭଟ୍ଟଙ୍କ ବାନ୍ଧବୀ ଆକାଂକ୍ଷା ରଞ୍ଜନ କପୁରଙ୍କ ନାମ ଯୋଡ଼ା ଯାଇଛି। ସେହିଭଳି ଅଭିନେତ୍ରୀ ନିଧି ଅଗ୍ରଓ୍ବାଲଙ୍କୁ ସେ ଡେଟ୍‌ କରୁଥିବା କୁହାଯାଉଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବୁଧ-ଶନିଙ୍କ ଷଡାଷ୍ଟକ ଯୋଗରେ ୪ ରାଶିଙ୍କ ଉପରେ ଭାଙ୍ଗିପଡିବ ଦୁଃଖର ପାହାଡ଼, ଘଟିପାରେ ବଡ଼ ଦୁର୍ଘଟଣା, ରୁହନ୍ତୁ ସାବଧାନ!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୯ ଅକ୍ଟୋବର ୨୦୨୬ରେ ବୁଧ ଓ ଶନି ପରସ୍ପରଠାରୁ ୧୫୦ ଡିଗ୍ରୀ କୋଣରେ ଅବସ୍ଥିତ ରହିବେ। ଏହା ଫଳରେ ଷଡାଷ୍ଟକ ଯୋଗ…

ଟ୍ରେନ୍‌ ଟ୍ରାକ୍‌ ମରାମତି ଯାଞ୍ଚବେଳେ ଟ୍ରାକ୍‌ମ୍ୟାନଙ୍କୁ ଧକ୍କାଦେଲା ଦ୍ରୁତଗାମୀ ଇଣ୍ଟରସିଟି, ଚାଲିଗଲା ଜୀବନ

ଛତ୍ରପୁର,୨ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ରେଳ ଟ୍ରାକ୍‌ ରକ୍ଷଣାବେକ୍ଷଣ କାମ ଚାଲିଥିବା ସମୟରେ ଘଟିଛି ଏକ ଅଭାବନୀୟ ଦୁର୍ଘଟଣା। ଟ୍ରାକ୍‌ ରକ୍ଷଣାବେକ୍ଷଣ ଯାଞ୍ଚ ବେଳେ ଟ୍ରେନ୍‌ ଧକ୍କାରେ ଟ୍ରାକ୍‌ମ୍ୟାନଙ୍କ…

ପ୍ରଧାନମନ୍ତ୍ରୀ ମୋଦି, ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ ସମସ୍ତେ ହାତ ଯୋଡ଼ି ପରସ୍ପରକୁ ଅଭିବାଦନ ଜଣାଇଲେ; ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨।୧୦: ଶାସକ ଓ ବିରୋଧୀ ଦଳ ମଧ୍ୟରେ ରାଜନୈତିକ ଟଣାଓଟରା ଚାଲିଥିବା ବେଳେ ଶୁକ୍ରବାର ସଂସଦ ଭବନରୁ ଏକ ଆକର୍ଷଣୀୟ ଭିଡିଓ ସାମ୍ନାକୁ ଆସିଛି। ମହାତ୍ମା ଗାନ୍ଧୀ…

ଗିଲ୍‌ ମାରିବେ ୧୦ ଦ୍ୱିଶତକ: ଭବିଷ୍ୟବାଣୀ କଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୨।୧୦: ଭାରତୀୟ କ୍ରିକେଟ ଦଳର ଅଧିନାୟକ ଶୁବମନ ଗିଲ ଆଜିକାଲି ଜବରଦସ୍ତ ଫର୍ମରେ ଅଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜରେ ତାଙ୍କ ବ୍ୟାଟ୍‌ରୁ ଏହାର ପ୍ରମାଣ ମଧ୍ୟ…

ଭାରତ-ପାକିସ୍ତାନ ମ୍ୟାଚ ପୂର୍ବରୁ କ୍ରିକେଟ ଜଗତରେ ହଇଚଇ: ହଠାତ୍‌ ସନ୍ନ୍ୟାସ ଘୋଷଣା କରି ଚମକାଇଲେ ଏହି ଭାରତୀୟ ଖେଳାଳି

ନୂଆଦିଲ୍ଲୀ, ୨।୧୦: ଭାରତର ଦିଗ୍ଗଜ ସ୍ପିନର ଯୁଜବେନ୍ଦ୍ର ଚହଲ ଫର୍ଷ୍ଟ-କ୍ଲାସ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ଅର୍ଥାତ୍‌ ଏଣିକି କ୍ରିକେଟପ୍ରେମୀମାନେ ତାଙ୍କୁ ରେଡ-ବଲ କ୍ରିକେଟରେ ଖେଳୁଥିବା ଦେଖିପାରିବେ…

ଗୁଡ଼ାରୀରୁ ଭୁବନେଶ୍ୱର ସିଧାସଳଖ ସରକାରୀ ବସ୍‌ ଦାବି: ଗାନ୍ଧୀ ଜୟନ୍ତୀରେ ସାଇକେଲ ଯାତ୍ରା ଆରମ୍ଭ କଲେ ପ୍ରମୋଦ

ରାୟଗଡା/ଗୁଣପୁର,୨।୧୦(ଜଗନ୍ନାଥ ଗୌଡ/ସୁଜାତା ପାଢ଼ୀ):ରାୟଗଡ଼ା ଜିଲାର ଗୁଡ଼ାରୀରୁ ରାଜଧାନୀ ଭୁବନେଶ୍ୱରକୁ ସିଧାସଳଖ ସରକାରୀ ବସ ଚଳାଚଳ ଦାବିରେ ଶୁକ୍ରବାର ସାଇକେଲ ଯାତ୍ରା ଆରମ୍ଭ କରିଛନ୍ତି ପ୍ରମୋଦ ପତି। ଗୁଡ଼ାରୀରୁ…

Video: ‘ଶିବାଜୀ ପାର୍କ, ଶିବାଜୀ ପାର୍କ…’ ଡାକି ଅଟୋ ଡ୍ରାଇଭର ସାଜିଲେ ଅଭିଜିତ ଦୀପକେ, କେଉଁ ବାର୍ତ୍ତା ଦେବାକୁ ଚାହୁଁଥିଲେ CJP ମୁଖ୍ୟ, ଜାଣନ୍ତୁ…

ନୂଆଦିଲ୍ଲୀ,୨।୧୦: ‘କକରୋଚ ଜନତା ପାର୍ଟି’ (Cockroach Janata Party) ଅକ୍ଟୋବର ୨ ଅପରାହ୍ନ ୪ଟାରେ ମୁମ୍ବାଇରେ ଏକ ବିକ୍ଷୋଭ ପ୍ରଦର୍ଶନ କରିବାକୁ ଯାଉଛି। ଏହି ବିକ୍ଷୋଭ ଶିବାଜୀ…

ଏହି ୩ ବଡ଼ ଗୁଣ ଥିବା ସ୍ତ୍ରୀ ମିଳିଗଲେ ଘର ହୋଇଯାଏ ସ୍ବର୍ଗ, ଚାଣକ୍ୟ କୁହନ୍ତି…

ପ୍ରାଚୀନ ଭାରତର ଆଚାର୍ଯ୍ୟ ଚାଣକ୍ୟ କେବଳ ଜଣେ କୂଟନୀତିଜ୍ଞ ନ ଥିଲେ, ବରଂ ମାନବ ସମାଜ ଓ ସଂସାରର ନିୟମ ସମ୍ପର୍କରେ ଗଭୀର ଜ୍ଞାନ ରଖୁଥିଲେ। ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?