Posted inଜାତୀୟ

କେଜରିଓ୍ବାଲଙ୍କୁ ଟାର୍ଗେଟ କଲେ ଶାହା

ନୂଆଦିଲ୍ଲୀ,୨୪।୧: ଦିଲ୍ଲୀ ବିଧାନସଭା ନିର୍ବାଚନକୁ ନେଇ ଏବେ ରାଜନୀତି ହୋଇଛି ସରଗରମ। ଏବେ ପ୍ରାୟ ସବୁ ଦଳର ଷ୍ଟାର ପ୍ରଚାରକମାନେ ମଇଦାନକୁ ଓହ୍ଲାଇଛନ୍ତି। ଏହି କ୍ରମରେ ଶୁକ୍ରବାର ଭାଜପାର ଷ୍ଟାର ପ୍ରଚାରକ ତଥା ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ପ୍ରଚାରରେ ବାହାରିଛନ୍ତି। ଏହି ସମୟରେ ସେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟି(ଏଏପି)ର ମୁଖ୍ୟ ଅରବିନ୍ଦ କେଜରିଓ୍ବାଲଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ୫ ବର୍ଷ ଶାସନ ଭିତରେ କେଜରିଓ୍ବାଲ ସରକାର ଦିଲ୍ଲୀକୁ ୨୦ ବର୍ଷ ପଛକୁ ନେଇଯାଇଛନ୍ତି। ଏହାସହ କେଜରିଓ୍ବାଲ ଦିଲ୍ଲୀରେ ଯେଉଁ ୧ହଜାର ନୂଆ ସ୍କୁଲ କରିବା କଥା କହିଥିଲେ ତାହା କୁଆଡେ ଗଲା ବୋଲି ଶାହା ପ୍ରଶ୍ନ କରିଛନ୍ତି। ଶାହିନବାଗଠାରେ ହୋଇଥିବା ବିରୋଧ ପ୍ରଦର୍ଶନକୁ ନେଇ ଶାହା କହିଛନ୍ତି, କେଜରିଓ୍ବାଲ କେବଳ ଦିଲ୍ଲୀରେ ଦଙ୍ଗା କରୁଛନ୍ତି। ତେଣୁ ଦିଲ୍ଲୀବାସୀ କ’ଣ ଏଭଳି ଲୋକଙ୍କୁ ଭୋଟ ଦେବା ଦରକାର ବୋଲି ମଧ୍ୟ ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ପରିବାରର ‘ଦୁଇ ଭାଇଙ୍କ ମଧ୍ୟରେ ଲଢେଇ’ ଫିଫା ବିଶ୍ୱକପ ୨୦୨୬ ଫାଇନାଲ; ୯୬ ବର୍ଷ ପରେ ବିରଳ ସଂଯୋଗ…

ନ୍ୟୁୟର୍କ,୧୯।୭: ଫିଫା ବିଶ୍ୱକପ 2026 ଫାଇନାଲ ସ୍ପେନ ଏବଂ ଆର୍ଜେଣ୍ଟିନା ମଧ୍ୟରେ ଖେଳାଯିବାକୁ ଯାଉଛି। ଏହି ଟାଇଟଲ ମୁକାବିଲା ଗୋଟିଏ ପରିବାରର ଦୁଇ ଭାଇଙ୍କ ମଧ୍ୟରେ ଏକ…

ବିଦ୍ରୋହୀ ଟିଏମସି ଏମପିଙ୍କୁ ସର୍ବଦଳୀୟ ବୈଠକ ପାଇଁ ନିମନ୍ତ୍ରଣ କରାଯିବାକୁ ନେଇ ବିରୋଧୀ କ୍ଷୁବ୍ଧ

ନୂଆଦିଲ୍ଲୀ,୧୯।୭: ସଂସଦୀୟ ଅଧିବେଶନ ପୂର୍ବରୁ ଡକାଯାଇଥିବା ସର୍ବଦଳୀୟ ବୈଠକରେ ଏକ ବିବାଦ ସୃଷ୍ଟି ହୋଇଥିଲା ଯେତେବେଳେ ବିଦ୍ରୋହୀ ତୃଣମୂଳ କଂଗ୍ରେସ (TMC) ଏମପିମାନଙ୍କୁ ମଧ୍ୟ ଯୋଗଦେବାକୁ ନିମନ୍ତ୍ରଣ…

ଜଗନ୍ନାଥପ୍ରସାଦ NAC ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି: ୧୨ ଓ୍ବାର୍ଡରେ ହେବ ବିଭକ୍ତ, ଆସନ ସଂରକ୍ଷଣ ନେଇ…

ଜଗନ୍ନାଥପ୍ରସାଦ,୧୯ା୭(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଅଞ୍ଚଳକୁ ନେଇ ନବଗଠିତ ବିଜ୍ଞାପିତ ଅଞ୍ଚଳ ପରିଷଦ(NAC)ର ଓ୍ବାର୍ଡ ସୀମା ନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ନେଇ ଅଧିସୂଚନା…

ଫେସବୁକ ଡାଉନ: ଲଗଇନ ଠାରୁ ୱେବସାଇଟ ପର୍ଯ୍ୟନ୍ତ ସେବା ଠପ

ନୂଆଦିଲ୍ଲୀ,୧୯।୭: ଯଦି ଆଜି ସକାଳ ଠାରୁ ଆପଣଙ୍କର ଫେସବୁକ ଠିକ ଭାବରେ କାମ କରୁନାହିଁ, ତେବେ ଆପଣ ଏକା ନୁହଁନ୍ତି। ସାରା ବିଶ୍ୱରେ ହଜାର ହଜାର ଉପଭୋକ୍ତା…

ଗାଁକୁ ଆସି ପାରିଲାନି ଜନନୀ ଏକ୍ସପ୍ରେସ୍‌, ଗର୍ଭବତୀଙ୍କୁ ଷ୍ଟ୍ରେଚରରେ ୨ କିଲୋମିଟର ବୋହିଲେ ଗ୍ରାମବାସୀ

ଭବାନୀପାଟଣା/ଥୁଆମୂଳ ରାମପୁର,୧୯ା୭(ଉତ୍ତମ କୁମାର ଦାଶ/ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଦୁର୍ଗମ ଥୁଆମୂଳ ରାମପୁର ବ୍ଲକରେ ରାସ୍ତା ସମସ୍ୟା ପୁଣିଥରେ ସାଧାରଣ ଲୋକଙ୍କ ଦୁର୍ଦ୍ଦଶାକୁ ସାମ୍ନାକୁ ଆଣିଛି। ପ୍ରସବ…

ଆମେରିକା ସହିତ ସମସ୍ତ ଚୁକ୍ତିନାମା ବାତିଲ ଘୋଷଣା କରିଛି ଇରାନ, କହିଛି MOUର ଅଧ୍ୟାୟ ଏବେ ସମ୍ପୂର୍ଣ୍ଣ ବନ୍ଦ

ତେହରାନ,୧୯।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତି ଚୁକ୍ତିନାମା ଶନିବାର ସମ୍ପୂର୍ଣ୍ଣ ଭାବରେ ବାତିଲ ହୋଇଗଲା। ପାକିସ୍ତାନ ଦ୍ୱାରା ମଧ୍ୟସ୍ଥତା କରାଯାଇଥିବା ଏହି ଚୁକ୍ତିନାମା – ଇସଲାମାବାଦ…

‘ଡୋନାଲ୍ଡ ଟ୍ରମ୍ପ ଜଣେ ମହାନ ଶୈତାନ,’ ମୋଜତାବା ଖାମେନେଇ କହିଲେ – ‘ତାଙ୍କ ଦସ୍ତଖତ ସମ୍ପୂର୍ଣ୍ଣ ମୂଲ୍ୟହୀନ’

ତେହରାନ,୧୯।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ମୋଜତାବା ଖାମେନେଇ ଶନିବାର ଡୋନାଲ୍ଡ ଟ୍ରମ୍ପଙ୍କ ଉପରେ ବଡ଼ ଆକ୍ରମଣ ଆରମ୍ଭ କରି ତାଙ୍କୁ ‘ମହାନ ଶୈତାନ’ ବୋଲି ଆଖ୍ୟା…

ପାକିସ୍ତାନର ପୋଲ୍‌ ଖୋଲିଲେ ନିଆଜି! ଅପରେଶନ ସିନ୍ଦୂରକୁ ନେଇ ବଡ଼ଦାବି କଲେଣି ଇମ୍ରାନଙ୍କ ଭଉଣୀ

ଇସଲାମାବାଦ,୧୯।୭: ‘ଅପରେଶନ ସିନ୍ଦୂର’ ସମୟରେ ଭାରତ ପାକିସ୍ତାନକୁ ପରାସ୍ତ କରିଥିଲା। ଭାରତୀୟ କ୍ଷେପଣାସ୍ତ୍ର ସାମ୍ନାରେ ପାକିସ୍ତାନୀ ସେନା ଆତ୍ମସମର୍ପଣ କରିବାକୁ ବସିଥିଲା। ଏହି ପରିପ୍ରେକ୍ଷୀରେ, ପୂର୍ବତନ ପାକିସ୍ତାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri