Posted inଜାତୀୟ

କେକ୍‌ ପ୍ରଦର୍ଶନୀରେ ଚନ୍ଦ୍ରୟାନ-୨ ଏବଂ ସେଣ୍ଟ୍‌ ବାସିଲ୍‌ କାଥେଡ୍ରଲ୍‌ ଚର୍ଚ୍ଚ ମଡେଲ

ବେଙ୍ଗାଲୁରୁ,୧୮।୧୨: ବେଙ୍ଗାଲୁରୁରେ ଜାରି ରହିଥିବା କେକ୍‌ ପ୍ରଦର୍ଶନୀରେ ଚନ୍ଦ୍ରୟାନ-୨ ଏବଂ ସେଣ୍ଟ୍‌ ବାସିଲ୍‌ କାଥେଡ୍ରଲ୍‌ ଚର୍ଚ୍ଚ ମଡେଲ ପ୍ରଦର୍ଶିତ ହୋଇଛି। ଏଠାରେ ୨୩ ପ୍ରକାର ଭିନ୍ନ ଭିନ୍ନ ମଡେଲ ପ୍ରଦର୍ଶିତ କରାଯାଇଛି। ପ୍ରଦର୍ଶନୀ ଜାନୁୟାରୀ ୧ ପର୍ଯ୍ୟନ୍ତ ଚାଲିବ। ପ୍ରଦର୍ଶିତ କଥାକଳୀ ନୃତ୍ୟାଙ୍ଗନା କେକ୍‌କୁ ମଧ୍ୟ ଲୋକେ ପସନ୍ଦ କରିଛନ୍ତି। ବଡ଼ଦିନ ଅବସରରେ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ବେକିଂ ଆଣ୍ଡ୍‌ କେକ୍‌ ଆର୍ଟ ପକ୍ଷରୁ ଏହି ପ୍ରଦର୍ଶନୀ ଆୟୋଜିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନାଗରାଜଙ୍କୁ ମନାଇବାରେ ମେଣ୍ଟ ବିଫଳ

ବେଙ୍ଗାଲୁରୁ/ମୁମ୍ବାଇ,୧୫ା୭(ପି.ଟି.): ବିଦ୍ରୋହୀ କଂଗ୍ରେସ ବିଧାୟକ ଏମ୍‌.ଟି.ବି. ନାଗରାଜଙ୍କୁ ମନାଇବାରେ କର୍ନାଟକର ଶାସକ ମେଣ୍ଟ ନେତାମାନେ ବିଫଳ ହୋଇଛନ୍ତି। ରବିବାର ନାଗରାଜ ମୁମ୍ବାଇ ପଳାଇଯିବା ସହ ଇସ୍ତଫା...

ଚକିତ କଲା ଲଖିମ୍‌ପୁର ଖେରି ୮ ଆସନ ଫଳାଫଳ

ଲକ୍ଷ୍ନୌ,୧୦।୩: ଉତ୍ତରପ୍ରଦେଶର ଲଖିମପୁର ଖେରି ଜିଲାର ସମସ୍ତ ୮ ଆସନରେ ଭାଜପା ବିଜୟୀ ହୋଇଛି। ଗତ ବର୍ଷ ଅକ୍ଟୋବରରେ ଚାଷୀ ଆନ୍ଦୋଳନ ଚାଲିଥିବା ବେଳେ କେନ୍ଦ୍ରମନ୍ତ୍ରୀ...

ଇରାନରେ ଥିବା ଭାରତୀୟଙ୍କୁ ଫେରାଇ ଆଣିବାକୁ ଉଦ୍ୟମ

ନୂଆଦିଲ୍ଲୀ,୧୩।୩(ପି.ଟି.): ଇରାନରେ ଅଟକିଥିବା ଭାରତୀୟ ପର୍ଯ୍ୟଟକମାନଙ୍କୁ ଫେରାଇଆଣିବା ଉପରେ ସରକାର ପ୍ରାଥମିକତା ଦେଉଛନ୍ତି ବୋଲି ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର କହିଛନ୍ତି। ଇରାନର ବିଭିନ୍ନ ପ୍ରଦେଶରେ ୬୦୦୦ରୁ...

ଭାଜପା ସଭାରେ ମୁଥା ମରାମରି

କୋଲକାତା,୨୨।୧୦: ଫାଟ ଦେଖାଦେଇଛି ଭାଜପାର ପଶ୍ଚିମବଙ୍ଗ ୟୁନିଟ୍‌ରେ। ପଶ୍ଚିମ ବର୍ଦ୍ଧମାନର କାଟଓ୍ବାରେ ଶୁକ୍ରବାର ଆୟୋଜିତ ଦଳର ସାଙ୍ଗଠନିକ ବୈଠକରେ ହାତହାତି ହୋଇଛନ୍ତି ଦୁଇ ଗୋଷ୍ଠି। ତାହା...

ଦିଲ୍ଲୀରେ କମୁଛି କରୋନା ଦୈନିକ ସଂକ୍ରମଣ: ହେଲେ ଦେଶର ଏହି ଅଞ୍ଚଳ ବଢ଼ାଉଛି ଚିନ୍ତା

ନୂଆଦିଲ୍ଲୀ,୨।୭: ରାଜଧାନୀ ଦିଲ୍ଲୀରୁ ଏବେ ଆଶ୍ୱସ୍ତିକର ଖବର ମିଳୁଛି। ବର୍ତ୍ତମାନ ରାଜ୍ୟରେ କରୋନା ଦୈନିକ ସଂକ୍ରମଣ ହାର ହ୍ରାସ ପାଇଥିବା ବେଳେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା...

ଫ୍ୟାଶନରେ ଆଗରେ ଥିଲେ ପ୍ରାଚୀନ ଭାରତୀୟ

ନୁଆଦିଲ୍ଲୀ: ସୋସିଆଲ ମିଡିଆ ଏବେ ବେଶ୍‌ ଲୋକପ୍ରିୟତା ହାସଲ କରିଛି। ଦୂରଦୂରାନ୍ତରେ ରହୁଥିବା ଲୋକଙ୍କ ସହ ଯୋଗାଯୋଗରେ ରହିବାର ଏହା ମୁଖ୍ୟ ମାଧ୍ୟମ ପାଲଟିଥିବା ବେଳେ...

ଗ୍ୟାଙ୍ଗ୍‌ଷ୍ଟର ଛୋଟା ରାଜନଙ୍କୁ ୧୦ ବର୍ଷ ଜେଲ୍‌

ମୁମ୍ବାଇ,୧୭ା୩: ଏକ ହତ୍ୟା ଉଦ୍ୟମ ମାମଲାରେ ଗ୍ୟାଙ୍ଗଷ୍ଟର ଛୋଟା ରାଜନଙ୍କୁ ମୁମ୍ବାଇର ସ୍ବତନ୍ତ୍ର ସିବିଆଇ କୋର୍ଟ ମଙ୍ଗଳବାର ୧୦ ବର୍ଷ ଜେଲ୍‌ ଦଣ୍ଡାଦେଶ ଶୁଣାଇଛନ୍ତି। ଏହା...

ଆର୍ଥିକ ମାନ୍ଦାବସ୍ଥାକୁ ନେଇ ସରକାର ଚୁପ୍‌ ରହିବା ଦେଶ ପାଇଁ କ୍ଷତିକାରକ: ପ୍ରିୟଙ୍କା ଗାନ୍ଧୀ

ନୂଆଦିଲ୍ଲୀ,୫।୯: ଆର୍ଥିକ ମାନ୍ଦାବସ୍ଥାକୁ ନେଇ ଏଥର ପୁଣିଥରେ ମୋଦି ସରକାରଙ୍କୁ ଟାର୍ଗେଟ କରିଛନ୍ତି କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ। ସେ କହିଛନ୍ତି ଦେଶର ଅର୍ଥନୀତି ଏବେ...

Advertisement
Archives

Model This Week